ଆଜି ରାଜ୍ୟରେ ୨୩ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୬ ହଜାର ୨୫୫ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ
ବରଗଡ଼ରୁ ୧, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧାରୁ ୨, ନୂଆପଡ଼ାରୁ ୧, ସମ୍ବଲପୁରରୁ ୧, ସୁନ୍ଦରଗଡ଼ରୁ ୧୬ ଓ ଷ୍ଟେଟ୍‌ପୁଲ୍‌ରୁ ଜଣେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଏମ୍‌ବିଏଡିସିରେ ସ୍ବାସ୍ଥ୍ୟସେବା ଦିଗହରା

ଯାଜପୁର,୨୦ା୬(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ସ୍ବାସ୍ଥ୍ୟସେବା କ୍ଷେତ୍ରର ବିକାଶ ଦିଗରେ ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ(ଓଏମ୍‌ବିଏଡିସି) ପାଣ୍ଠିର ବିନିଯୋଗ ଅତି ନୈରାଶ୍ୟଜନକ ରହିଛି। ଫଳରେ...

୮୯ ପ୍ରତିଶତ ଜମି ପଡ଼ିଆ ପଡ଼ିଛି

ନୟାଗଡ,୨୦।୬(ଲୋକନାଥ ମିଶ୍ର)ଆକାଶରେ ଘଡ଼ଘଡ଼ି ମାରୁଛି ଓ ବିଜୁଳି ଦେଖା ଦେଉଛି । ହେଲେ ବର୍ଷା ହେଉନି । ମୌସୁମୀ ଆଗମନରେ ବିଳମ୍ବ କାରଣରୁ ରଜ ଯିବା...

ଚୁଡ଼ାରେ ରଙ୍ଗ: ମାଲଗୋଦାମରେ ଚଢ଼ାଉ

କଟକ,୨୦ା୬ (କାର୍ତ୍ତିକ ସାହୁ)ସାଧାରଣ ଲୋକଠୁ ଆରମ୍ଭ କରି ସବୁବର୍ଗର ଲୋକଙ୍କ ଦ୍ୱାରା ଚୁଡ଼ା ଏକ ସହଜ, ସରଳ ତଥା ଗ୍ରହଣୀୟ ଖାଦ୍ୟ। ମାତ୍ର ସେହି ଚୁଡ଼ାରେ...

ଆହାର କେନ୍ଦ୍ର ଆଗରେ ଲମ୍ବା ଧାଡି

କଟକ,୨୦।୬(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲରେ ଯୋଜନାରେ ସୀମିତ ରହିଛି ଦ୍ୱିତୀୟ ଆହାର କେନ୍ଦ୍ର। ମେଡିକାଲ ପରିସରରେ ଥିବା ଗୋଟିଏ ଆହାର କେନ୍ଦ୍ର ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ...

ଭାଜପା-ବିଜେଡି ମୁହାଁମୁହିଁ

ଭୁବନେଶ୍ୱର,୨୦ା୬(ଅନିଲ ଦାସ)ରାଜ୍ୟରେ ଭାଜପା ସରକାର ଗଠନ ହେବା ପରେ ମହାନଦୀ ଜଳ ବିବାଦକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ୨୪ ବର୍ଷ କ୍ଷମତାରେ ଥିବା ବିଜେଡି...

ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ

ବାଲେଶ୍ୱର,୨୦ା୬(ମାନସ ବିଶ୍ବାଳ)ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣା ପରେ ବାଲେଶ୍ୱର ସହରର ଅଣାୟତ୍ତ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପ୍ରଶାସନ ପକ୍ଷରୁ ସୋମବାର ବିଳମ୍ବିତ ରାତିରୁ...

ଧାନ ଓ କପା ସହିତ ୧୪ଟି ଖରିଫ୍ ଫସଲର ଏମଏସପି ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୬: ଧାନ ଓ କପା ସହିତ ୧୪ଟି ଖରିଫ୍ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ଓଡ଼ିଶାରେ କାହିଁକି ଫେଲ୍ ମାରିଲା କଂଗ୍ରେସ, ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଖୋଜିବ କାରଣ

ନୂଆଦିଲ୍ଲୀ, ୧୯।୬: କିଛି ରାଜ୍ୟରେ ଲୋକ ସଭା ଏବଂ ଓଡ଼ିଶା ବିଧାନସଭା ନିର୍ବାଚନରେ କଂଗ୍ରେସ ଦଳ ଅତ୍ୟନ୍ତ ଖରାପ ପ୍ରଦର୍ଶନ କରିଥିଲା। ଏହି ସବୁ ରାଜ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri