ବରଗଡ଼ରୁ ୨୩ ନୂଆ କରୋନା ପଜିଟିଭ ଚିହ୍ନଟ, ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୭୬ରେ ପହଞ୍ଚିଲା

ବରଗଡ଼ ଅଫିସ,୨୭।୭: ବରଗଡ଼ ଜିଲାରୁ ସୋମବାର ୨୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଆତାବିରା ଏନ୍‌ଏସିର କଣ୍ଟେନ୍‌ମେଣ୍ଟ ଅଞ୍ଚଳରୁ ୨୧ଜଣ ରହିଥିବା ବେଳେ ଅନ୍ୟ ୨ ଜଣ ବରଗଡ଼ ବ୍ଲକ କଟାପାଲି ଅବରୋଧ ଅଞ୍ଚଳର। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୧ ପୁରୁଷ ଏବଂ ୧୨ ମହିଳା ଅଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣଙ୍କୁ ସମ୍ବଲପୁର ଏବଂ ଅନ୍ୟ ୨୧ ଜଣଙ୍କୁ ବରଗଡ଼ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି। ଏହାପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୬ରେ ପହଞ୍ଚିଛି। ସେଥିରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୮୭ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟ ୮୮ ଜଣ ବିଭିନ୍ନ କୋଗିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓୟୁଏଟି ଫାର୍ମରେ ବାର୍ଡ ଫ୍ଲୁ

ଭୁବନେଶ୍ୱର, ୨୮।୧(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) କୁକୁଡ଼ା ଫାର୍ମରେ ବାର୍ଡ ଫ୍ଲୁ। ଭୋପାଳକୁ ପରୀକ୍ଷା ପାଇଁ ପଠାଯାଇଥିବା ନମୁନାରୁ ଏହା ସ୍ପଷ୍ଟ...

ଭିଜିଲାନ୍ସ ଜାଲରେ ଆର୍‌ବି ଡିଭିଜନ କିରାଣି

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ମଙ୍ଗଳବାର ଆର୍‌ବି ଡିଭିଜନ-୧ର କିରାଣି ଅସିତ କୁମାର ନାୟକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ ବିଭାଗର ଅଧିକାରୀମାନେ ଏକା ସାଙ୍ଗରେ...

ହବାକ୍‌ ହାଇସ୍କୁଲରେ ବନ୍ଧୁମିଳନ

ଜି.ଉଦୟଗିରି,୪।୧୧(ଡି.ଏନ.ଏ.)-ଜି.ଉଦୟଗିରି ହବାକ ହାଇସ୍କୁଲର ୧୯୯୬ ମାଟ୍ରିକ ବ୍ୟାଚ ଛାତ୍ର ଏବଂ ସେତେବେଳର ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନେଇ ରବିବାର ଏକ ବନ୍ଧୁମିଳିନ ଅନୁଷ୍ଠିତ ହୋଇଛି। ଏହି ଅବସରରେ...

ଛାତ୍ର ଜୀବନରୁ ସୌଖୀନ ପାଇଁ ବନ୍ଧୁକ ରଖିଆସୁଛି: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କର ୨୦୧୮-୧୯ ଆର୍ଥିକ ବର୍ଷର ସମ୍ପତ୍ତି ତାଲିକା ଜାରି କରାଯିବା ପରେ ଚର୍ଚ୍ଚାରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ।...

ବାବା ରାମଦେବଙ୍କ କରୋନା ଔଷଧକୁ ନେଇ ବଢୁଛି ଅଡୁଆ

ଡେରାଡୁନ,୨୪।୬: ଯୋଗଗୁୁରୁ ବାବା ରାମଦେବଙ୍କ ଆୟୁର୍ବେଦ ସଂସ୍ଥା ପତଞ୍ଜଳି ମଙ୍ଗଳବାର କରୋନା ମହାମାରୀର ଚିକିତ୍ସା ପାଇଁ ଔଷଧ ପ୍ରସ୍ତୁତ କରିଥିବା ନେଇ ସ୍ପଷ୍ଟ କରିବା ସହ...

୩୬ ନଂ. ଓ୍ବାର୍ଡରେ ୨୨ୟୁନିଟ୍‌ ରକ୍ତ ସଂଗ୍ରହ

କଟକ ଅଫିସ,୨୨।୪: କଟକ-ଚୌଦ୍ୱାର ନିର୍ବାଚନ ମଣ୍ଡଳୀର ୱାର୍ଡ଼ ନଂ. ୩୬ରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ୨୨ୟୁନିଟ୍‌ ରକ୍ତ ସଂଗ୍ରହ କରାଯାଇଛି।...

ବନ୍ଧୁକ ଦେଖାଇ ବ୍ୟବସାୟୀଙ୍କଠାରୁ ଲୁଟ୍‌

ଆସିକା, ୧୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା-କବିସୂର୍ଯ୍ୟନଗର ମୁଖ୍ୟ ରାସ୍ତାର କଲେଜ ଛକ ନିକଟରୁ ଶନିବାର ପୂର୍ବାହ୍ନରେ ଜଣେ ମିଠା ବ୍ୟବସାୟୀଙ୍କ ଠାରୁ ୮ ହଜାର ଟଙ୍କା...

୨୫୭୦.୫୪ କୋଟିର ୯ ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟ ସରକାର ୨୫୭୦.୫୪ କୋଟି ଟଙ୍କାର ୯ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ବୁଧବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ...

Advertisement


Archives

Model This Week