ରାଜ୍ୟରେ ଆଜି ୨୨୮୨ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧା-କଟକରୁ ସର୍ବାଧିକ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୮୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧୫ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୯୬୭ ଲୋକାଲ କେସ୍‌ ରହିଛି। ଜିଲାରେ ସଂକ୍ରମଣକୁ ଦେଖିଲେ ଅନୁଗୋଳରୁ ୬୧, ବାଲେଶ୍ୱରରୁ ୧୪୬, ବରଗଡ଼ରୁ ୧୭, ଭଦ୍ରକରୁ ୭୧, ବଲାଙ୍ଗୀରରୁ ୯,ବୌଦ୍ଧରୁ ୧୦, କଟକରୁ ୨୮୨, ଦେଓଗଡ଼ରୁ ୬, ଢେଙ୍କାନାଳରୁ ୫୫, ଗଜପତିରୁ ୮, ଗଞ୍ଜାମରୁ ୧୭, ଜଗତସିଂହପୁରରୁ ୭୩, ଯାଜପୁରରୁ ୧୧୧, ଝାରସୁଗୁଡ଼ାରୁ ୧୧, କଳାହାଣ୍ଡିରୁ ୧୨, କନ୍ଧମାଳରୁ ୨୦, କେନ୍ଦ୍ରାପଡ଼ାରୁ ୬୨, କେନ୍ଦୁଝରରୁ ୫୧, ଖୋର୍ଦ୍ଧାରୁ ୫୯୨, କୋରାପୁଟ ୪୦, ମାଲକାନଗିରିରୁ ୩୨, ମୟୂରଭଞ୍ଜରୁ ୧୪୧, ନବରଙ୍ଗପୁରରୁ ୧୨, ନୟାଗଡ଼ରୁ ୮୩, ନୂଆପଡ଼ାରୁ ୨, ପୁରୀରୁ ୧୨୭, ରାୟଗଡ଼ାରୁ ୧୫, ସମ୍ବଲପୁରରୁ ୧୮, ସୋନପୁରରୁ ୭, ସୁନ୍ଦରଗଡ଼ରୁ ୬୭ ଏବଂ ଷ୍ଟେଟ୍‌ ପୁଲରୁ ୧୧୭ଜଣ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ପଜିଟିଭ୍‌ ସଂଖ୍ୟା ୯୩୯୭୫୨କୁ ବୃଦ୍ଧି ପାଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ବିଭାଗ ପକ୍ଷରୁ ରବିବାର ସକାଳେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଧାନ ଗଦା କରି ଚାଷୀଙ୍କ ଆନ୍ଦୋଳନ

ପଦ୍ମପୁର,୧୩।୧: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୨ମାସ ବିତିଯାଇଛି । ତେବେ ଜିଲାର ପଦ୍ମପୁର ଉପଖଣ୍ଡର ବିଭିନ୍ନ ମଣ୍ଡିରେ ଏହି ପ୍ରକ୍ରିୟା ଶୀଥିଳ...

ବିଧାନସଭା ବନ୍ଦ ଆଶଙ୍କା କରି ସ୍ପଷ୍ଟୀକରଣ ଲୋଡିଲେ ବିରୋଧୀ ଦଳର ନେତା

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ନଭେମ୍ବର ୧୩ ତାରିଖରୁ ଷୋଡଶ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଛି। ଇତିମଧ୍ୟରେ ଗୃହରେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍‌ ମଧ୍ୟ...

ଆଜି ରାଜ୍ୟରେ ୬୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ସବୁଠୁ ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୬,୧୬୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌...

ଆସନ୍ତା ୩ ବର୍ଷରେ ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୯(ବ୍ୟୁରୋ)-ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ। ସୋମବାର ଭିଡିଓ କନଫରେନ୍ସରେ ଫକୀରମୋହନଙ୍କ ଭୂମି, ଓଡିଆ ଭାଷା ସୁରକ୍ଷା...

ସେଲିବ୍ରିଟିଙ୍କ ହାଇଡ୍ରାମା: ୭ ଜଣଙ୍କ ବୟାନ ରେକର୍ଡ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ସେଲିବ୍ରିଟିଙ୍କ ହାଇଡ୍ରାମା ଘଟଣାରେ ପୋଲିସ ୭ ଜଣଙ୍କ ବୟାନ ରେକର୍ଡ କରିଛି। ଶନିବାର ସକାଳେ ବାବୁସାନ ଓ ପ୍ରକୃତି ମିଶ୍ରଙ୍କ ସମ୍ପର୍କକୁ ସନ୍ଦେହ ତାଙ୍କ...

ଆଉ ଏକ ମାଷ୍ଟର ଷ୍ଟ୍ରୋକ୍‌ ଅପେକ୍ଷାରେ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟ ସଭା ଆସନ ଲାଗି ଆସନ୍ତା ଜୁନ୍‌ ୧୦ ତାରିଖରେ ନିର୍ବାଚନ ହେବ। ଏଥିପାଇଁ ଆସନ୍ତା ୨୪ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବାକୁ...

ଆଜି ଜନ୍ମାଷ୍ଟମୀ, ଭକ୍ତଙ୍କୁ ମନ୍ଦିର ମନା

ଭୁବନେଶ୍ୱର,୩୦ା୮(ବ୍ୟୁରୋ): ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ। ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ତିଥି । ଏଥିପାଇଁ ରାଜ୍ୟର ବିଭିନ୍ନ ମନ୍ଦିରରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ଚଳିତବର୍ଷ...

‘ଲାକ୍‌ମେ ଫ୍ୟାଶନ ୱିକ୍‌’: ସେଟ୍‌ ଡିଜାଇନ୍‌ କରିବେ ଓଡ଼ିଆ ଛାତ୍ରୀ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଦେଶର ପ୍ରମୁଖ ଫ୍ୟାଶନ ଓ ଲାଇଫ୍‌ଷ୍ଟାଇଲ ଶୋ ‘ଲାକ୍‌ମେ ଫ୍ୟାଶନ ୱିକ୍‌’ରେ ଡିଜାଇନ୍‌ ପ୍ରଦର୍ଶନ କରିବେ ଜଣେ ଓଡ଼ିଆ ଛାତ୍ରୀ। ଇଣ୍ଟେରିୟର ଡିଜାଇନ୍‌ ବର୍ଗରେ...

Advertisement
Archives

Model This Week