୧୬.୭% କମିଲା ଶିଳ୍ପ ଉତ୍ପାଦନ

ନୂଆଦିଲ୍ଲୀ,୧୩।୫: ଦେଶର ଶିଳ୍ପ କ୍ଷେତ୍ର ଉତ୍ପାଦନ ମାର୍ଚ୍ଚ ମାସରେ ୧୬.୭% କମିଛି। ଲକ୍‌ଡାଉନ ଯୋଗୁ ଖଣି,ମାନୁଫାକ୍ଚରିଂ ଏବଂ ଇଲେକ୍ଟ୍ରିସିଟି କ୍ଷେତ୍ରର ଉତ୍ପାଦନ କମିଥିବାରୁ ଏଭଳି ସ୍ଥିତି ଉପୁଜିଥିବା ସରକାର ଜାରି କରିଥିବା ରିପୋର୍ଟରୁ ଏହା ଜଣାପଡିଛି। ଔଦ୍ୟୋଗିକ ଉତ୍ପାଦନ ସୂଚୀ(ଆଇଆଇପି) ଗତ ବର୍ଷ ମାର୍ଚ୍ଚରେ ୨.୭% ବଢିଥିଲା। ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ(ଏନ୍‌ଏସ୍‌ଓ) ଡାଟା ମୁତାବକ ମାନୁଫାକ୍ଚରିଂ କ୍ଷେତ୍ର ଉତ୍ପାଦନ ୨୦.୬% ଖସିଛି। ଏହା ଗୋଟିଏ ବର୍ଷ ତଳେ ୩.୧% ଅଭିବୃଦ୍ଧି ହାସଲ କରିଥିଲା। ସେହିଭଳି ବିଦ୍ୟୁତ୍‌ ଉତ୍ପାଦନ ୬.୮% ହ୍ରାସ ଘଟିଥିବା ବେଳେ ଖଣି କ୍ଷେତ୍ରରେ ଉତ୍ପାଦନ ଫ୍ଲାଟ୍‌ ରହିଛି।


All Right Reserved By Dharitri.Com

ମ୍ୟାକ୍ସ ପକ୍ଷରୁ ଲିଟିଲ ଆଇକନ୍‌ ୨୦୧୯

ଭୁବନେଶ୍ୱର,୨-୬: ପ୍ରମୁଖ ଫ୍ୟାଶନ ବ୍ରାଣ୍ଡ ମ୍ୟାକ୍ସ ଫ୍ୟାଶନ ପକ୍ଷରୁ ଲିଟିଲ ଆଇକନ୍‌ ୨୦୧୯ କାର୍ଯ୍ୟକ୍ରମ ସ୍ଥାନୀୟ ଏସ୍‌ପ୍ଲାନେଡ ଓ୍ବାନ ମଲଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର...

ରାସନ କାର୍ଡଧାରୀଙ୍କୁ ମିଳିପାରେ ୧ କେଜି ଚିନି

ନୂଆଦିଲ୍ଲୀ,୪-୬: କେନ୍ଦ୍ର ସରକାର ସାର୍ବଜନୀନ ବିତରଣ ପ୍ରଣାଳୀ ଅର୍ଥାତ ରାସନ କାର୍ଡ ଜରିଆରେ ଶସ୍ତା ଦରରେ ୧୬.୩ କୋଟି ଅତିରିକ୍ତ ପରିବାରଙ୍କୁ ୧ କେଜି ଚିନି...

ଏସ୍‌ପ୍ଲାନେଡରେ ମିଡ୍‌ ନାଇଟ ସେଲ୍‌ ଆଜି

ଭୁବନେଶ୍ୱର, ୧୫-୮(ବ୍ୟୁରୋ) ସ୍ବାଧିନତା ଦିବସ ଅବସରରେ ଏସ୍‌ପ୍ଲାନେଡ ଓ୍ବାନ ମଲ୍‌ରେ ମିଡ୍‌ ନାଇଟ ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ୧୦୦ରୁ ଉର୍ଦ୍ଧ୍ୱ ଜାତୀୟ ତଥା ଅନ୍ତର୍ଜାତୀୟ...

ଅନ୍ୟ ବୃହତ୍‌ ଦେଶରୁ ତେଲ କିଣାଯିବ: ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୪-୪: ଆସନ୍ତା ମେ’ ୨ ପରେ ଭାରତ ସମେତ ୮ଟି ଦେଶ ଇରାନରୁ ଅଶୋଧିତ ତେଲ କିଣିପାରିବେ ନାହିଁ। ଏ ସଂକ୍ରାନ୍ତରେ ପୂର୍ବରୁ ଆମେରିକା କଟକଣା...

ସୁନା ଗହଣାରେ ବାଧ୍ୟତାମୂଳକ ହେବ ହଲମାର୍କ

ନୂଆଦିଲ୍ଲୀ,୩୦-୧୧: ୨୦୨୧ ଜାନୁୟାରୀ ୧୫ଠାରୁ ସୁନା ଗହଣାରେ ହଲମାର୍କକୁ ବାଧ୍ୟତାମୂଳକ କରାଯିବ। ସୁନା ଗହଣାର ଗୁଣବତ୍ତା ପ୍ରସଙ୍ଗକୁ ଧ୍ୟାନରେ ରଖି ସରକାର ଏଭଳି ପଦକ୍ଷେପ ନେଇଥିବା...

ଅଶୋଧିତ ତୈଳ ଦର ୨୮ବର୍ଷରେ ସର୍ବବୃହତ ବୃଦ୍ଧି;୭ ଟଙ୍କା ପର୍ଯ୍ୟନ୍ତ ବଢ଼ିବ ପେଟ୍ରୋଲ, ଡିଜେଲ

ନୂଆଦିଲ୍ଲୀ,୧୭-୯: ବିଶ୍ୱର ସର୍ବବୃହତ ତୈଳ ଉତ୍ପାଦକ କମ୍ପାନୀ ସୌଦି ଆରାମ୍‌କୋରେ ଡ୍ରୋନ ଆକ୍ରମଣ ଯୋଗୁ ଅନ୍ତର୍ଜାତୀୟ ତୈଳ ବଜାରରେ ତେଲ ଦରରେ ନିଆଁ ଲାଗିଛି। ସୋମବାର...

୧.୫ କୋଟି ନିଯୁକ୍ତି ଉପରେ କଳାବାଦଲ

ନୂଆଦିଲ୍ଲୀ,୧୧।୪: କରୋନା ଯୋଗୁ ନିଯୁକ୍ତି କ୍ଷେତ୍ର ଉପରେ ଏବେ ନକାରାତ୍ମକ ପ୍ରଭାବ ରହିଛି। ବର୍ତ୍ତମାନ ଲକ୍‌ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇ ରହିଥିବାରୁ ରପ୍ତାନି...

ସହାୟତା ୩ ଗୁଣକୁ ବଢ଼ାଇଲା ଏଡିବି

ନୂଆଦିଲ୍ଲୀ,୧୪।୪: ଏସିଆନ୍‌ ଡେଭଲପମେଣ୍ଟ ବ୍ୟାଙ୍କ (ଏଡିବି) କୋଭିଡ୍‌-୧୯ ଲଢ଼େଇରେ ଯୋଗଦାନକୁ ଜୋର୍‌ଦାର କରିଛି। ଏହି ବ୍ୟାଙ୍କ ଏହାର ସଦସ୍ୟ ରାଷ୍ଟ୍ରଙ୍କୁ ପ୍ରଦାନ କରିଥିବା ପ୍ୟାକେଜକୁ ୩...

Leave a comment

Your email address will not be published. Required fields are marked *