କେନ୍ଦ୍ର କର୍ମଚାରୀଙ୍କ ବେତନ କାଟ ପ୍ରସ୍ତାବ ନାହିଁ

ନୂଆଦିଲ୍ଲୀ,୧୨।୫: ଦେଶର ଅର୍ଥ ବ୍ୟବସ୍ଥା ଏବେ ସଙ୍କଟ ସମୟ ଦେଇ ଗତି କରୁଛି। ଖର୍ଚ୍ଚକାଟ କରିବା ଲାଗି ସରକାର କେନ୍ଦ୍ର କର୍ମଚାରୀଙ୍କ ବେତନରେ ହ୍ରାସ କରିବା ନେଇ ଏକ ଗଣମାଧ୍ୟମ ରିପୋର୍ଟରେ ଖବର ପ୍ରକାଶ ପାଇବା ପରେ ସରକାର ଏହାକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି। ଏଭଳି ରିପୋର୍ଟର କୌଣସି ସତ୍ୟତା ନାହିଁ। କେନ୍ଦ୍ର କର୍ମଚାରୀଙ୍କ ବେତନରେ କୌଣସି ହ୍ରାସ କରିବା ନେଇ ପ୍ରସ୍ତାବ ନାହିଁ ବୋଲି ସରକାର ସୂଚନା ଦେଇଛନ୍ତି। ବେତନରେ ପ୍ରାୟ ୩୦% ହ୍ରାସ ହେବା ନେଇ ରିପୋର୍ଟରେ ପ୍ରକାଶ ପାଇଥିଲା। ବେତନ ହ୍ରାସରୁ ଠିକା ଏବଂ ନିମ୍ନ ସ୍ତରର କର୍ମଚାରୀମାନେ ବାଦ୍‌ ପଡ଼ିବେ ବୋଲି ଉଲ୍ଲେଖ ରହିଥିଲା। ଏହି ରିପୋର୍ଟରେ କୌଣସି ସତ୍ୟତା ନଥିବା ସରକାର ସ୍ପଷ୍ଟ କରିଛନ୍ତି।


All Right Reserved By Dharitri.Com

୮ କ୍ଷେତ୍ରରେ ଢାଞ୍ଚାଗତ ସଂସ୍କାର

ନୂଆଦିଲ୍ଲୀ,୧୭।୫-ସରକାରଙ୍କ ୨୦ ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଅଧୀନ ବିଭିନ୍ନ ଯୋଜନା ଉପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ୪ର୍ଥ ପର୍ଯ୍ୟାୟ ଘୋଷଣା କରିଛନ୍ତି। ଅର୍ଥନୈତିକ...

ସରକାରଙ୍କ ସହଯୋଗ ଲୋଡ଼ିଲା ଭୋଡାଫୋନ

ନୂଆଦିଲ୍ଲୀ,୧୩-୧୧: ବିଭିନ୍ନ ବୈଧାନିକ ଦେୟ ବାବଦକୁ ପ୍ରାୟ ୯୦ ହଜାର କୋଟି ଟଙ୍କା ପ୍ରଦାନ କରିବାକୁ ଟେଲିକମ୍‌ କମ୍ପାନୀଙ୍କୁ ସୁପ୍ରିମକୋର୍ଟ ନିକଟରେ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ...

ଭାରତକୁ ପ୍ରଶଂସା କଲେ ବିଲ୍‌ ଗେଟସ୍‌

ନୂଆଦିଲ୍ଲୀ,୨୩।୪: କରୋନାକୁ ରୋକିବା ଦିଗରେ ଭାରତର ପଦକ୍ଷେପକୁ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟସ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। କରୋନା ବିରୋଧରେ ଭାରତ...

କାନାରା ବ୍ୟାଙ୍କ ପକ୍ଷରୁ ସହାୟତା

ଭୁବନେଶ୍ୱର,୩। ୫: କୋଭିଡ-୧୯କୁ ଧ୍ୟାନରେ ରଖି କାନାରା ବ୍ୟାଙ୍କ ପକ୍ଷରୁ ବିଭିନ୍ନ ସତର୍କତା ପଦକ୍ଷେପ ହାତକୁ ନିଆଯାଇଛି। ବ୍ୟାଙ୍କର ଗ୍ରାହକ ଏବଂ କର୍ମଚାରୀଙ୍କୁ ମାସ୍କ ପିନ୍ଧିବା,...

ଆର୍‌କମ୍‌ ରିଜଲ୍ୟୁଶନ ଯୋଜନାକୁ ମଞ୍ଜୁରୀ

ନୂଆଦିଲ୍ଲୀ,୫-୩: ଅନିଲ ଅମ୍ବାନୀଙ୍କ ରିଲାଏନ୍ସ କମ୍ୟୁନିକେଶନ(ଆର୍‌କମ୍‌)ର ଦେବାଳିଆ ସମାଧାନ ଯୋଜନାକୁ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ପକ୍ଷରୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏହି ପ୍ରକ୍ରିୟା...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପାଇଁ ଅତିରିକ୍ତ ବ୍ୟୟ ବରାଦ

ନୂଆଦିଲ୍ଲୀ,୧୮।୫: ମହାତ୍ମା ଗାନ୍ଧୀ ନ୍ୟାଶନାଲ ରୁରାଲ ଏମ୍ପ୍ଲୟମେଣ୍ଟ ଗ୍ୟାରେଣ୍ଠି ସ୍କିମ(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ନିଯୁକ୍ତିକୁ ପ୍ରୋତ୍ସାହିତ କରିବା ଲାଗି ସରକାର ଅତିରିକ୍ତ ୪୦ ହଜାର କୋଟି ଟଙ୍କାର ବ୍ୟୟ...

ରାଜ୍ୟରେ ସ୍ଥାପନ ହେବ ୧୮ ଇ-ଯାନଚାର୍ଜିଂ ଷ୍ଟେଶନ

ନୂଆଦିଲ୍ଲୀ,୪-୧: ଦେଶର ୨୪ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ୬୨ ସହରରେ ଇ-ଯାନ ଲାଗି ୨୬୩୬ ଚାର୍ଜିଂ ଷ୍ଟେଶନ ସ୍ଥାପନ କରାଯିବ। ଓଡିଶାରେ ଏହି...

ବିଗ୍‌ ବଜାର ପକ୍ଷରୁ ଡୋରଷ୍ଟେପ ଡେଲିଭରି ସେବା

ଭୁବନେଶ୍ୱର,୯।୫: ବର୍ତ୍ତମାନର ଚ୍ୟାଲେଞ୍ଜିଂ ସମୟରେ ବିଗ୍‌ ବଜାର ପକ୍ଷରୁ ଡୋର ଷ୍ଟେପ୍‌ ଡେଲିଭରି ସେବା ଯୋଗାଇ ଦିଆଯାଉଛି। ଲକ୍‌ଡାଉନ ସମୟରେ ଗ୍ରାହକଙ୍କ ଘର ଦୁଆରରେ ସେବା...

Leave a comment

Your email address will not be published. Required fields are marked *