ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି। ମୃତକ ଜଣକ ଗଞ୍ଜାମ ଜିଲାର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିିିଆଯାଇଛି।
ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି। ମୃତକ ଜଣକ ଗଞ୍ଜାମ ଜିଲାର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିିିଆଯାଇଛି।
ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…
କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…
ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…
ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…
ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…
ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…