ଓଡ଼ିଶା ଫେରାଇ ଆଣିବାକୁ ତାମିଲନାଡୁରୁ ପ୍ରବାସୀଙ୍କ ନିବେଦନ

ବାମରା,୯।୫,(ଡି.ଏନ.ଏ.): ସମ୍ବଲପୁର ଜିଲା ବାମରା ବ୍ଲକ ଲରିଆପାଲି ପଞ୍ଚାୟତ ନୂଆଡ଼ିହି ଗ୍ରାମର ଲିଲିମା କୁଜୁର ଓ ଜମନକିରା ବ୍ଲକ ଟିକଲିପଡା ପଞ୍ଚାୟତ ବରହାମୁଣ୍ଡି ଗ୍ରାମର ଶୁକ୍ରା ଓରାମଙ୍କ ସମେତ କେତେକ ଯୁବକ ଯୁବତୀ ତାମିଲନାଡୁ ରାଜ୍ୟ ଇରୋଡ଼ ଜିଲା ପଲଭାକାଲିପଲାୟମସ୍ଥିତ ଅରୁଣ ଟେକ୍ସଟାଇଲ ସୂତା କଳରେ କାମ କରୁଛନ୍ତି। ଏହି ସୂତା କଳ ଏବେ ବନ୍ଦ ହୋଇଯାଇଥିବାରୁ ଏମାନେ ଫସି ଯାଇଛନ୍ତି। ତେବେ ଓଡିଶା ସରକାର ବାହ୍ୟ ରାଜ୍ୟରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କୁ ଫେରାଇ ଆଣିବା ପାଇଁ ଘୋଷଣା କରିବା ପରେ ଏମାନେ ମଧ୍ୟ ନିଜ ନିଜ ପଞ୍ଚାୟତରେ ନାମ ପଞ୍ଜୀକରଣ କରଛନ୍ତି। ହେଲେ ଏବେ ପର୍ଯ୍ୟନ୍ତ ତାଙ୍କ ଫେରିବା ନେଇ ତାଙ୍କୁ କୌଣସି ସୂଚନା ଦିଆଯାଇ ନ ଥିବା ସେମାନେ କହିଛନ୍ତି। ଓଡିଶା ଫେରାଇ ଆଣିବା ପାଇଁ ସେମାନେ ଭିଡିଓ ଜାରି କରି ସରକାରଙ୍କୁ ଅନୁରୋଧ କରିଛନ୍ତି।


All Right Reserved By Dharitri.Com

ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ: ରାତିରେ ମିଳୁନି ସ୍ବାସ୍ଥ୍ୟସେବା

ନୟାଗଡ଼ ଅଫିସ,୨୬।୯: ଜରୁରିକାଳୀନ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଜିଲା ସଦର ମହକୁମାରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ରହିଛି। ୨୪ ଘଣ୍ଟା ସ୍ବାସ୍ଥ୍ୟ ସେବା...

ଅପରାହ୍ନ ୧ରୁ ସନ୍ଧ୍ୟା ୭ ପର୍ଯ୍ୟନ୍ତ ଖୋଲିବ ମାର୍କେଟ, ମଲ: ୫ ଜଣଙ୍କୁ ପ୍ରବେଶ ଅନୁମତି

ବ୍ରହ୍ମପୁର ଅଫିସ,୧୩ା୫-ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ବ୍ରହ୍ମପୁରରେ ମାର୍କେଟ ତଥା ଦୋକାନ ଖୋଲିବା ନେଇ ରହିଥିବା...

ଅବ୍ୟବସ୍ଥା ଘେରରେ ଭୀମ ଭୋଇ ସାମର୍ଥ୍ୟ ଶିବିର

କର୍ଲାମୁଣ୍ଡା,୨୬।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ପ୍ରଶାସନର ଅବହେଳା ଯୋଗୁ ୫୦ରୁ ଊର୍ଦ୍ଧ୍ୱ...

ରାଜଘାଇ ପାଣି ଦୂଷିତ, ପାନୀୟଜଳ ପ୍ରକଳ୍ପ ଅଚଳ

ହିଞ୍ଜିଳିକାଟୁ,୨୧ା୩(ଡି.ଏନ୍‌.ଏ.) – ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ପଞ୍ଚାୟତ ଅଧୀନ ଗୋପୀନାଥପୁର ଗ୍ରାମରେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି ଗ୍ରାମବାସୀ। ଗ୍ରାମ୍ୟ ଜଳ ଯୋଗାଣ...

ଦୁର୍ଦ୍ଦାନ୍ତ ଅପରାଧୀ ମୁଜାଫରଙ୍କୁ କୋର୍ଟଚାଲାଣ

ଝୁମ୍ପୁରା,୮।୧୧(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ଅର୍ଶଳା ଗ୍ରାମର ଦୁର୍ଦ୍ଦାନ୍ତ ଅପରାଧୀ ଏମ୍‌ଡି ମୁଜାଫରଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ଚୋରି,...

ଚନ୍ଦନଯାତ୍ରା ପାଇଁ ପ୍ରସ୍ତୁତ ହେଉଛି ନରେନ୍ଦ୍ର ପୁଷ୍କରିଣୀ

ପୁରୀ ଅଫିସ,୨।୪: ଆସନ୍ତା ୨୬ତାରିଖରେ ପ୍ରସିଦ୍ଧ ଚନ୍ଦନଯାତ୍ରା। ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ୨୧ଦିନ ଧରି ମହାପ୍ରଭୁଙ୍କ ସହ ଜଳ କ୍ରୀଡ଼ା କରିବେ ପଞ୍ଚ ମହାଦେବ। ଏ...

କାମ ନ କରି ଆସିଛି ଟଙ୍କା, ବିଡିଓଙ୍କୁ ଅଭିଯୋଗ

କନିଷି,୫ା୨(ଡି.ଏନ.ଏ.) -ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ କୋଳଥିଗାଁ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ମାଧ୍ୟମରେ ଅର୍ଥ ହରିଲୁଟ...

ରାସ୍ତା ସୂଚନା ଫଳକ ଭାଙ୍ଗିଦେଲେ ଦୁର୍ବୃତ୍ତ

ଅନୁଗୋଳ ଅଫିସ୍‌, ୧୭।୨:  ଅନୁଗୋଳ ବାଳ ସୁଧାର ଗୃହ ନିକଟରେ ପିଡବ୍ଲ୍ୟୁଡି ପକ୍ଷରୁ ମେଡିକାଲ ଯିବାକୁ ରାସ୍ତା ସୂଚନା ଲେଖାଯାଇଥିବା ଫଳକକୁ କେହି ଦୁର୍ବୃତ୍ତ ଭାଙ୍ଗିଦେଇଛନ୍ତି।...