ରାଜ୍ୟରେ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୨୯ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୯ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୩୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୫ ହଜାର ୨୦୯ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୩ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧, ବାଲେଶ୍ୱରରୁ ୬, ଭଦ୍ରକରୁ ୩, ବଲାଙ୍ଗୀରରୁ ୧, କଟକରୁ ୧୮, ଦେବଗଡରୁ ୧, ଗଜପତିରୁ ୨, ଗଞ୍ଜାମରୁ ୩, ଜଗତସିଂହପୁରରୁ ୨, ଯାଜପୁରରୁ ୬, ଝାରସୁଗୁଡାରୁ ୨ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କେନ୍ଦ୍ରାପଡାରୁ ୪, କୋରାପୁଟରୁ ୩, ମୟୂରଭଞ୍ଜରୁ ୧୧, ନୟାଗଡରୁ ୧, ପୁରୀରୁ ୩, ସମ୍ବଲପୁରରୁ ୧୩, ସୁନ୍ଦରଗଡରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୮ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏସବୁ ବିଷୟରେ ଆଲୋଚନା କଲେ ମୋହନ, ଓଡ଼ିଶାବାସୀ ଶୁଣିଲେ ହୋଇଯିବେ ଖୁସି!

ଭୁବନେଶ୍ୱର, ୨୫।୫: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିବା ଜଣାପଡିଛି। ଏନେଇ ଏକ୍ସରେ ସୂଚନା…

ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ୨ ରିକ୍ସା ଚାଳକ ଗୁରୁତର

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri