ପିଡିଏସ୍‌ କେନ୍ଦ୍ରରେ ଅସମ୍ଭାଳ ଭିଡ: ପାଳନ ହେଉନି କରୋନା ସତର୍କତା

ରାୟଗଡା ଅଫିସ, ୯।୫- ବର୍ତ୍ତମାନ ଗ୍ରୀନ ଜୋନ୍‌ରେ ରହିଛି ରାୟଗଡ଼ା ସହର। ଏହାକୁ ଦୃଷ୍ଟିରେ ରଖି ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କ ନିର୍ଦ୍ଦେଶ କ୍ରମେ ରାୟଗଡା ସହରରେ କିଛିଟା କୋହଳ କରାଯାଇଛି। ସହରରେ ନିଉ କଲୋନୀ ସ୍ଥିତ ଗୋଦାମରେ ପିଡ଼ିଏସ୍‌ ଚାଉଳ ନେବା ପାଇଁ ଭୋର ୪ଟାରୁ ଲୋକଙ୍କ ଭିଡ ଜମୁଥିବା ଦେଖାଯାଉଛି। ସେଠାରେ ସାମାଜିକ ଦୂରତା ରଖାଯାଉ ନ ଥିବା ବେଳେ ଲୋକେ ମାସ୍କ ପିନ୍ଧୁ ନାହାନ୍ତି। ଏପରକିି ଲୋକେ ଠେଲାପେଲି ହେଉଛନ୍ତି। ଏନେଇ ସ୍ଥାନୀୟ ଲୋକଙ୍କ ଅଭିଯୋଗ ପରେ ଘଟଣାସ୍ଥଳରେ ପୋଲିସକୁ ମୁତୟନ କରାଯାଇଛି। ହେଲେ ମଧ୍ୟ ଏନେଇ କଡାକଡ଼ି ପଦକ୍ଷେପ ନେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି l ଲକ୍‌ଡାଉନ ନିୟମ ଉଲଂଘନ କରୁଥିବା ଜଣାପଡିଛି।


All Right Reserved By Dharitri.Com

ନୂଆବର୍ଷ ପୂର୍ବରୁ ଅଘଟଣ: ଅତ୍ୟଧିକ ମଦ୍ୟପାନ କରି ୫ ଗୁରୁତର

ଖୋର୍ଦ୍ଧା ଅଫିସ, ୩୧।୧୨: ନୂଆବର୍ଷ ପୂର୍ବରୁ ଅଘଟଣ। ଅତ୍ୟଧିକ ମଦ୍ୟପାନ କରି ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ସୋରଣ ଗ୍ରାମର ୫ ଜଣ ବ୍ୟକ୍ତି ମଙ୍ଗଳବାର...

ଚିତୋର ସ୍ବତନ୍ତ୍ର ଟ୍ରେନ୍‌ରେ ଓଡ଼ିଶା ଫେରିଲେ ୧୨ ଶହ ପ୍ରବାସୀ

ଖୋର୍ଦ୍ଧା ଅଫିସ,୧୪ା୫: ଚିତୋରରୁ ଭଦ୍ରକ ଆସିଥିବା ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ ଖୋର୍ଦ୍ଧା ରୋଡ୍‌ ରେଳ ଷ୍ଟେଶନରେ ଗୁରୁବାର ପହଞ୍ଚିଛି। ୩୦ ଜିଲାରୁ ୧୨ଶହ ପ୍ରବାସୀ ଓଡ଼ିଶା...

ମଦ ପିଇ ରାସ୍ତାରେ ଗଡ଼ିବା ଘଟଣା: ନିଲମ୍ବିତ ହେଲେ ଶିକ୍ଷକ

ବୁଗୁଡ଼ା,୧୩୯(ଡି.ଏନ.ଏ.): ବୁଗୁଡ଼ା ପିପୁଲ୍ସ ହାଇସ୍କୁଲର ସହକାରୀ ଶିକ୍ଷକ କୀର୍ତ୍ତିଚନ୍ଦ୍ର ଭୋଇ ବୁଧବାର ନିଶାସକ୍ତ ଅବସ୍ଥାରେ ରାସ୍ତାରେ ଗଡିବା ଅଭିଯୋଗରେ ଗଞ୍ଜାମ ଜିଲା ଶିକ୍ଷା ଅଧିକାରୀ ସନାତନ...

ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ

ଖଲ୍ଲିକୋଟ,୧୮ା୧୨ (ଡି.ଏନ.ଏ.)-ଏକ ହତ୍ୟା ମାମଲାର ବିଚାର କରି ଖଲ୍ଲିକୋଟ ଏଡିଜେ (ଆଡିସନାଲ ଡିଷ୍ଟ୍ରିକ୍ଟ ଜଜ୍‌) ଶ୍ରୀନିବାସ ପ୍ରତିହାରୀ ମଙ୍ଗଳବାର ଦୋଷୀଙ୍କୁ ଆଜୀବନ କାରାଦଣ୍ଡ ସହ ୫ହଜାର...

ବାଲେଶ୍ୱରରେ ବିଜେଡି ଆଗୁଆ

ବାଲେଶ୍ୱର ଅଫିସ, ୨୩।୫- ବାଲେଶ୍ୱର ସଦର ନିର୍ବାଚନମଣ୍ଡଳୀ ଷଷ୍ଠ ରାଉଣ୍ଡ ସୁଦ୍ଧା ବିଜେଡିର ଜୀବନପ୍ରଦୀପ ଦାଶ ୧୩୫୬୩ ଭୋଟ ପାଇଥିବାବେଳେ ଭାଜପାର ମଦନ ମୋହନ ଦତ୍ତ...

ମା’ ଧାମରାଇଙ୍କ ମନ୍ଦିରରୁ ଚୋରି

ଭଦ୍ରକ ଅଫିସ, ୩୦।୧୨: ଭଦ୍ରକ ଜିଲା ଧାମରାର ଆରାଧ୍ୟା ଦେବୀ ମା’ ଧାମରାଇଙ୍କ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତ ମା’ଙ୍କ ହୁଣ୍ଡିବାକ୍ସ...

ବସ୍‌ ଧକ୍କାରେ ମହିଳା ମୃତ, କ୍ଷତିପୂରଣ ଦାବିରେ ଗ୍ରାମବାସୀଙ୍କ ରାସ୍ତାରୋକୋ

ଗଞ୍ଜାମ,୩୦ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ୧୬ ନଂ. ଜାତୀୟ ରାଜପଥ ପୁଇଁତୋଳା ଗ୍ରାମ ନିକଟରେ ମଙ୍ଗଳବାର ଭୋରରେ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ...

ଯୁକ୍ତ ଦୁଇ ବିଜ୍ଞାନ ପ୍ରାକ୍ଟିକାଲ ପରୀକ୍ଷାରୁ ବଞ୍ଚିତ ଛାତ୍ରୀଛାତ୍ର: ଅଧ୍ୟକ୍ଷାଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ

ପାଟଣା,୨୬।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ ସ୍ବାମପାଟଣା ଅଧ୍ୟକ୍ଷାଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଯୁକ୍ତ ୨ ବିଜ୍ଞାନର ୫ ପରୀକ୍ଷାର୍ଥୀ ବୁଧବାର ପୂର୍ବାହ୍ନରୁ ଧାରଣାରେ...

Leave a comment

Your email address will not be published. Required fields are marked *