କର୍ପୋରେଶନ ବ୍ୟାଙ୍କର ନୂତନ ଉପ ମହାପ୍ରବନ୍ଧକ

ଭୁବନେଶ୍ୱର,୧୧।୫: ରାଷ୍ଟ୍ରାୟତ୍ତ କର୍ପୋରେଶନ ବ୍ୟାଙ୍କର ସହାୟକ ମହାପ୍ରବନ୍ଧକ ଲୋକନାଥ ସାହୁ ଉପ ମହାପ୍ରବନ୍ଧକ ଭାବେ ନିଯୁକ୍ତି ପାଇଛନ୍ତି। ସେ ୧୯୯୯ରେ ଏହି ବ୍ୟାଙ୍କରେ ପ୍ରୋବେସନାରି ଅଧିକାରୀ ଭାବେ ପଦୋନ୍ନତି ପାଇଥିଲେ। ମାଙ୍ଗାଲୋର ମୁଖ୍ୟ କାର୍ଯ୍ୟାଳୟ, କଲିକତା ଜୋନାଲ କାର୍ଯ୍ୟାଳୟ, ଫର୍ଟ ମୁମ୍ବାଇ, ଭଦୋଦରା, କର୍ପୋରେଟ ବ୍ୟାଙ୍କିଙ୍ଗ୍‌ ଶାଖା କଲିକତା ଭଳି ସ୍ଥାନରେ ସେ କାର୍ଯ୍ୟ କରିଛନ୍ତି। ବ୍ୟାଙ୍କିଙ୍ଗ୍‌ ଶିଳ୍ପରେ ତାଙ୍କର ଦୀର୍ଘ ୨୦ବର୍ଷର ଅଭିଜ୍ଞତା ରହିଛି। ୨୦୧୯ ଜୁନ୍‌ ପରଠାରୁ ଭୁବନେଶ୍ୱରେ ଡେପୁଟି ଜୋନାଲ ମୁଖ୍ୟ ଭାବେ ସେ କାର୍ଯ୍ୟ କରୁଥିଲେ। ବର୍ତ୍ତମାନ ତାଙ୍କୁ ପଦୋନ୍ନତି ମିଳିଛି। କାସା, ଏମ୍‌ଏସ୍‌ଏମ୍‌ଇ, ରିଟେଲ, କୃଷି, ଡିଜିଟାଲ ବ୍ୟାଙ୍କିଙ୍ଗ୍‌, କର୍ପୋରେଟ ହାଉସ ମ୍ୟାନେଜମେଣ୍ଟ, କର୍ପୋରେଟ ଆଡଭାନ୍ସ ଏବଂ ଅପହଞ୍ଚ ଇଲାକାରେ ବ୍ୟାଙ୍କିଙ୍ଗ୍‌ ସୁବିଧା ଯୋଗାଣ ଦିଗରେ ଚେଷ୍ଟା ଜାରି ରହିବ ବୋଲି ସେ ସୂଚନା ଦେଇଛନ୍ତି।


All Right Reserved By Dharitri.Com

ତ୍ୱରିତ ହେବ ମୋବାଇଲ ନମ୍ବର ପୋର୍ଟେବିଲିଟି

ନୂଆଦିଲ୍ଲୀ,୧୧-୧୨: ସାରା ଦେଶରେ ମୋବାଇଲ ନମ୍ବର ପୋର୍ଟେବିଲିଟି(ଏମ୍‌ଏନ୍‌ପି) କୁ ତ୍ୱରିତ ଏବଂ ସରଳ କରିବା ଲାଗି ଟେଲିକମ୍‌ ରେଗୁଲେଟୋରୀ ଅଥରିଟି ଅଫ୍‌ ଇଣ୍ଡିଆ ( ଟ୍ରାଇ)...

ଭାରତର ଅର୍ଥନୈତିକ ଢାଞ୍ଚା ସୁଦୃଢ: ସିଇଏ

ନୂଆଦିଲ୍ଲୀ,୧୭-୧୦: ଦେଶର ଅର୍ଥ ବ୍ୟବସ୍ଥାର ମୌଳିକ ଢାଞ୍ଚା ବହୁତ ସୁଦୃଢ। ଶିଳ୍ପ ଏ ନେଇ ବେଶି ଚିନ୍ତିତ ନ ହୋଇ ନିବେଶ ଦିଗରେ ମନୋନିବେଶ କରିବା...

