ଗୁଗଲକୁ ୨୩ ବର୍ଷ…

ଓ୍ବାଶିିଂଟନ,୨୭।୯: ସର୍ଚ୍ଚ ଇଞ୍ଜିନ୍‌ ଗୁଗଲ ସୋମବାର ୨୩ ବର୍ଷରେ ପାଦ ଦେଇଛି। ଏହି ଅବସରରେ ଗୁଗଲ ପକ୍ଷରୁ ସ୍ବତନ୍ତ୍ର ଡୁଡଲ ପ୍ରସ୍ତୁତ କରାଯାଇଛି। ଗୁଗଲର ଇଂଲିଶ୍‌ ସ୍ପେଲିଙ୍ଗ ଏଲ୍‌ ଲେଟରରେ କ୍ୟାଣ୍ଡେଲ କରାଯାଇ ଏହାର ତଳେ ୨୩ ନମ୍ବର ଲେଖା ଯାଇଥିବା ଡୁଡଲ ଏବେ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।

୧୯୯୮ରେ ଲାରି ପେଜ୍‌ ଏବଂ ସର୍ଜେ ବ୍ରିନ୍‌ଙ୍କ ଉଦ୍ୟମରେ ଇଣ୍ଟରନେଟ୍‌କୁ ଅଧିକ ସହଜ କରିବା ଲାଗି ଗୁଗଲର ଶୁଭାରମ୍ଭ କରାଯାଇଥିଲା। ୧୯୯୫ରେ ଉଭୟେ ଏନେଇ ପ୍ରୟାସ ଆରମ୍ଭ କରିଥିଲେ। ୧୯୯୬ରେ ସେମାନେ ଏକ ସର୍ଚ୍ଚ ଇଞ୍ଜିନ୍‌ ବିକଶିତ କରିଥିଲେ। ସେତେବେଳେ ଏହାକୁ ବ୍ୟାକ୍‌ରବ୍‌ ଭାବେ ନାମିତ କରାଯାଇଥିଲା।

୨୦୦୫ରେ ଗୁଗଲର ଜନ୍ମଦିନ ସେପ୍ଟେମ୍ବର ୨୭ରେ ପାଳନ କରିବା ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ସମ୍ପ୍ରତି ପ୍ରତିଦିନ ବିଶ୍ୱବ୍ୟାପୀ ଶହେକୋଟିରୁ ଅଧିକ ସର୍ଚ୍ଚ ଗୁଗଲ ସର୍ଚ୍ଚ ଇଞ୍ଜିନ୍‌ ଦ୍ୱାରା ୧୫୦ରୁ ଅଧିକ ଭାଷାରେ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତ ଚିହ୍ନଟ! ଟିକା ନେବା ପରେ ବି ୪ ସଂକ୍ରମିତ, ୨ ଜଣଙ୍କ ଜୀବନ ଗଲା…

ଅମରାବତୀ,୧୦।୭: ଆନ୍ଧ୍ରପ୍ରଦେଶରୁ ଆସିଛି ଚିନ୍ତାଜନକ ଖବର। ଦେଶରେ ପୁଣିଥରେ ମାରାତ୍ମକ କରୋନା ଭାଇରସ ଫେରିବାର ସଙ୍କେତ ମିଳିଛି। ରାଜ୍ୟର କଡ଼ପ୍ପା ଜିଲାରେ କୋଭିଡ-୧୯ର କିଛି ନୂଆ ମାମଲା…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

୨୦ ଦିନରେ ୨ ପିଢିକୁ ହରାଇଲା ଆମ ପରିବାର…ରାଷ୍ଟ୍ରପତିଙ୍କୁ ଭାବପ୍ରବଣ ଇମେଲ ପଠାଇଲେ କେତନଙ୍କ ପିତା

ପୁନେ,୧୦।୭: ମହାରାଷ୍ଟ୍ରର ପୁଣେରୁ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାରେ ନ୍ୟାୟ ପାଇଁ ଆବେଦନ ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚିଛି। କେତନଙ୍କ ପିତା ବିଶାଲ ଅଗ୍ରୱାଲ…

ଟଙ୍କିକିଆ ମୁଦ୍ରା ତିଆରି କରିବାରେ ଏତିକି ଟଙ୍କା ଖର୍ଚ୍ଚ କରନ୍ତି ସରକାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୭: ଟଙ୍କିକିଆ ମୁଦ୍ରା ଦୈନନ୍ଦିନ କାରବାରରେ ସବୁଠୁ ଅଧିକ ବ୍ୟବହାର ହୁଏ। ଏହାକୁ ତିଆରି କରିବାର ଖର୍ଚ୍ଚ ଏହାର ମୂଲ୍ୟଠାରୁ ଅଧିକ। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା…

ପାଣ୍ଡିଆନଙ୍କ ଭେନେଜୁଏଲା ଗସ୍ତକୁ ନେଇ ବଢିଲାଣି ଚର୍ଚ୍ଚା, ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ।…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri