ନୀରବ ମୋଦିଙ୍କ ପ୍ରତ୍ୟପଣ ଶୁଣାଣି ଆରମ୍ଭ

ନୂଆଦିଲ୍ଲୀ,୧୨।୫: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ୧୩,୦୦୦ କୋଟି ଋଣ ଠକେଇ ମାମଲାରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତି ନୀରବ ମୋଦିଙ୍କ ପ୍ରତ୍ୟପଣ ମାମଲା ଲଣ୍ଡନରେ ଶୀଘ୍ର ଆରମ୍ଭ ହୋଇଛି। ତାଙ୍କୁ ସୋମବାର ଲଣ୍ଡନର ଏକ କୋର୍ଟରେ ଶୁଣାଣି ଲାଗି ହାଜର କରାଯାଇଥିଲା। ୫ ଦିନ ଧରି ଚାଲିବାକୁ ଥିବା ଏହି ଶୁଣାଣି କରୋନା ଭାଇରସ୍‌ ଯୋଗୁ ଭିଡିଓ କନଫରେନ୍ସିଂ ଯୋଗେ ହେଉଛି। ଗତ ବର୍ଷ ମାର୍ଚ୍ଚରେ ନୀରବ ଗିରଫ ହେବା ପରେ ତାଙ୍କୁ ଦକ୍ଷିଣ ପଶ୍ଚିମ ଲଣ୍ଡନର ଓ୍ବାଣ୍ଡସଓ୍ବର୍ଥ ଜେଲରେ ରଖାଯାଇଛି। ଓ୍ବେଷ୍ଟମିନଷ୍ଟର ମାଜିଷ୍ଟ୍ରେଟ ଅଦାଲତରେ ଭିଡିଓ କନ୍‌ଫରେନ୍ସିଂ ଯୋଗେ ତାଙ୍କୁ ହାଜର କରାଯାଇଥିବା ଜଣାପଡ଼ିଛି।


All Right Reserved By Dharitri.Com

ନାଲ୍‌କୋ ପକ୍ଷରୁ ୧୦.୨ କୋଟି ପ୍ରଦାନ

ଭୁବନେଶ୍ୱର,୯ା୪: ରାଷ୍ଟ୍ରାୟତ୍ତ ଆଲୁମିନିୟମ କମ୍ପାନୀ ଲିମିଟେଡ ନାଲ୍‌କୋ ପକ୍ଷରୁ କୋଭିଡ-୧୯ ଲଢେଇ ଲାଗି ୧୦.୨ କୋଟି ଟଙ୍କା ସରକାରଙ୍କୁ ପ୍ରଦାନ କରାଯାଇଛି। କମ୍ପାନୀ ପକ୍ଷରୁ ପିଏମ୍‌...

କୟର ଇଣ୍ଡିଆର ନୂଆ ଶୋ’ରୁମ

ଭୁବନେଶ୍ୱର,୯-୭(ବ୍ୟୁରୋ): କୟର ଇଣ୍ଡିଆର ନୂଆ ଷ୍ଟୋର ସ୍ଥାନୀୟ ଖାରବେଳ ନଗରଠାରେ ସୋମବାର ଶୁଭାରମ୍ଭ ହୋଇଛି। ଏହାକୁ ଷ୍ଟୋରର ସ୍ବତ୍ତ୍ୱାଧିକାରୀ ରଶ୍ମିରଞ୍ଜନ ପାତ୍ର,ଓ୍ବେଲସ୍ପନ ଫ୍ଲୋରିଂ ଗ୍ଲୋବାଲ ବ୍ରାଣ୍ଡସ...

୧ ଲକ୍ଷ ଟନ୍‌ ପିଆଜ ଆମଦାନି କରିବେ ସରକାର

ନୂଆଦିଲ୍ଲୀ,୧୦-୧୧:ଖୁଚୁରା ବଜାରରେ ପିଆଜ ଦର ୧୦୦ ଟଙ୍କା ଛୁଇଁଛି। ପିଆଜ ଖାଉଟିଙ୍କ ଲାଗି ଆକାଶ ଛୁଁଆ ହୋଇ ରହିଥିବା ବେଳେ ଏହାର ଦର କମୁନାହିଁ। ଦର...

କେନ୍ଦ୍ରୀୟ ଟିକସରୁ ଓଡ଼ିଶାକୁ ୨,୧୩୧ କୋଟି

ନୂଆଦିଲ୍ଲୀ,୨୧।୪: କେନ୍ଦ୍ରୀୟ ଟିକସ ଏବଂ ଶୁଳ୍କରେ ରାଜ୍ୟଗୁଡିକର ଅଂଶ ବାବଦକୁ ଏପ୍ରିଲର କିସ୍ତି ପ୍ରଦାନ ଲାଗି କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ୪୬,୦୩୮ କୋଟି ଟଙ୍କାର...

ଡିସେମ୍ବରରୁ ୨୪ଘଣ୍ଟା ମିିିଳିବ ଏନ୍‌ଇଏଫ୍‌ଟି ସୁବିଧା

ନୂଆଦିଲ୍ଲୀ,୮-୮: ଭାରତୀୟ ରିଜର୍ଭ ବ୍ୟାଙ୍କ ବୁଧବାର ଜନସାଧାରଣଙ୍କ ପାଇଁ ଏକ ବଡ଼ ସୁବିଧା ଘୋଷଣା କରିଛି। ମୁଦ୍ରାନୀତି କମିଟି ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ଡିସେମ୍ବରରୁ...

ପୁଣି ଆରମ୍ଭ ହେବ ଅନୁଗୋଳ ଆଲୁମିନିୟମ ପାର୍କ ଭିତ୍ତିଭୂମି କାର୍ଯ୍ୟ

ଭୁବନେଶ୍ୱର,୨୨-୧: ଅନୁଗୋଳରେ ସ୍ଥାପନ ହେବାକୁ ଥିବା ଆଲୁମିନିୟମ ପାର୍କର ଭିତ୍ତିଭୂମି କାର୍ଯ୍ୟ ପୁଣି ଆରମ୍ଭ ହେବ। ଏଥି ଲାଗି କେନ୍ଦ୍ର ସରକାର ସମ୍ମତି ଜଣାଇଥିବା କେନ୍ଦ୍ର...

ଆଜିଠାରୁ ଜନଧନ ଖାତାରେ ମହିଳାଙ୍କୁ ସହାୟତା

ଭୁବନେଶ୍ୱର, ୩।୪: କୋଭିଡ୍‌-୧୯ ମୁକାବିଲା ଅଂଶସ୍ବରୂପ ଶୁକ୍ରବାରଠାରୁ ଜନଧନ ଖାତାରେ ମହିଳାଙ୍କୁ ଆର୍ଥତ୍କ ସହାୟତା ପ୍ରଦାନ କରାଯିବା ନେଇ ସରକାର ପଦକ୍ଷେପ ନେଇଛନ୍ତି। ଏହି କାର୍ଯ୍ୟକ୍ରମ...

ଆଜିଠାରୁ ବ୍ୟାଙ୍କ ଧର୍ମଘଟ

ଭୁବନେଶ୍ୱର,୩୧-୧: ଇଣ୍ଡିଆନ୍‌ ବ୍ୟାଙ୍କ ଆସୋସିଏଶନ (ଆଇବିଏ) ଦେଇଥିବା କର୍ମଚାରୀଙ୍କ ଲାଗି ୧୫% ବେତନ ବୃଦ୍ଧି ପ୍ରସ୍ତାବକୁ ବ୍ୟାଙ୍କ ସଂଘ ଅଗ୍ରାହ୍ୟ କରି ଦେଇଛନ୍ତି। ଫଳରେ ବ୍ୟାଙ୍କ...

Leave a comment

Your email address will not be published. Required fields are marked *