ହୋଣ୍ଡା ଟୁହ୍ବିଲର୍ସ-ଆଇଡିଏଫ୍‌ସି ଫାଷ୍ଟ ବ୍ୟାଙ୍କ ଚୁକ୍ତି

ଭୁବନେଶ୍ୱର,୧୫-୫: ଗ୍ରାହକଙ୍କୁ ଫାଇନାନ୍ସର ଅଧିକ ବିକଳ୍ପ ପ୍ରଦାନ କରିବା ଲକ୍ଷ୍ୟରେ ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ ଆଇଡିଏଫ୍‌ସି ଫାଷ୍ଟ ବ୍ୟାଙ୍କ ସହ...

ରାଜ୍ୟରେ ୩୦ ଶାଖା ଖୋଲିବ ସିଣ୍ଡିକେଟ ବ୍ୟାଙ୍କ:ସିଇଓ

ଭୁବନେଶ୍ୱର,୯-୬(ବ୍ୟୁରୋ): ସିଣ୍ଡିକେଟ ବ୍ୟାଙ୍କ ବର୍ତ୍ତମାନ ଭୁବନେଶ୍ୱରରେ ୨ ଏବଂ ବ୍ରହ୍ମପୁରରେ ନୂଆ ଆଞ୍ଚଳିକ କାର୍ଯ୍ୟାଳୟ ସହ ସେବା ଯୋଗାଉଛି। ରାଜ୍ୟରେ ସହରୀକରଣ ଧାରା ଦ୍ରୁତ ହେଉଥିବାରୁ...

ମାନ୍ଦାବସ୍ଥା: କେରଳ ପର୍ଯ୍ୟଟନ ଶିଳ୍ପ ପ୍ରଭାବିତ

ତିରୁଭାନନ୍ତପୁରମ୍‌,୧୮ା୯: ନିକଟରେ କେରଳର ସର୍ବବୃହତ୍‌ ପର୍ବ ଓଣମ୍‌ ପାଳିତ ହୋଇଯାଇଛି। ଏହି ପର୍ବ ପାଳନ ପାଇଁ ରାଜ୍ୟ ସବୁବର୍ଷ ଉତ୍ସବମୁଖର ହୋଇଉଠେ। ସ୍କୁଲ,କଲେଜକୁ ୧୦ ଦିନ...

ମାନହାନୀ ମାମଲାରେ ରତନ ଟାଟାଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୩-୭: ବମ୍ବେ ହାଇକୋର୍ଟ ସୋମବାର ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟା, ବର୍ତ୍ତମାନର ଅଧ୍ୟକ୍ଷ ଏନ୍‌.ଚନ୍ଦ୍ରଶେଖରନ ଏବଂ ଅନ୍ୟ ୮ଜଣଙ୍କ ବିରୋଧରେ ଚାଲିଥିବା ଅପରାଧିକ...

ନୋବେଲ ବିଜେତା ଅର୍ଥନୀତିଜ୍ଞ ଏରିକ ମାକ୍ସିନଙ୍କ ଆହ୍ବାନ; ସବୁ ଦେଶ ମିଶି ଆର୍ଥତ୍କ ସଙ୍କଟର ସାମ୍ନା କରନ୍ତୁ

ନୂଆଦିଲ୍ଲୀ,୫-୧: ବିଶ୍ୱସ୍ତରରେ ଏବେ ଜଳବାୟୁ ପରିବର୍ତ୍ତନ ଏବଂ ଆର୍ଥତ୍କ ସଙ୍କଟ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି। ଏହି ସମସ୍ୟାକରୁ ବାହାରକୁ ଆସିବା ପାଇଁ ସବୁ...

ବାଗଦାଦ୍‌ ଉପରେ ଆମେରିକାର ଏୟାର ଷ୍ଟ୍ରାଇକ୍‌: ଏସିଆ ବଜାରରେ ଅଶୋଧିତ ତୈଳ ଦାମ ବୃଦ୍ଧି

ଓ୍ବାଶିଂଟନ,୩।୧: ଆମେରିକା ଇରାକ୍‌ର ବାଗଦାଦ୍‌ ବିମାନ ବନ୍ଦରରେ ଏୟାର ଷ୍ଟ୍ରାଇକ୍‌ କରିବା ପରେ ଏବେ ଏହାର ପ୍ରଭାବ ଅଶୋଧିତ ତୈଳ ବଜାରରେ ପଡ଼ିଛି। ଏହାଯୋଗୁ ଏସିଆ...

Leave a comment

Your email address will not be published. Required fields are marked *