ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି। ମୃତକ ଜଣକ ଗଞ୍ଜାମ ଜିଲାର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିିିଆଯାଇଛି।
ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି। ମୃତକ ଜଣକ ଗଞ୍ଜାମ ଜିଲାର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିିିଆଯାଇଛି।
ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...
ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...
ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...
ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...
ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...
ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...
କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...
ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...
