ରାଜ୍ୟରେ ୨୩୦ କରୋନା ଆକ୍ରାନ୍ତ ଚିହ୍ନଟ: ୧ ମୃତ

ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୧ ହଜାର ୧୫୧ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୩୦ ଜଣ ଲେଖାଏ ଥିବା ବେଳେ ଅନୁଗୋଳରୁ ୨୪, ବାଲେଶ୍ୱରରୁ ୧୦, ବରଗଡ଼ରୁ ୧୭, ଭଦ୍ରକରୁ ୨ , ବଲାଙ୍ଗୀରରୁ ୧୮, ବୌଦ୍ଧରୁ ୨, କଟକରୁ ୧୨, ଦେବଗଡ଼ରୁ ୧ ଓ ଗଞ୍ଜାମରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୫, ଯାଜପୁରର ୧୫, ଝାରସୁଗୁଡ଼ାରୁ ୧୪, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୧୨, ମୟୂରଭଞ୍ଜରୁ ୧୧ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୧ , ନୂଆପଡ଼ାରୁ ୧୧, ପୁରୀରୁ ୧୦, ସମ୍ବଲପୁରରୁ ୧୫ ଏବଂ ସୁବର୍ଣ୍ଣପୁରରୁ ୪ ଆକ୍ରାନ୍ତ ଅଛନ୍ତି।
ସେହପରି ରାଜ୍ୟରେ କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୮୮୮କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri