ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୨୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୭ ଜଣ ଲୋକାଲ କେସ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୪ ହଜାର ୮୩୪ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୫ ଆକ୍ରାନ୍ତ ଥିବା ବେଳେ ଅନୁଗୋଳ ୨, ବାଲେଶ୍ୱରରୁ ୧, ଭଦ୍ରକରୁ ୨, ବଲାଙ୍ଗୀରରୁ ୧, ବୌଦ୍ଧରୁ ୨, କଟକରୁ ୧୨, ଦେବଗଡରୁ ୬, ଢେଙ୍କାନାଳରୁ ୪, ଗଜପତିରୁ ୩, ଗଞ୍ଜାମରୁ ୫, ଜଗତ୍‌ସିଂହପୁରରୁ ୧, ଯାଜପୁରରୁ ୨, ଝାରସୁଗୁଡାରୁ ୯, କେନ୍ଦ୍ରାପଡରୁ ୨, କେନ୍ଦୁଝରରୁ ୫, କୋରାପୁଟରୁ ୨, ମୟୂରଭଞ୍ଜରୁ ୩, ନବରଙ୍ଗପୁରରୁ ୩, ନୟାଗଡରୁ ୫, ପୁରୀରୁ ୫, ରାୟଗଡରୁ ୧ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୬ , ସୁନ୍ଦରଗଡରୁ ୧୫ ଥିବା ବେଳେ ଷ୍ଟେଟ ପୁଲ୍‌ରୁ ୨୬ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ବି ବଢୁଛି ପର୍ଯ୍ୟଟକଙ୍କ ଭିଡ଼: ଦାରିଙ୍ଗବାଡ଼ି ପର୍ଯ୍ୟଟନ ବିକାଶ ପାଇଁ ନୂଆ ପଦକ୍ଷେପ

ଦାରିଙ୍ଗବାଡ଼ି,୪।୯(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡ଼ିକୁ ବର୍ଷତମାମ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର କରିବା ସହ ପର୍ଯ୍ୟଟନ କ୍ଷେତ୍ରର ଆହୁରି ବିକାଶ ଓ ରୂପାନ୍ତରଣ ପାଇଁ…

ଜନ୍ମଗତ ନାଗରିକତ୍ୱ: ଟ୍ରମ୍ପ୍‌ଙ୍କ ନୂତନ ନିର୍ଦ୍ଦେଶନାମା ଉପରେ ରୋକ

ଓ୍ବାଶିଂଟନ,୪।୯(ପି.ଟି.): ଆମେରିକାର ସୁପ୍ରିମକୋର୍ଟ ତାଙ୍କର ପୂର୍ବ ପ୍ରୟାସକୁ ପ୍ରତ୍ୟାଖ୍ୟାନ କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜାରି କରିଥିବା ଜନ୍ମଗତ ନାଗରିକତା ପାଇବାକୁ ଯୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟାକୁ…

ପମ୍ପ ଅପରେଟର ପାଇନାହାନ୍ତି ୬ ମାସର ପାରିଶ୍ରମିକ: ୭ରୁ କାର୍ଯ୍ୟବନ୍ଦ ଚେତାବନୀ

ଲୋଇସିଂହା, ୩ା୯: ଲୋଇସିଂହା ଏନ୍‌ଏସି ଅଧୀନ ଲୋଇସିଂହା ଓ ବୁର୍ଡା ଅଞ୍ଚଳରେ କାର୍ଯ୍ୟରତ ଏସିଏମ୍‌ ଓ ପାନୀୟଜଳ ପ୍ରକଳ୍ପର ପମ୍ପ ଅପରେଟରମାନେ ଦୀର୍ଘ ୬ ମାସ ଧରି…

ଟ୍ୟାକ୍ସ ଟାଣୁଛି ଟୋଲପ୍ଲାଜା, ଜୀବନ ନେଉଛି ରାଜପଥ: ନୀରବଦ୍ରଷ୍ଟା ସାଜିଛି ଏନ୍‌ଏଚ୍‌ଏଆଇ

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୪ଲେନ୍‌ ବିଶିଷ୍ଟ ୫୩ ନମ୍ବର ଜାତୀୟ ରାଜପଥ ବେହାଲ୍‌ ହୋଇପଡ଼ିଛି। ରାଜପଥର ବିଭିନ୍ନ ସ୍ଥାନରେ ଖାଲଖମା ପୂରି ରହିଛି।…

୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ…

ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…

ଭୁବନେଶ୍ୱର,୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ…

ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ

ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ…

ମିଳୁନି ମୌଳିକ ସୁବିଧା, ଚଟାଣରେ ବସି ପଢ଼ୁଛନ୍ତି ପିଲା: ୪୬ ଛାତ୍ରୀଛାତ୍ରଙ୍କ ପାଇଁ ୨ ଶିକ୍ଷକ

ଗଞ୍ଜାମ, ୪ା୯ (ଅନାଥ ତରାଇ):ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ପ୍ରବେଶ ପଥ ନିକଟରେ ଥିବା ପୁଇଁତୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘଦିନ ଧରି ଭିତ୍ତିଭୂମି ଅଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri