ବୋନିଙ୍କୁ ରାଖୀ ବାନ୍ଧୁଥିଲେ ଶ୍ରୀଦେବୀ

ବୋନି କପୁର ଏବଂ ଶ୍ରୀଦେବୀଙ୍କ ପ୍ରେମ କାହାଣୀକୁ ନେଇ ସେତେବେଳେ ଅନେକ ଚର୍ଚ୍ଚା ହୋଇଥିଲା। ଶେଷରେ ପତ୍ନୀ ମୋନାଙ୍କୁ ଛାଡ଼ପତ୍ର ଦେଇ ଶ୍ରୀଦେବୀଙ୍କୁ ବିବାହ କରିଥିଲେ ବୋନି। ହେଲେ ବିବାହ ପୂର୍ବରୁ ଏକ ରୋଚକ କଥା ଏବେ ଜଣାପଡିଛି। ବୋନିଙ୍କ ପତ୍ନୀ ସାଜିବା ପୂର୍ବରୁ ଶ୍ରୀଦେବୀ ତାଙ୍କ ଘରକୁ ଆସୁଥିଲେ। କାହିଁକି ଜାଣନ୍ତି ? ରାଖୀ ବାନ୍ଧିବାକୁ। ଏହି ପ୍ରକ୍ରିୟା କିଛି ବର୍ଷ ଚାଲିବା ପରେ ଦୁହିଁଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ସୃଷ୍ଟି ହୋଇଥିଲା। ଆଉ ଶେଷରେ ଦୁହେଁ ବିବାହ ବନ୍ଧନରେ ଆବନ୍ଧ ହୋଇଥିଲେ। ସୂଚନାଯୋଗ୍ୟ ପରଲୋକଗତା ଶ୍ରୀଦେବୀଙ୍କ ଝିଅ ଜାହ୍ନବୀ ‘ଧଡକ୍‌’ ଚଳଚ୍ଚିତ୍ରରୁ ନିଜର ବଲିଉଡ୍‌ କ୍ୟାରିୟର ଆରମ୍ଭ କରିସାରିଛନ୍ତି।


All Right Reserved By Dharitri.Com

ସାମ୍ନାକୁ ଆସିଲା ସାରା-କାର୍ତ୍ତିକଙ୍କ ଆଉ ଏକ ଫଟୋ

ମୁମ୍ବାଇ: ବଲିଉଡ୍‌ ନାୟିକା ସାରା ଅଲି ଖାଁ ଓ ନାୟକ କାର୍ତ୍ତିକ ଆର୍ୟନ ଏବେ କଶ୍ମୀରର ସବୁଜିମା ଘେରା ପାହାଡି ଅଞ୍ଚଳରେ ସ୍ପଟ ହୋଇଛନ୍ତି। ଏମାନେ...

୯୦ ବର୍ଷରେ ପାଦ ଦେଲେ ଲତା ମଙ୍ଗେସକର

ମୁମ୍ବାଇ,୨୮।୯: କୋକିଳ କଣ୍ଠୀ ଗାୟିକା ଲତା ମଙ୍ଗେସକର ଶନିବାର ୯୦ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୨୯ ସେପ୍ଟେମ୍ବର ୨୮ରେ ଇନ୍ଦୋରଠାରୋ ଜନ୍ମଗ୍ରହଣ କରିଥିଲେ। ୧୯୪୩ରେ...

ଦୁଇ ମିନିଟର ଭିଡିଓ ବଦଳାଇଲା ଜୀବନ: ଷ୍ଟେଶନରେ ଗୀତ ଗାଇ ଗୁଜୁରାଣ ମେଣ୍ଟାଉଥିବା ରାନୁ ଏବେ ଷ୍ଟାର, ଦଶ ବର୍ଷ ପରେ ଭେଟିଲେ ଝିଅଙ୍କୁ

ମୁମ୍ବାଇ: ଦୁଇ ମିନିଟର ଭିଡିଓ ବଦଳାଇଛି ଜୀବନ। ରାନୁ ମାରିୟା ମଣ୍ଡଳ ପଶ୍ଚିମବଙ୍ଗର ରାଣାଘାଟ ଷ୍ଟେଶନରେ ବସି ଗାଉଥିବା ବେଳର ଏକ ଭିଡିଓକୁ ଯାତ୍ରୀ ଅତିନ୍ଦ୍ର...

କଲେଜରେ ‘ଗଦ୍ଦର’ ଗୀତରେ ନାଚିଲେ ସନ୍ନି: ଭିଡିଓ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ନାୟକ ସନ୍ନି ଦେଓଲ ଏବେ ରାଜନୀତିରେ ପାଦ ଦେଇଛନ୍ତି। ରାଜନେତା ହେବା ପରେ ନିକଟରେ ସେ ପଞ୍ଜାବର ଏକ କଲେଜରେ ପହଞ୍ଚିଥିଲେ। ସେଠାରେ...

ଗୀତ ଗାଇ, ପେଣ୍ଟିଂକରି ସମୟ ବିତାଉଛନ୍ତି ସଲମାନ୍‌

ସାରା ବିଶ୍ୱ ଏବେ କରୋରା ଭୟରେ। ଏଥିଲାଗି ଦେଶବ୍ୟାପୀ ହାଇଆଲର୍ଟ ଜାରି କରାଯିବା ସହ ବିଭିନ୍ନ କଟକଣା ଲଗାଯାଇଛି। କରୋନାକୁ ନେଇ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ପ୍ରାୟ...

ଯାତ୍ରା ପାଇଁ ସମର୍ପିତ ରତି-ମିଟୁନା

କୁହାଯାଏ ଯୋଡ଼ି ସ୍ବର୍ଗରେ ତିଆରି ହୁଏ। ଆଉ ଉପରବାଲା ହିଁ ଜୀବନସାଥୀ ବାଛିଦିଏ। ଯିଏ ଯେଉଁଠି ଜନ୍ମ ହୋଇଥାଉ, ଯିଏ ଯେଉଁଠି ଯେଉଁ କାମ କରୁଥାଉ...

#ମିଠୁ ମାମଲାରେ ଅନୁ ମଲିକଙ୍କୁ ମିଳିଲା ଆଶ୍ୱସ୍ତି

ମୁମ୍ବାଇ,୧୭।୧: ବଲିଉଡ୍‌ର ପପୁଲାର ଗାୟକ, ସଙ୍ଗୀତ ନିର୍ଦ୍ଦେଶକ ଓ ଇଣ୍ଡିଆନ ଆଇଡଲ୍‌-୧୧ର ପୂର୍ବତନ ଜଜ୍‌ ଅନୁ ମଲିକଙ୍କ ଉପରେ #ମିଠୁ ଜରିଆରେ ଯୌନ ନିର୍ଯ୍ୟାତନା ମାମଲା...

ପୁଣି ପରଦାରେ ଧମାଲ୍‌ କରିବେ ପ୍ରଭାସ୍‌, ଆସୁଛି ଫିଲ୍ମ ‘ସାହୋ’

ବାହୁବଳୀ ଫେମ୍‌ ପ୍ରଭାସ ପୁଣି ପରଦାରେ ଧମାଲ୍‌ କରିବାକୁ ଯାଉଛନ୍ତି। ବାହୁବଳୀ ଏବଂ ବାହୁବଳୀ ୨ ପରେ ଏବେ ଫିଲ୍ମ ‘ସାହୋ’ ପାଇଁ ଜୋରଦାର ପ୍ରସ୍ତୁତି...

Leave a comment

Your email address will not be published. Required fields are marked *