Posted inରାଜ୍ୟ

ସୁସ୍ଥ ହେଲେ ୨୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୮।୪ : ଓଡ଼ିଶାରେ ଗୁରୁବାର ୨୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୮୯୦ରେ ପହଞ୍ଚିଛି। ନୂଆପଡ଼ାରୁ ସର୍ବାଧିକ ୪୦, ବରଗଡ଼ରୁ ୩୪, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ୨୬, କଳାହାଣ୍ଡି ୨୨, କଟକରୁ ୧୬, ଅନୁଗୁଳରୁ ୯, ଗଞ୍ଜାମ ଓ ମୟୁରଭଞ୍ଜରୁ ୭, ବାଲେଶ୍ୱରରୁ ୬, ବଲାଙ୍ଗୀର ଓ ଯାଜପୁରରୁ ୫, ଢ଼େଙ୍କାନାଳ, କେନ୍ଦୁଝର, ନବରଙ୍ଗପୁର ଓ ରାୟାଗଡ଼ାରୁ ୩, ଝାରୁସୁଗୁଡ଼ା, ନୟାଗଡ଼ ଓ ପୁରୀରୁ ୨, ଜଗତ୍‌ସିଂହପୁରରୁ ଜଣେ ଏବଂ ଷ୍ଟେଟ୍‌ ପୁଲରୁ ୬ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri