୨ରୁ ୩ ଦିନରେ ଆସିପାରେ ଆର୍ଥତ୍କ ପ୍ୟାକେଜ: ଗଡକରୀ

ନୂଆଦିଲ୍ଲୀ,୧୨।୫: ଦେଶର ଆର୍ଥତ୍କ ସ୍ଥିତି ବର୍ତ୍ତମାନ ଖରାପ ରହିଛି। ଋଣ ଇଏମ୍‌ଆଇ ଉପରେ ୩ମାସର ମୋରାଟୋରିୟମ ଘୋଷଣା କରାଯିବା ପରେ ମଧ୍ୟ ସ୍ଥିତି ସୁଧୁରିନି। ଆଗାମୀ ୨ରୁ ୩ଦିନ ମଧ୍ୟରେ ସରକାର ଆର୍ଥତ୍କ ପ୍ୟାକେଜ ଘୋଷଣା କରିପାରନ୍ତି ବୋଲି କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ସରକାର ଶିଳ୍ପଜଗତ ସହିତ ଛିଡ଼ା ହୋଇଛନ୍ତି। ମାତ୍ର ସରକାର ସବୁ କିଛି କରିବେ ତାହା ମଧ୍ୟ ହୋଇପାରିବ ନାହିଁ। ଏଭଳି ପ୍ରସଙ୍ଗକୁ ଅଂଶୀଦାରମାନେ ବିଚାର କରିବାର ଆବଶ୍ୟକତା ରହିଛି। ସମସ୍ତଙ୍କୁ କିଭଳି ସୁବିଧା ପହଞ୍ଚାଯାଇପାରିବ ସେ ପ୍ରସଙ୍ଗକୁ ସରକାର ଫୋକସ କରୁଛନ୍ତି। ସରକାର ତାଙ୍କର ଯଥାସାଧ୍ୟ ଉଦ୍ୟମ ମଧ୍ୟ କରୁଛନ୍ତି। ଟିକସ ରିଫଣ୍ଡ ଶୀଘ୍ର ପ୍ରଦାନ କରିବା ଲାଗି ଅର୍ଥ ମନ୍ତ୍ରଣାଳୟ ସହ ଆଲୋଚନା କରିଥିବା ସେ ମତବ୍ୟକ୍ତ କରିଛନ୍ତି।


All Right Reserved By Dharitri.Com

ୟୁବିଆଇର ଗ୍ରାହକ ସମ୍ମିଳନୀ

ଭୁବନେଶ୍ୱର,୨୪।୭:ୟୁନାଇଟେଡ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ) ପକ୍ଷରୁ ଅର୍ଦ୍ଧବାର୍ଷିକୀ ଗ୍ରାହକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସାରା ଦେଶରେ ଥିବା ବ୍ୟାଙ୍କର ଶାଖାଗୁଡିକରେ ଏହା ଆୟୋଜନ କରାଯାଇଥିଲା।...

ଜୁନ୍‌ରୁ ଗଡିବ ୨୦୦ ଅଣଏସି ଟ୍ରେନ

ନୂଆଦିଲ୍ଲୀ,୨୦।୫ – ଜୁନ୍‌ ପହିଲାରୁ ସାରା ଦେଶରେ ୨୦୦ ସ୍ବତନ୍ତ୍ର ଅଣ ଏସି ପାସେଞ୍ଜର ଟ୍ରେନ ଚଳାଚଳ କରିବ। କେନ୍ଦ୍ର ରେଳ ମନ୍ତ୍ରୀ ପୀୟୂଷ ଗୋୟଲ...

ଅଣପାରମ୍ପରିକ ମାଧ୍ୟମରେ ତେଲ ବିକୁଛି ଇରାନ

ତେହରାନ,୯-୬: ଆମେରିକା ପକ୍ଷରୁ ଆର୍ଥିକ କଟକଣା ଲାଗୁ କରାଯାଇଥିବା ବେଳେ ଇରାନ ଏହାର ଗଳାବାଟ ବାହାର କରି ଅଶୋଧିତ ତେଲ ବିକୁଛି ବୋଲି କହିଛି। ଦେଶର...

ଷ୍ଟକ୍‌ ବଜାରରେ ଛାଇଗଲା ୩୭୦ ଧାରା ପ୍ରଭାବ

ମୁମ୍ବାଇ,୭-୮: ଦେଶର ଷ୍ଟକ୍‌ ବଜାର ପାଇଁ ଅନେକଗୁଡ଼ିଏ ନକରାମତ୍କ ସୂଚନା ରହିଥିଲେ ସୁଦ୍ଧା ସୋମବାର ଜମ୍ମୁ-କଶ୍ମୀରରେ ୩୭୦, ୩୫ଏ ଧାରା ଉଚ୍ଛେଦ ସୂଚନା ଛାଇ ରହିଥିଲା।...

ଅଭିବୃଦ୍ଧି ଲାଗି ସରକାର,ଆର୍‌ବିଆଇ ସମନ୍ବୟ ଜରୁରୀ:ଶକ୍ତିକାନ୍ତ ଦାସ

ମୁମ୍ବାଇ,୨୮-୬: ଦେଶର ଅଭିବୃଦ୍ଧି ତ୍ୱରାନ୍ବିତ କରିବା ଲାଗି ସରକାର ଏବଂ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ସମନ୍ବୟ ରଖି କାର୍ଯ୍ୟ କରିବା ରଆବଶ୍ୟକତା ରହିଛି। ସେହିଭଳି ବ୍ୟବସ୍ଥାଗତ...

କରୋନା ପାଇଁ ଚାକିରି ହରାଇବେ ୨୫ ନିୟୁତ

ନୂଆଦିଲ୍ଲୀ,୧୯-୩: କରୋନା ଯୋଗୁ ସାରା ବିଶ୍ୱରେ ୨୫ ନିୟୁତ ଲୋକ ଚାକିରି ହରାଇବାର ଆଶଙ୍କା ଉପୁଜିଥିବା ଜାତିସଂଘ ପକ୍ଷରୁ ବୁଧବାର କୁହାଯାଇଛି। ଏହା ଯୋଗୁ ଅନେକଙ୍କ...

ହୋଣ୍ଡା ଟୁହ୍ବିଲର୍ସ ପକ୍ଷରୁ ଶିଶୁଦିବସ ପାଳନ

ଭୁବନେଶ୍ୱର,୧୭-୧୧: ହୋଣ୍ଡା ଟୁହ୍ବିଲର୍ସ ଲିମିଟେଡ ପକ୍ଷରୁ ସାରା ଦେଶରେ ୧୪ ଟ୍ରାଫିକ ଟ୍ରେନିଂ ପାର୍କରେ ଶିଶୁ ଦିବସ ପାଳନ କରାଯାଇଛି। ଭାରତୀୟ ସଡକକୁ ସୁରକ୍ଷିତ କରିବା...

ସେସୁ ବିଦ୍ୟୁତ ବିତରଣର ଅଧିଗ୍ରହଣ କରିବ ଟାଟା ପାଓ୍ବାର

ଭୁବନେଶ୍ୱର,୨୪-୧୨: ସେଣ୍ଟ୍ରାଲ ଇଲେକଟ୍ରିସିଟି ସପ୍ଲାଇ ୟୁଟିଲିଟି ଅଫ୍‌ ଓଡ଼ିଶା (ସେସୁ)ର ବିଦ୍ୟୁତ୍‌ ଶକ୍ତି ବିତରଣକୁ ଟାଟା ପାଓ୍ବାର ଲିମିଟେଡ ଅଧିଗ୍ରହଣ କରିବ। ଏଥିଲାଗି ଓଡ଼ିଶା ଇଲେକଟ୍ରିସିଟି...

Leave a comment

Your email address will not be published. Required fields are marked *