୪୨ ବର୍ଷରେ ‘ଡନ୍‌’

ମୁମ୍ବାଇ: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନଙ୍କ ଅଭିନୀତ ଫିଲ୍ମ ‘ଡନ୍‌’କୁ ପୂରଣ ହୋଇଛି ୪୨ ବର୍ଷ। ଏହି ଅବସରରେ ପୁରୁଣା ସ୍ମୃତିକୁ ମନେପକାଇଛନ୍ତି ବିଗ୍‌ ବି। ୭୭ ବର୍ଷୀୟ ଏହି ଅଭିନେତା ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଅଭିନେତ୍ରୀ ନୁତନଙ୍କ ସହ ଅମିତାଭ ଫିଲ୍ମ ଫେୟାର ଆଓ୍ବାର୍ଡ ଗ୍ରହଣ କରୁଥିବାର ଏକ ଫଟୋ ଶେୟାର କରିଛନ୍ତି। ଏହି ଆକ୍ସନ ଡ୍ରାମା ଫିଲ୍ମ ଅମିତାଭଙ୍କ କ୍ୟାରିୟର ବିଗେଷ୍ଟ ବ୍ଲକବଷ୍ଟର ହିଟ୍‌ ଫିଲ୍ମ। ପରେ ଏହାର ରିମେକ ତିଆରି କରାଯାଇଥିବା ବେଳେ ଏଥିରେ ମୁଖ୍ୟ ଭୂମିକାରେ ନଜର ଆସିଥିଲେ ବଲିଉଡ୍‌ ବାଦଶାହା ଶାହାରୁଖ ଖାଁ।


All Right Reserved By Dharitri.Com

ପୁଷ୍ପା ଆଇ ହେଟ୍‌ ଟିୟର୍ସ

ଓଡିଆ ପ୍ରଯୋଜକ ଅମୂଲ୍ୟ କୁମାର ଦାସଙ୍କ ଦ୍ୱିଭାଷୀ ଫିଲ୍ମ ‘ପୁଷ୍ପା ଆଇ ହେଟ୍‌ ଟିୟର୍ସ’ ଚଳିତ ମାସ ୨୮ରେ ପରଦା ଉପରକୁ ଆସୁଛି। ସୁପରଷ୍ଟାର ରାଜେଶ...

ଏୟାର ଫୋର୍ସ ପାଇଲଟ ଭୂମିକାରେ ନଜର ଆସିବେ କଙ୍ଗନା

ମୁମ୍ବାଇ: ଏଥର ଫ୍ରାଇଡେ ରିଲିଜରେ ସାମିଲ ହୋଇଛି କଙ୍ଗନା ରାନାଓ୍ବତଙ୍କ ଫିଲ୍ମ ‘ପଙ୍ଗା’। ଏହା ବକ୍ସ ଅଫିସରେ ହିଟ୍‌ ହେବ ବୋଲି ମେକର୍ସ ଆଶା ରଖିଛନ୍ତି।...

ପୁଲ୍‌ଓ୍ବାମା ସହିଦଙ୍କୁ ମନେ ପକାଇ ଗୀତ ରେକର୍ଡିଂ କଲେ ଐଶ୍ୱର୍ଯ୍ୟା

ପୁଲଓ୍ବାମା ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ବଲିଉଡ୍‌ ଷ୍ଟାରମାନେ ଏକ ଗୀତ ରେକର୍ଡିଂ କରିଛନ୍ତି। ଏହି ଗୀତର ନାଁ ‘ତୁ ଦେଶ୍‌ ମେରା’। ଅମିତାଭ ବଚ୍ଚନ,...

ଆଇସିୟୁରେ ଭର୍ତ୍ତି ହେଲେ ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଖୟାମ୍‌

ମୁମ୍ବାଇ, ୧୬।୮: ବଲିଉଡର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଖୟାମଙ୍କୁ ଆଇସିୟୁରେ ଭର୍ତ୍ତ କରାଯାଇଛି। ଫୁସ୍‌ଫୁସ୍‌ ସଂକ୍ରମଣରେ ପୀଡ଼ିତ ଖୟାମ୍‌ଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ହସ୍ପିଟାଲରେ...

ନିଆରା ଖଳନାୟକ ଶୁଭେନ୍ଦୁ

ଓଡ଼ିଆ ଯାତ୍ରାଜଗତର ଜଣେ ନିଆରା ଖଳନାୟକ ଭାବରେ ଶୁଭେନ୍ଦୁ ଚୌଧୁରୀ ବେଶ୍‌ ଜଣାଶୁଣା। ତାଙ୍କର ଗେଟ୍‌ଅପ୍‌, ଚାହାଣି ପୁଣି ଗମ୍ଭୀର ଗଳାର ଆଓ୍ବାଜ୍‌ ତାଙ୍କର ଖଳନାୟକୀକୁ...

ରାଧେ ପାଇଁ ଝାଳ ବୁହାଉଛନ୍ତି ଦିଶା: ସୋସିଆଲ ମିଡିଆରେ ଶେୟାର କଲେ ଭିଡିଓ

ନିକଟରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ମଲଙ୍ଗ’ର ସଫଳତା ନେଇ ଏହାର ଅଭିନେତ୍ରୀ ଦିଶା ପଟାନୀ ବହୁତ ଖୁସି ଅଛନ୍ତି। ଆଦିତ୍ୟ ରୟ କପୁର, ଅନିଲ କପୁର,...

ଘର କିଣିବା ସହ ମା’ ହେବାକୁ ଚାହୁଁଛନ୍ତି ପ୍ରିୟଙ୍କା

ମୁମ୍ବାଇ: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ତାଙ୍କ ସ୍ବାମୀ ନିକ୍‌ ଜୋନସଙ୍କ ସହ ମିଶି ବିଦେଶରେ ରହୁଛନ୍ତି। କିଛିଦିନ ହେବ ବଲିଉଡ୍‌ରୁ ଦୂରେଇ...

ଜାହ୍ନବୀ-ଇଶାନ୍‌ଙ୍କ ପ୍ରେମ ସମ୍ପର୍କକୁ ନେଇ କ’ଣ କହିଲେ ବୋନି କପୁର

ଫିଲ୍ମ ‘ଧଡକ’ରେ ପ୍ରଥମଥର ପାଇଁ ଏକଠି ନଜର ଆସିବା ପରେ ଏବେ ଇଶାନ୍‌ ଖଟ୍ଟର ଏବଂ ଜାହ୍ନବୀ କପୁରଙ୍କ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚା ଜୋର...

Leave a comment

Your email address will not be published. Required fields are marked *