ରକ୍ତଅଭାବ ଦୂର ଲାଗି ପୋଲିସ ଆୟୋଜନ କଲା ରକ୍ତଦାନ ଶିବିର

ଜୁନାଗଡ,୧୦ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ଆହ୍ବାନକ୍ରମେ ରବିବାର ଜୁନାଗଡ ବ୍ଲକ ଚିଲଗୁଡା ନୀଲମାଧବ ଉଚ୍ଚ ବିଦ୍ୟାଳୟରେ ଜିଲା ପୋଲିସ ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଚିଲଗୁଡା ଫାଣ୍ଡି ଅଞ୍ଚଳର ନଅ ପଞ୍ଚାୟତର ୪୬ଜଣ ରକ୍ତଦାନ କରିଥିଲେ। ଜୁନାଗଡ ଥାନା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ମନୋଜ କୁମାର ମହାନ୍ତ, ଜୁନାଗଡ ଭାରପ୍ରାପ୍ତ ଥାନାଧିକାରୀ ଉତ୍ତମ କୁମାର ସାହୁ, ଚିଲଗୁଡା ଫାଣ୍ଡି ଅଧିକାରୀ ବୀରବନ୍ଧୁ ସେଠୀ, ମୁଣ୍ଡରାଗୁଡା ସରପଞ୍ଚ ଅମୃତାଞ୍ଜଳି ଭାଟି, ବାଙ୍କପଲାସ ସରପଞ୍ଚ ଲକ୍ଷ୍ମୀ ଛତ୍ରିଆ, ରାଧାକୃଷ୍ଣ ସାଂସ୍କୃତିକ ଅନୁଷ୍ଠାନ ସଭାପତି ସୁଜିତ ପାଢୀ, ବିଜୁ ଯୁବ ବାହିନୀ ସଦସ୍ୟ, ସାମାଜିକ କର୍ମୀ ପ୍ରମୁଖ ଉପସ୍ଥିତ ଥିଲେ।


All Right Reserved By Dharitri.Com

ସିଙ୍ଗାପୁରରେ ଚାକିରି ନାଁରେ ଠକେଇ ମାମଲା: ଅଧିକାରୀଙ୍କୁ ଧରିପାରୁନି ପୋଲିସ

ବ୍ରହ୍ମପୁର ଅଫିସ,୧୨ା୭- ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ କମ୍ପାନୀରେ ଚାକିରି କରାଇଦେବା ନଁାରେ ବାରମ୍ବାର ଠକେଇ ଘଟଣା ଦୃଷ୍ଟିକୁ ଆସୁଛି। ବ୍ରହ୍ମପୁର ସହରରେ ଠକ କମ୍ପାନୀ...

ମଦ ବେପାରୀଙ୍କ ଆକ୍ରମଣରେ ୫ ମହିଳା ଆହତ

ସୋର, ୨୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ସବିରା ପଞ୍ଚାୟତ ବାଉଁଶଖୁଣ୍ଟା ଗଁାର ଜଣେ ମଦ ବେପାରୀଙ୍କ ଆକ୍ରମଣରେ ସ୍ବୟଂ ସହାୟକ ଗୋଷ୍ଠୀର ୫ ମହିଳା ଆହତ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ, ଜଣେ ଅଟକ

ଦାରିଙ୍ଗବାଡ଼ି,୨୫।୫(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରବିବାର ରାତିରେ ଜଣେ ଯୁବତୀ ଅସଦାଚରଣର ଶିକାର ହୋଇଛନ୍ତି। ଅସଦାଚରଣ କରିଥିବା ଅଭିଯୋଗରେ ଜଣେ ଅନ୍ତେବାସୀଙ୍କୁ ଥାନାରେ...

ବସ୍ତିବାସିନ୍ଦାଙ୍କୁ ରନ୍ଧାଖାଦ୍ୟ ବଣ୍ଟନ, ସାମାଜିକ ଦୂରତା ବଜାୟ ରଖିବାକୁ ସଚେତନତା

ଚୌଦ୍ୱାର,୧୫ା୪(ଡି.ଏନ୍‌.ଏ.): କରୋନା ପାଇଁ ଲକ୍‌ଡାଉନ୍‌ ଜାରି ରହିଥିବାରୁ ଗରିବ ପରିବାରରେ ଖାଦ୍ୟ ସଂକଟ ଦେଖାଦେଇଛି। ଲୋକେ କାମଧନ୍ଦା ପାଇଁ ବାହାରକୁ ଯାଇ ପାରୁ ନ ଥିବାରୁ...

ଜିଲା ଖଣିଜ ପାଣ୍ଠି ସପ୍ତମ ବୋର୍ଡ ଅଫ୍‌ ଟ୍ରଷ୍ଟି ବୈଠକ:ଅଧାପନ୍ତରିଆ କାର୍ଯ୍ୟ ନେଇ ଅସନ୍ତୋଷ

ଅନୁଗୋଳ ଅଫିସ, ୧୨।୧୧ଖଣି ପ୍ରଭାବିତ ଅଞ୍ଚଳର ଲୋକଙ୍କ ବିକାଶ ଓ କଲ୍ୟାଣ ପାଇଁ ଜିଲା ଖଣିଜ ପାଣ୍ଠିର ସପ୍ତମ ବୋର୍ଡ ଅଫ୍‌ ଟ୍ରଷ୍ଟି ବୈଠକ ଜିଲାପାଳ...

କେନ୍ଦୁଝରରେ ପେଡ୍‌ କ୍ୱାରାଣ୍ଟାଇନ ବ୍ୟବସ୍ଥା

କେନ୍ଦୁଝର, ୪ା୫(ସ୍ବ.ପ୍ର.)-ମହାମାରୀ କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନାମାକୁ କଡ଼ାକଡ଼ି ପାଳନ କରିବା ପାଇଁ ଜିଲାପାଳ ଆଶିଷ ଠାକ୍‌ରେ ନିର୍ଦ୍ଦେଶ ଦେଇଛନ୍ତି। ବାହାର ରାଜ୍ୟରୁ...

୬ ବର୍ଷ ହେଲା ବୋରଓ୍ବେଲ ପାଇଁ ଟଙ୍କା ଦେଇ ୨୪ ଚାଷୀ ହତାଶ

ଚିତ୍ରକୋଣ୍ଡା,୨୩।୪(ଡି.ଏନ୍‌.ଏ.)- କୃଷି ଏବଂ ଚାଷୀର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଆଦିବାସୀ ଅଞ୍ଚଳରେ ଆଦିବାସୀ ଚାଷୀଙ୍କୁ ଅନେକ ପ୍ରୋତ୍ସାହନ ଦେଉଛନ୍ତି। ମାତ୍ର...

ଜିଲା ସଂସ୍କୃତି ପରିଷଦର ସାଧାରଣ ପରିଷଦ ବୈଠକ: ଫେବୃୟାରୀ ୭ରୁ ଜିଲା ମହୋତ୍ସବ

ଅନୁଗୋଳ ଅଫିସ, ୧୧।୧ – ଅଷ୍ଟମ ଜିଲା ମହୋତ୍ସବ ପାଳନ ପାଇଁ ଜିଲା ସଂସ୍କୃତି ପରିଷଦର ସାଧାରଣ ବୈଠକ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ ଗୃହରେ...

Leave a comment

Your email address will not be published. Required fields are marked *