ଦୋକାନ ସିଲ୍‌ କଲା ପ୍ରଶାସନ

ରାୟଗଡ଼ା ଅଫିସ,୭ା୫: ରାୟଗଡ଼ା ଜିଲା ଏବେ ଗ୍ରୀନ୍‌ ଜୋନରେ ରହିଛି। ଏହାକୁ ନେଇ କିଛି ମାତ୍ରାରେ ସହରରେ ଲଗାଯାଇଥିବା କଟକଣାକୁ କୋହଳ କରାଯାଇଛି। ଫଳରେ ବଜାରରେ ଲୋକଙ୍କର ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଏହି ପରିପ୍ରେକ୍ଷୀରେ ପରିସ୍ଥିତି ଆୟତ୍ତ କରିବାକୁ ପୋଲିସ ବି ମୁତୟନ ହୋଇଛି। ମାତ୍ର ସହରର ନିଉ କଲୋନୀରେ ଥିବା ସଦ୍‌ଗୁରୁ ହୋଟେଲକୁ ଗୁରୁବାର ଜିଲା ପ୍ରଶାସନ ଦ୍ୱାରା ସିଲ କରାଯାଇଛି। ହୋଟେଲରୁ ପାର୍ସଲ ନେବାକୁ ଅନୁମତି ପ୍ରଦାନ କରାଯାଇଥିବା ବେଳେ ସେଠାରେ ଭିଡ଼ ଜମାଇ ସାମାଜିକ ଦୂରତା ବଜାୟ ନ ରଖି ଲୋକଙ୍କୁ ହୋଟେଲରେ ହିଁ ଟିଫିନ ଖାଇବାକୁ ଦିଆଯାଉଥିଲା। ଏହି ସମୟରେ ଅତିରିକ୍ତ ତହସିଲଦାର ସୁନିଲ ଖରା, ତହସିଲଦାର ଉମାଶଙ୍କର ବେହେରା ସ୍ଥାନୀୟ ପୋଲିସ ପ୍ରମୁଖ ଉପସ୍ଥିତ ରହି ଦୋକାନ ସିଲ୍‌ କରିଛନ୍ତି।


All Right Reserved By Dharitri.Com

ଧନେଇ ଡ୍ୟାମ୍‌ରେ ବୁଡ଼ି ନାବାଳକ ମୃତ

ପୋଲସରା/ହାତୀଓଟ,୩୦ା୯-ପୋଲସରା ବ୍ଲକ ଧନେଇ ଡ୍ୟାମରେ ରବିବାର ଗାଧୋଇଯିବାବେଳେ ଗୋଡ ଖସିଯିବାରୁ ପଥରତଳେ ଚାପିହୋଇ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିରିକିପଡା ଶାସନ ଆଡୁାଆସାହିର...

କନ୍ୟାଶ୍ରମ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁ:ରାସ୍ତା ଅବରୋଧ

ରାସଗୋବିନ୍ଦପୁର,୭।୨(ଡି.ଏନ.ଏ)- ରାସଗୋବିନ୍ଦପୁର ବ୍ଲକ ଅଧୀନ ଦେବଶୋଳସ୍ଥିତ କନ୍ୟାଶ୍ରମର ଜଣେ ଆଦିବାସୀ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁକୁ ନେଇ ରାସଗୋବିନ୍ଦପୁର ପେସା କମିଟି ପକ୍ଷରୁ ରାସ୍ତାରୋକ କରାଯାଇଥିଲା। ସାମାନ୍ୟ...

କାଡ଼ାନାଳ ଅବରୋଧ ପ୍ରତିବାଦ: କଟକ-ପାରାଦୀପ ରାସ୍ତାରୋକୋ

କଟକ ସଦର,୨୬।୮(ଡି.ଏନ୍‌.ଏ.): କିଶନନଗର ତହସିଲ ଅନ୍ତର୍ଗତ ବାରାହପାଟ କାଡ଼ାନାଳକୁ ଅବରୋଧମୁକ୍ତ କରିବା ଦାବିରେ ସୋମବାରଠାରୁ ଚାଷୀମାନେ କଟକ-ପାରାଦୀପ ରାସ୍ତା ଅବରୋଧ କରିଛନ୍ତି। ଏହି ନାଳକୁ ସଫା...

ଚିତ୍ରକୋଣ୍ଡା ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ୮ ବିଦ୍ୟାଳୟର ୧୯୫ ଛାତ୍ରୀଛାତ୍ର ଦେଲେ ପରୀକ୍ଷା

ଚିତ୍ରକୋଣ୍ଡା,୧୯ା୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ଥାନୀୟ ଚିତ୍ରକୋଣ୍ଡା ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ଉକ୍ତ ଅଞ୍ଚଳର ୮ଟି ବିଦ୍ୟାଳର...

ସ୍କୁଲରେ ପଢ଼ାଇଲେ ଜିଲାପାଳ

ଫୁଲବାଣୀ ଅଫିସ, ୨୦ା୧୧- ଫୁଲବାଣୀ ବ୍ଲକ ଅଧୀନରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ତଦାରଖ ଜିଲାପାଳ ଡା. ବୃନ୍ଦା ଡି ମଙ୍ଗଳବାର କରିଛନ୍ତି। ଦୁର୍ଗମ...

ପ୍ରଧାନଶିକ୍ଷକଙ୍କ ନିଲମ୍ବନ ପ୍ରତିବାଦରେ ଆନ୍ଦୋଳନ: ରାସ୍ତାରେ ବସିଲେ ଅଭିଭାବକ, ସ୍କୁଲ ହତାରେ ଛାତ୍ରୀଛାତ୍ର

ଜଳେଶ୍ୱର,୨୮।୧(ଡି.ଏନ.ଏ./ସ୍ବ.ପ୍ର.)-ଜଳେଶ୍ୱର ବଡ଼ବଜାରସ୍ଥିତ ଟାଉନ୍‌ ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ଓ ବଦଳି ଆଦେଶକୁ ବିରୋଧ କରି ମଙ୍ଗଳବାର ଅଭିଭାବକ ଓ ଛାତ୍ରୀଛାତ୍ରମାନେ ଦିନତମାମ ଆନ୍ଦୋଳନ ଓ...

ମେସ୍କୋ ହୋଟେଲ, ଗେଷ୍ଟ ହାଉସ୍‌ ଦଖଲକୁ ନେଲା ଇଡ୍‌କୋ

କଳିଙ୍ଗନଗର,୨୬।୯(ଡି.ଏନ୍‌.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳ ଯଖପୁରାଠାରେ ଥିବା ମେସ୍କୋଷ୍ଟିଲର ଏକ ହୋଟେଲ ଓ ଗେଷ୍ଟହାଉସ୍‌କୁ ବୁଧବାର ଇଡ୍‌କୋ ଦଖଲକୁ ନେଇଛି। ଇଡ୍‌କୋ କର୍ତ୍ତୃପକ୍ଷ ଏବଂ ଜିଲା ପ୍ରଶାସନ...

ଡ୍ରେନେଜ ସମସ୍ୟା ନେଇ କମିଶନରଙ୍କୁ ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ,୨ା୬-ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ୧୪ ନଂ. ୱାର୍ଡ ଅନ୍ତର୍ଗତ ଅନ୍ନପୂର୍ଣ୍ଣା ନଗରରେ ଦୀର୍ଘ ଦିନ ଧରି ଡ୍ରେନ୍‌ ମରାମତି କାର୍ଯ୍ୟ ହେଉ ନ ଥିବା...

Leave a comment

Your email address will not be published. Required fields are marked *