ସଲମାନ୍‌ଙ୍କ ପିଲାଦିନର ଫଟୋ ଭାଇରାଲ: ହ୍ୟାଣ୍ଡସମ୍‌ ହଙ୍କ୍‌ଠାରୁ କିଛି କମ୍‌ ନ ଥିଲେ ଭାଇଜାନ୍‌

ଦବଙ୍ଗ ଖାନ୍‌ ସଲମାନ ଜଣେ ସୁପରଷ୍ଟାର। ସେ ସବୁବେଳେ ନିଜ ପରିବାର ତଥା ଭାଇମାନଙ୍କ ସହ ମିଶି ରହିଥାନ୍ତି। ତେବେ ସୋସିଆଲ ମିଡିଆରେ ତାଙ୍କର ଏକ ଫଟୋ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଫଟୋ ସଲମାନଙ୍କ ପିଲାବେଳର। ଏଥିରେ ତାଙ୍କୁ ସାନ ଭାଇ ସୋହେଲଙ୍କ ସହ ଦେଖିବାକୁ ମିଳୁଛି। ଫଟୋରେ ସଲମାନ ବହୁତ ହ୍ୟାଣ୍ଡସମ୍‌ ଦେଖାଯାଉଥିବା ବେଳେ ସୋହେଲେ କ୍ୟୁଟ୍‌ ଲାଗୁଛନ୍ତି।
ଏହି ଫଟୋକୁ ସଲମାନ୍‌ ନିଜ ଫିଲ୍ମ ‘ଟ୍ୟୁବ୍‌ଲାଇଟ୍‌’ ର ପ୍ରମୋଶନ ସମୟରେ ସେୟାର କରିଥିଲେ। ଏହି ଫିଲ୍ମରେ ସୋହେଲ ସଲମାନ୍‌ଙ୍କ ଭାଇ ଚରିତ୍ରରେ ଅଭିନୟ କରିଥିଲେ। ତେବେ ଏବେ ଏହା ଭାଇରାଲ ହେବାରେ ଲାଗିଛି।


All Right Reserved By Dharitri.Com

କଡ଼ା ସୁରକ୍ଷାବଳୟରେ ସଲ୍‌ମାନ-ଆଲିଆଙ୍କ ଇଂଶାଅଲ୍ଲାହର ହେବ ଶୁଟିଂ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସଲ୍‌ମାନ ଖାଁ ଓ ଆଲିଆ ଭଟ୍ଟଙ୍କ ଅପ୍‌ କମିଂ ଫିଲ୍ମ ଇଂଶାଅଲ୍ଲାହର ଖୁବ୍‌ଶୀଘ୍ର ଶୁଟିଂ ଆରମ୍ଭ ହେବାକୁ ଯାଉଛି। ଏହାର ଶୁଟିଂ...

ଏହି ଯୁବତୀ କରିଥିଲେ ଅନୁଷ୍କା ଏବଂ ପ୍ରିୟଙ୍କାଙ୍କ ଓ୍ବେଡିଂ ପ୍ଲାନିଂ

ବଲିଉଡ୍‌ର ସେଲିବ୍ରିଟିଙ୍କ ବିବାହ ପ୍ରସଙ୍ଗ ଉଠିବ ତ ଅନୁଷ୍କା ଏବଂ ପ୍ରିୟଙ୍କାଙ୍କ ନାଁ ଚର୍ଚ୍ଚା ପରିସରକୁ ଆସିବ। ଅନୁଷ୍କା ଶର୍ମା-ବିରାଟ କୋହଲି ଇଟାଲୀରେ ବିବାହ କରିଥିବାବେଳେ...

ହାପି ବାର୍ଥ ଡେ ବ୍ରହ୍ମାନନ୍ଦମ୍‌: ୧ ହଜାରରୁ ଅଧିକ ଫିଲ୍ମରେ କରିଛନ୍ତି କାମ, ଗିନିଜ୍‌ ରେକଡର୍‌ସରେ ନାମ ସାମିଲ

ଦକ୍ଷିଣ ଭାରତୀୟ ସିନେମାର ଖ୍ୟାତନାମା ହାସ୍ୟ କଳାକାର ବ୍ରହ୍ମାନନ୍ଦମ୍‌ଙ୍କ ଶନିବାର ହାପି ବାର୍ଥ ଡେ। ସେ ୬୩ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ସୋସିଆଲ...

କିଶୋର କୁମାରଙ୍କ ପ୍ରଥମ ପତ୍ନୀଙ୍କ ଦେହାନ୍ତ: ଶୋକ ପ୍ରକାଶ କଲେ ମମତା

ମୁମ୍ବାଇ,୩।୬: ବଲିଉଡ୍‌ ଜଗତର ଭେଟେରାନ ଗାୟକ କିଶୋର କୁମାରଙ୍କ ପତ୍ନୀ ଓ ଅଭିନେତ୍ରୀ ରୁମା ଗୁହା ଠାକୁରତାଙ୍କ ସୋମବାର ଦେହାନ୍ତ ହୋଇଛି। କୋଲକାତା ସ୍ଥିତ ନିଜର...

ଅର୍ମେନିଆରେ ଛୁଟି କଟାଉଛନ୍ତି ସୁସ୍ମିତା

ମୁମ୍ବାଇ: ଭାଇ ରାଜୀବ ସେନଙ୍କ ବିବାହ ଉତ୍ସବ ଶେଷ ହେବା ପରେ ଏବେ ଅର୍ମେନିଆରେ ଛୁଟି କଟାଉଛନ୍ତି ସୁସ୍ମିତା ସେନ। ତାଙ୍କ ସହିତ ଅଛନ୍ତି ପ୍ରେମିକ...

୫୬ ବର୍ଷରେ ଗୋବିନ୍ଦା: ମାଙ୍କ ଜିଦ୍‌ ଯୋଗୁ ନୀଲମ୍‌ଙ୍କୁ ଛାଡ଼ି ସୁନୀତାଙ୍କୁ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଗୋବିନ୍ଦା ଶନିବାର ୫୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୩ ଡିସେମ୍ବର ୨୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଗୋବିନ୍ଦା...

ନାୟକ ହେବାପାଇଁ ପିଲାବେଳୁ ଇଚ୍ଛା ଥିଲା

ଜଣେ ଶିଶୁ କଳାକାର ଭାବେ କ୍ୟାରିୟର ଆରମ୍ଭ କରି ‘ତୁ ମୋ ଲଭ୍‌ଷ୍ଟୋରି’ ଫିଲ୍ମରେ ମୁଖ୍ୟ ନାୟକ ଭାବେ ନଜରକୁ ଆସିଥିଲେ ସ୍ବରାଜ। ଓଡ଼ିଆ ଫିଲ୍ମ...

ବାପି ଯାହା ଚାହୁଁଥିଲେ..

ବେଳେବେଳେ ମଣିଷ ଯାହା ଚାହେଁ ତାହା ତାଙ୍କୁ ହାତ ପାଆନ୍ତାରେ ମିଳିଯାଏ। ଠିକ୍‌ ସେମିତି ଜଲିଉଡ୍‌ରେ ଏଣ୍ଟ୍ରି କରିବା ସମୟରେ ଯାତ୍ରା ଜଗତର ଅନ୍ୟତମ ଆଗଧାଡିର...

Leave a comment

Your email address will not be published. Required fields are marked *