କୋରାପୁଟ-କିରୁଣ୍ଡୁଲ ରେଳ ଲାଇନ୍‌ରେ ପଥର ଧସିଲା: ୩ ମୃତ, ୪ ଗୁରୁତର

ରାୟଗଡ଼ା ଅଫିସ,୬ା୫: କୋରାପୁଟ-କିରୁଣ୍ଡୁଲ ରେଳ ଲାଇନର ବୋରା କେଭ୍‌ ନିକଟରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଚିରୁକାପଲ୍ଲୀ ରେଳଷ୍ଟେଶନଠାରେ ରେଳ ଲାଇନରେ ପଥର ଧସିବାରୁ ଏହି ପଥରଗୁଡିକୁ ରାସ୍ତାରୁ ହଟାଇ ସଫା କରିବା ପାଇଁ ୩୦ ଜଣ କର୍ମୀଙ୍କୁ ନିୟୋଜିତ କରାଯାଇଥିଲା। ଏହି ପଥର ସଫା କରିବା ସମୟରେ ପଥର ଭିତରେ ଚାପି ହୋଇ ୭ ଜଣ ରହିଯାଇଥିଲେ। ସେଥିମଧ୍ୟରୁ ଜଣେ ରେଳ କର୍ମଚାରୀଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କାତାରା ବିରା ସ୍ବାମୀ, ଚୁକା ସୁରୀ ବାବୁ, ରେଳ କର୍ମଚାରୀ ସୁରେଶ। ଦୁର୍ଘଟଣାରେ ଅନ୍ୟ ୪ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ବିଶାଖାପାଟଣାସ୍ଥିତ ଏକ କର୍ପୋରେଟ ହସ୍ପିଟାଲରେ ଚିକିତ୍ସା କରାଯାଉଛି l ଏନେଇ ବିଶାଖାପାଟଣା ରେଳ ଡିଭିଜନ ପିଆରଓପି ଜୟ ରାମ ସୂଚନା ଦେଇଛନ୍ତି।


All Right Reserved By Dharitri.Com

ଯାଜପୁର, ବ୍ୟାସନଗର, ପାଣିକୋଇଲି, ଚଣ୍ଡିଖୋଲ ଶଟଡାଉନ୍ : ସମସ୍ତ ବ୍ଲକ ମୁଖ୍ୟାଳୟ ବନ୍ଦ ରହିବ

ଯାଜପୁର ଅଫିସ/ଯାଜପୁର ଟାଉନ,୪ା୪(ଡି.ଏନ୍.ଏ.)- ଯାଜପୁର ଜିଲା ବ୍ରହ୍ମବରଦା ଗ୍ରାମରେ ଚିହ୍ନଟ ହୋଇଥିବା କରୋନା ସଂକ୍ରମିତ ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ପ୍ରଶାସନ ଆଶଙ୍କା କରୁଛି। ଏଥତ୍ପାଇଁ...

ବିନା ମାସ୍କରେ ଘରୁ ବାହାରିଲେ ଜରିମାନା

ଖୋର୍ଦ୍ଧା ଅଫିସ,୯ା୪: ଅତି ଜରୁରୀ ନ ଥିଲେ ଘରୁ ବାହରକୁ ବାହରନ୍ତୁ ନାହିଁ। ଔଷଧ କିଣିବା, ଚିକିତ୍ସାଳୟ ବାହାନାରେ ଏଣିକି ବାଇକ ଧରି ବୁଲିଲେ, କଠୋର...

ମଦ ଦୋକାନ ବନ୍ଦ ଦାବିରେ ମହିଳାଙ୍କ ରାସ୍ତାରୋକୋ, ଆନ୍ଦୋଳନ

ପୁରୁଷୋତ୍ତମପୁର,୧୮।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ତଥା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ବଡ଼ଖରିଡ଼ା ପଞ୍ଚାୟତର ବାଣନଈ ଗ୍ରାମ ନିକଟରେ ଥିବା ଦେଶୀ ମଦ ଦୋକାନକୁ ସମ୍ପୂର୍ଣ୍ଣ...

କରୋନା ମୁକାବିଲା ଚିନ୍ତା: ଏମ୍‌କେସିଜିରେ ଖୋଲାଯାଇଛି ସ୍ବତନ୍ତ୍ର ଓ୍ବାର୍ଡ, ହୋଲି ନ ଖେଳିବାକୁ ଜିଲାପାଳଙ୍କ ପରାମର୍ଶ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- କରୋନା ଭାଇରସ୍‌ ନେଇ ସତର୍କତା ଅବଲମ୍ବନ ପରିପ୍ରେକ୍ଷୀରେ ବାହାରେ ହୋଲି ନ ଖେଳିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜନସାଧାରଣଙ୍କୁ ରବିବାର ପରାମର୍ଶ...

ଭାରସାମ୍ୟ ହରାଇ ନାଳକୁ ଖସିଲା ଟ୍ରାକ୍ଟର: ଚାପି ହୋଇ ଡ୍ରାଇଭର, ହେଲ୍‌ପରଙ୍କ ଜୀବନ ଗଲା

ଅମରପାଲି,୫।୩(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର କଦଳୀମୁଣ୍ଡା-ଜନକପୁର ରାସ୍ତା ମଝିରେ ରେଙ୍ଗାଲି ନାଳଠାରେ ଟ୍ରାକ୍ଟର ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ...

ପ୍ୟାକ୍ସରେ ଦୁର୍ନୀତି, ପ୍ରିୟାପ୍ରୀତି ମାମଲା:୩ବର୍ଷ ହେବ ମହିଳା ଚାଷୀଙ୍କୁ ମିଳିନି ଋଣ

ଯାଜପୁର ଅଫିସ,୪-୯:ଯାଜପୁର ଜିଲାର ବିଭିନ୍ନ ପ୍ରାଥମିକ କୃଷି ସେବା ସମବାୟ ସମିତି(ପ୍ୟାକ୍ସ)ରେ ଦୁର୍ନୀତି ଓ ପ୍ରିୟାପ୍ରୀତିକୁ ନେଇ ବିଭିନ୍ନ ସମୟରେ ଅଭିଯୋଗ ହୋଇ ଆସିଛି। ଏବେ...

୩.୪୮ଲକ୍ଷ ଜମିରେ ହେବ ଖରିଫ ଫସଲ

ବରଗଡ଼ ଅଫିସ୍‌,୨୦ା୫: ବରଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା(ଡିଆରଡିଏ) ସମ୍ମିଳନୀ କକ୍ଷରେ ବୁଧବାର ଖରିଫ ୨୦୨୦ ପାଇଁ କୃଷି କୌଶଳ ନିର୍ଦ୍ଧାରଣ କମିଟିର ବୈଠକ ଅନୁଷ୍ଠିତ...

ଜିଲାସ୍ତରୀୟ ବିଜ୍ଞାନଡ୍ରାମା ପ୍ରତିଯୋଗୀତା

ନୂଆପଡା ଅଫିସ,୨|୮-ସ୍ଥାନୀୟ ନ୍ୟାଶନାଲ ହାଇସ୍କୁଲରେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଜିଲାସ୍ତରୀୟ ବିଜ୍ଞାନଡ୍ରାମା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲା ଶିକ୍ଷାଧିକାରୀ ଲକ୍ଷ୍ମଣ କୁମାର...

Leave a comment

Your email address will not be published. Required fields are marked *