ପୂର୍ବାହ୍ନ ୧୧ଟା ସୁଦ୍ଧା ୨୩.୨୮% ମତଦାନ

ଭୁବନେଶ୍ୱର,୧୩ା୫: ରାଜ୍ୟରେ ସୋମବାର ପ୍ରଥମ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଚାଲିଛି। ତେବେ ପୂର୍ବାହ୍ନ ୧୧ଟା ସୁଦ୍ଧା ୨୩.୨୮% ମତଦାନ ହୋଇଥିବା ନିର୍ବାଚନ କମିଶନ ଆପ୍‌ରୁ ଜଣାପଡ଼ିଛି। ସେହିପରି। ମୋହନାରେ ୨୧.୪୭% ମତଦାନ ହୋଇଥିବା ବେଳେ ନବରଙ୍ଗପୁରରେ ୨୧.୫୦%, ନର୍ଲା ୨୬.୪୬%, ନୂଆପଡ଼ା ୨୭.୮୮%, ପାରଳାଖେମୁଣ୍ଡି ୨୨.୬୪%, ପଟାଙ୍ଗି ୨୪.୮୧%, ରାୟଗଡ଼ା ୨୧% ଓ ଉମରକୋଟରେ ୨୬.୨୦% ମତଦାନ ସାବ୍ୟସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ଥାଲାପତି ସରକାର ଗଠନ ପାଇଁ BJPର ସମର୍ଥନ ଲୋଡିବେ? ଟିଭିକେଙ୍କ ପ୍ରତିକ୍ରିୟାରେ କଂଗ୍ରେସ ଖୁସି ହେବ ନା ନିରାଶ ହେବ?ଜାଣନ୍ତୁ…

ଚେନ୍ନାଇ,୭।୫: ବିଜୟ ଥାଲାପତିଙ୍କ ଦଳ, TVK (ତାମିଜାଗା ଭେଟ୍ଟ୍ରି କାଝାଗମ), ସରକାର ଗଠନ ପାଇଁ ତା’ର ପ୍ରୟାସକୁ ତୀବ୍ର କରିଛି। ଟିଭିକେ ବିଧାନସଭାରେ ୧୦୮ଟି ଆସନ ପାଇଛି,…

ଫଟୋ ଶେୟାର କରି ଖୁସି ଖବର ଦେଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୭।୫: ଚଳିତ IPL 2026 ସିଜିନ ମଧ୍ୟରେ ଭାରତୀୟ T20 ଅଧିନାୟକ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଷ୍ଟାର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କ ଘରେ ଖୁସିର ମାହୋଲ। ସୂର୍ଯ୍ୟକୁମାରଙ୍କ…

ପରିବାରର ଚାରି ଜଣଙ୍କ ମୃତ୍ୟୁ ଘଟଣାରେ ଆଶ୍ଚର୍ଯ୍ୟଜନକ ଖୁଲାସା: ତରଭୁଜ ନମୁନାରେ ମିଳିଲା…

ମୁମ୍ବାଇ,୭।୫: ତରଭୁଜ ଖାଇବା ପରେ ଗୋଟିଏ ପରିବାରର ଚାରି ଜଣଙ୍କ ମୃତ୍ୟୁ ମାମଲା ସମ୍ପର୍କରେ ଏକ ବଡ଼ ଖୁଲାସା ହୋଇଛି। ମୁମ୍ବାଇର ଭିଣ୍ଡି ବଜାର ଅଞ୍ଚଳରେ ଏହି…

ହଟିଲେ ଦିଦି, ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ

କୋଲକାତା,୭।୫: ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ମନା କରିବା ପରେ, ରାଜ୍ୟପାଳ ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କରିଥିଲେ। ବଙ୍ଗଳା ନିର୍ବାଚନରେ ହୋଇଥିବା ଭୟଙ୍କର ପରାଜୟ…

ବଜ୍ରପାତ ନେଲା ଶାଶୁ, ବୋହୁଙ୍କ ଜୀବନ

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ମୁଦୁଲିପଲ୍ଲୀରେ ଗୁରୁବାର ବଜ୍ରପାତ ଘଟି ଶାଶୁ, ବୋହୁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶାଶୁ ଶୈଳ ବିଷୋୟୀ(୬୫)…

ତାମିଲନାଡୁରେ ସରକାର ଗଠନକୁ ନେଇ ବିବାଦ ଜାରି: ରାଜ୍ୟପାଳଙ୍କୁ ସିପିଆଇ(ଏମ)ର ଅନୁରୋଧ

ଚେନ୍ନାଇ,୭।୫: ତାମିଲନାଡୁରେ ବିଧାନସଭା ନିର୍ବାଚନର ଫଳାଫଳ ପରେ, ସରକାର ଗଠନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। କୌଣସି ଗୋଟିଏ ଦଳ ସ୍ପଷ୍ଟ ବହୁମତ ହାସଲ କରିପାରିନଥିବାରୁ,…

ସୀମା ଟପିଲା ବର୍ୱରତା: ପୋଲିସ ସମ୍ମୁଖରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ବାଲିଅନ୍ତା,୭।୫(ନୀଳମାଧବ ସାହୁ): ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ଏକ ବର୍ୱରକାଣ୍ଡ ସାମ୍ନାକୁ ଆସିଛି। ବାଲିଅନ୍ତା ଥାନା ରାମଚନ୍ଦ୍ରପୁର ବ୍ରିଜ ନିକଟରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। କେତେଜଣ…

ବିଜୟଙ୍କ ଦଳ ଉପରେ ମହିଳା ସିଙ୍ଗର ଆଣିଲେ ଗୁରୁତର ଅଭିଯୋଗ, ନାବାଳିକା ବଳାତ୍କାର ମାମଲରେ…

ଚେନ୍ନାଇ,୭।୫: ତାମିଲନାଡୁ ବିଧାନସଭା ନିର୍ବାଚନରେ ଚମତ୍କାର ପ୍ରଦର୍ଶନ ପରେ, ଥଲାପଥି ବିଜୟଙ୍କ ଦଳ, TVKର ଜଣେ କର୍ମୀଙ୍କୁ ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri