ଗଜପତିରୁ ୪ ପଜିଟିଭ ଚିହ୍ନଟ

ପାରଳାଖେମୁଣ୍ଡି,୧୪ା୧୧(ଡି.ଏନ୍‌.ଏ.): ଗଜପତିରେ ପୁଣି ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପାରଳା ପୌର ପରିଷଦରୁ ୩ ଜଣ, ଗୋଷାଣିରୁ ଜଣେ ଆକ୍ରାନ୍ତ ହୋଇଥିବା ଗଜପତି ଜିଲାପାଳ ଅନୁପମ ସାହା ସୂଚନା ଦେଇଛନ୍ତି। ଏମାନଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୯୦୩ରେ ପହଞ୍ଚତ୍ଛି। ସମସ୍ତ ଆକ୍ରାନ୍ତଙ୍କୁ ହୋମ୍‌ ଆଇସୋଲେଶନ ଓ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri