କରୋନା ଭ୍ୟାକ୍ସିନ ‘ଫାଇଜର’ର ସାଇଡ ଇଫେକ୍ଟ: ନରୱେରେ ୨୩ ମୃତ

ଓସଲୋ,୧୬ ।୧: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ଏବେ ଭ୍ୟାକ୍ସିନ ମୁଖ୍ୟ ଅସ୍ତ୍ର ପାଲଟିଛି । ବିଶ୍ୱର ବିଭିନ୍ନ ବିକାଶଶୀଳ ଦେଶରେ ଏହି ଭ୍ୟାକ୍ସିନ ପ୍ରସ୍ତୁତ ହୋଇଥିବା ବେଳେ ଏବେ ଏହା ଲୋକଙ୍କୁ ଦିଆଗଲାଣି । ନରୱେରେ ଫାଇଜର ଭ୍ୟାକ୍ସିନର ସାଇଡ ଇଫେକ୍ଟ ଏବେ ଦେଖିବାକୁ ମିଳିଛି । ଫାଇଜର ଭ୍ୟାକ୍ସିନ ଲଗାଇ ସେଠାରେ ଏପର୍ଯ୍ୟନ୍ତ ୨୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହା ଦେଖିବା ପରେ ନରୱେ ସରକାର କରୋନା ଭ୍ୟାକ୍ସିନ ଗାଇଡଲାଇନରେ ତୁରନ୍ତ ପରିବର୍ତ୍ତନ କରିଛନ୍ତି । ସେହିପରି ବେଲଜିୟମରେ ଜଣେ ବ୍ୟକ୍ତିଙ୍କୁ ଫାଇଜର ଭ୍ୟାକ୍ସିନ ଦିଆଯିବାର ୫ ଦିନ ପରେ ତାଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି । ଏହାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) କହିଛି ନରୱେରେ ହେଉଥିବା ମୃତ୍ୟୁ ଉପରେ ଡବ୍ଲୁଏଚ୍‌ଓ ନଜର ରଖିଛି । ତେବେ ନରୱେରେ ଯେଉଁମାନଙ୍କର ମୃତ୍ୟୁ ହୋଇଛି ପ୍ରାୟ ସମସ୍ତଙ୍କ ବୟସ ୮୦ ବର୍ଷରୁ ଊର୍ଦ୍ଧ୍ୱ ଓ ସେମାନେ ଚିକିତ୍ସିତ ହେଉଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମହାଭିଯୋଗ ଭୋଟିଂ ଆଜି

ଓ୍ବାଶିଂଟନ, ୧୩ା୧: ଆମେରିକାର କ୍ୟାପିଟୋଲ ବିଲ୍ଡିଂରେ ହିଂସାକାଣ୍ଡକୁ ଉସୁକାଇଥିବା ଅଭିଯୋଗରେ ବିଦାୟୀ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ବହିଷ୍କାର ପାଇଁ ନିମ୍ନ ସଦନରେ ମହାଭିଯୋଗ ଆଗତ ହୋଇସାରିଛି।...

ପ୍ରଥମ ଥର ପାଇଁ କାମାକ୍ଷାରେ ହେବନି ଆମ୍ବୁବାଚି ମେଳା

ଗୁଆହାଟୀ, ୧୩।୬: ଭାରତରେ କରୋନା ମହାମାରୀ ଯୋଗୁ ଅଚଳାବସ୍ଥା ଦେଖାଦେଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ସାମାଜିକ ଦୂରତା ଅପରିହାର୍ଯ୍ୟ ହୋଇପଡ଼ିଛି। ଏପରିସ୍ଥଳେ ବହୁ...

ପାକିସ୍ତାନକୁ ଝିଣ୍ଟିକା ଦାଉରୁ ରକ୍ଷା କରିବାକୁ ଚାଇନା ପଠାଇବ ବତକ

ଇସ୍‌ଲାମାବାଦ,୨୮।୨: ଏବେ ପାକିସ୍ତାନରେ ଝିଣ୍ଟିକା ବା ପଙ୍ଗପାଳଙ୍କ ଉପଦ୍ରବ ବହୁ ମାତ୍ରାରେ ବଢିଯାଇଛି। ଏମାନଙ୍କ ଉପଦ୍ରବ ଯୋଗଁ ବହୁ ପରିମାଣରେ ଫସଲ ହାନୀ ଘଟୁଛି। ଧିରେ...

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହେଲେ ୧୭୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ...

ଗୋଟିଏ ନିଃଶ୍ୱାସରେ ୬୬୨ ଫୁଟ ଗଭୀର ପାଣିରେ ପହଁରିଲେ ଯୁବକ

ଡେନମାର୍କର ଜଣେ ସନ୍ତରଣକାରୀ କେବଳ ଗୋଟିଏ ନିଶ୍ୱାସରେ ୬୬୨ ଫୁଟ ୮.୭ ଇଞ୍ଚ ପାଣିରେ ପହଁରି ଗିନିଜ ୱାଲର୍‌ଡ ରେକର୍ଡ କରିଛନ୍ତି। ଷ୍ଟିଗ ନାମକ ଏହି...

୨୪ ଘଣ୍ଟାରେ ୧,୪୦୯ ନୂଆ ସଂକ୍ରମିତ: ୭୮ ଜିଲା କରୋନା ମୁକ୍ତ

ନୂଆଦିଲ୍ଲୀ,୨୩।୪: ଦେଶରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧,୪୦୯ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ...

ପିଲାଙ୍କ ପାଇଁ ଆଉ ଏକ ଭ୍ୟାକ୍ସିନ! ଜନସନ ଆଣ୍ଡ ଜନସନ ଟ୍ରାଏଲ ପାଇଁ ମାଗିଲା ଅନୁମତି

ନୂଆଦିଲ୍ଲୀ,୨୦ ।୮: ଦେଶରେ କରୋନା ମହାମାରୀର ତୃତୀୟ ଲହରର ଆଶଙ୍କା ମଧ୍ୟରେ ଏବେ ପିଲାମାନଙ୍କ ପାଇଁ ଆଉ ଏକ ଭ୍ୟାକ୍ସିନ ବା ଟିକାର ରାସ୍ତା ଖୋଲିଯିବା...

ଲକ୍‌ଡାଉନ୍‌କୁ ମାନିଲେନି ଶ୍ରମିକ, ଘରକୁ ଫେରିବା ଲାଗି ଭଙ୍ଗା ଗୋଡ଼ରୁ ନିଜେ ଖୋଲିଦେଲେ ପ୍ଲାଷ୍ଟର

ଭୋପାଳ,୧ା୪ : କରୋନା ଭାଇରସ୍‌କୁ ନେଇ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ପରିସ୍ଥିତିରେ ଘରଦ୍ୱାର ଛାଡ଼ି ରୋଜଗାର ଆଶାରେ ବାହାରେ ଯାଇଥିବା କିଛି...

Advertisement


Archives

Model This Week