ରାଜ୍ୟରୁ ଆଉ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨ା୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍‌ସେସ୍‌ (ଆଇଏଲଏସ) ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି।

ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ଉଭୟ ବିଦେଶ ଫେରନ୍ତା ଓ ସ୍ଥାନୀୟ ଲୋକ ରହିଛନ୍ତି। ତେବେ ସେମାନଙ୍କ ମଧ୍ୟରୁ କେତେ ଜଣ ବିଦେଶରୁ ଫେରିଥିଲେ ତାହା ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ଭୋଟରେ ପ୍ରତିଫଳିତ ହେବ ଆଞ୍ଚଳିକ ସମସ୍ୟା

କେନ୍ଦ୍ରାପଡ଼ା ଅଫିସ,୨୩ା୧: ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲାରେ ମୋଟ ୧୦,୫୮୭ ପ୍ରାର୍ଥତ୍ପତ୍ର ଦାଖଲ ହୋଇଛି । ଜିଲାର ବିଭିନ୍ନ ପ୍ରଶାସନିକ କାର୍ଯ୍ୟାଳୟରେ...

ଆଜି ରାଜ୍ୟରେ ୨୫୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୫୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ...

କରୋନାରେ ହାରିଗଲେ ପୂର୍ବତନ ଏନ୍‌ଏସ୍‌ଜି ମୁଖ୍ୟ

ନୂଆଦିଲ୍ଲୀ, ୨୦।୫: ଏନ୍‌ଏସ୍‌ଜିର ପୂର୍ବତନ ମୁଖ୍ୟ ଜେ.କେ. ଦତ୍ତଙ୍କର ବୁଧବାର କରୋନାରେ ମୃତ୍ୟୁ ଘଟିଛି। ସେ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୬/୧୧ ମୁମ୍ବାଇ ଆତଙ୍କବାଦୀ...

ନବଯୌବନ ଲୀଳାରୁ ପାବନ ମଣିଷ

ମହାପ୍ରଭୁ ଶ୍ରୀଜଗନ୍ନାଥ ପ୍ରତିବର୍ଷ ଅଣସର ଲୀଳା ପରେ ନବଯୌବନ ରୂପରେ ଦର୍ଶନ ଦିଅନ୍ତି। ଶ୍ରୀଜଗନ୍ନାଥ ଧାମ ବ୍ୟତୀତ ବର୍ଷକୁ ଥରେ ନିଶ୍ଚିତ ଭାବରେ ନବଯୌବନ ରୂପରେ...

କୃଷି ଆଇନ ବିରୋଧରେ କଂଗ୍ରେସର ଟ୍ରାକ୍ଟର ରାଲି

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): କେନ୍ଦ୍ରର କୃଷି ଆଇନକୁ ପଞ୍ଜାବ ଏବଂ ହରିୟାଣାରେ ଜୋରଦାର ବିରୋଧରେ ପରେ ଓଡିଶାରେ ମଧ୍ୟ କଂଗ୍ରେସ ସମାନ ପନ୍ଥା ଆପଣାଇଛି। ଏହାକୁ ବିରୋଧ...

ଅଗଷ୍ଟ ୧୬ରୁ ଆରମ୍ଭ ହେବ ୟୁଜି, ପିଜି ଅଫ୍‌ଲାଇନ୍‌ ପାଠପଢ଼ା

ଭୁବନେଶ୍ୱର,୬ା୮(ବ୍ୟୁରୋ): କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଉ ଏକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଅଗଷ୍ଟ ୧୬ରୁ ୟୁଜି ଓ ପିଜି ଅଫ୍‌ଲାଇନ ପାଠପଢ଼ା...

CORONAVIRUS UPDATE: ରାଜ୍ୟରେ ଆଜି ୩୬୦୦ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୬ ହଜାର ୩୩୪କୁ ବୃଦ୍ଧି

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୩୬୦୦ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୬,୩୩୪ରେ ପହଞ୍ଚିଥିବା ରାଜ୍ୟ...

ଏହି ସବୁ ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ସୋମବାର ମଧ୍ୟ କିଛି ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ...

Advertisement
Archives

Model This Week