ଶ୍ରୀମନ୍ଦିର ସହ ସମ୍ପୃକ୍ତ ୨୩ ଜଣ କରୋନା ପଜିଟିଭ

ପୁରୀ ଅଫିସ, ୧୩।୪: ପୁରୀ ଜିଲାରେ ଦ୍ରୁତ ଗତିରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ଜିଲାରୁ ୫୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଶ୍ରୀମନ୍ଦିରର ୨୩ ସେବାୟତ, କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଅଯାଇଛି।

ପୁରୀରେ ୭ ସେବାୟତ ଓ ସେମାନଙ୍କ ୩ ପରିବାର ସଦସ୍ୟ, ଜୋତା ଷ୍ଟାଣ୍ଡର ୮ ଓ ଶ୍ରୀମନ୍ଦିର ପ୍ରଶାସନର ୩ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି । ଜଗନ୍ନାଥ ଟେମ୍ପଲ ପୋଲିସ କର୍ମଚାରୀ ଓ ଜଣେ ମାଳିଙ୍କ ରିପୋର୍ଟ ପଜିଟିଭ ଆସିଛି। ଏଥିସହ ପୁରୀ ଷ୍ଟେଶନରୁ ଜଣେ ୧୩ ବର୍ଷୀୟା ନାବାଳିକା ପର୍ଯ୍ୟଟକ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ପୁରୀ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri