କମ୍ପାନୀଙ୍କ ଇପିଏଫ୍‌ ଯୋଗଦାନରେ ସହାୟତା

ନୂଆଦିଲ୍ଲୀ,୧୪।୫: ସବୁ କମ୍ପାନୀଙ୍କ ଲାଗି କର୍ମଚାରୀ ଭବିଷ୍ୟନିଧି ପାଣ୍ଠି(ଇପିଏଫ୍‌)ର ଷ୍ଟାଚୁଟୋରି ଦେୟକୁ ୧୨%ରୁ ୧୦%କୁ ହ୍ରାସ କରାଯାଇଛି। ଏହା ଦ୍ୱାରା କର୍ମଚାରୀ ଏବଂ ନିଯୁକ୍ତିଦାତାଙ୍କୁ ଆଗାମୀ ୩ ମାସ ମଧ୍ୟରେ ୬,୭୦୦ କୋଟି ଟଙ୍କାର ନଗଦ ସହାୟତା ପ୍ରଦାନ କରିବ। ସେହିଭଳି ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ପ୍ୟାକେଜରେ ସରକାର କର୍ମଚାରୀ ଏବଂ ନିଯୁକ୍ତିଦାତାଙ୍କ ଲାଗି ୧୨% ଲେଖାଏ ଇପିଏଫ୍‌ ଦେୟ ଯୋଗଦାନ ମାର୍ଚ୍ଚ, ଏପ୍ରିଲ ଏବଂ ମେ ମାସ ଯାଏ ପ୍ରଦାନ କରିଥିଲେ। ଏହାକୁ ଚଳିତ ବର୍ଷ ଜୁନ୍‌, ଜୁଲାଇ ଏବଂ ଅଗଷ୍ଟ ମାସ ଲାଗି ମଧ୍ୟ ପ୍ରଦାନ କରାଯିବ ବୋଲି ସରକାର କହିଛନ୍ତି।


All Right Reserved By Dharitri.Com

ଶସ୍ତା ହେବ ଏସି ଚେୟାରକାର, ଏକଜିକ୍ୟୁଟିଭ୍‌ ଟିକେଟ

ନୂଆଦିଲ୍ଲୀ, ୨୯-୮: ଆସନ୍ତା ମାସରୁ ରେଳ ମନ୍ତ୍ରଣାଳୟ ଭଡାରେ ରିହାତି ଯୋଜନା ଆରମ୍ଭ କରିବ। ଏହା ଦ୍ୱାରା ଏସି ଚେୟାରକାର ଏବଂ ଏକଜିକ୍ୟୁଟିଭ ଟିକେଟ ଶସ୍ତା...

ବୟୋଜ୍ୟେଷ୍ଠ, ଦିବ୍ୟାଙ୍ଗଙ୍କୁ ୩ ମାସର ଅଗ୍ରୀମ ପେନଶନ

ନୂଆଦିଲ୍ଲୀ୨୮। ୩: ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ ଏବଂ ବିଧବାଙ୍କ ଲାଗି ସରକାର ୩ ମାସର ଅଗ୍ରୀମ ପେନସନ ପ୍ରଦାନ କରିବେ। ଏହା ଦ୍ୱାରା ପ୍ରାୟ ୩...

ବିଏସ୍‌-୬ ମୋଟର ସାଇକେଲ ଆଣିଲା ହିରୋ

ନୂଆଦିଲ୍ଲୀ,୧୧-୧୧: ହିରୋମୋଟୋକର୍ପ ଲିମିଟେଡ ପକ୍ଷରୁ ଦେଶର ପ୍ରଥମ ବିଏସ୍‌-୬ ମୋଟର ସାଇକେଲ ସ୍ପ୍ଲେଣ୍ଡର ଆଇ-ସ୍ମାର୍ଟର ବଜାର ପ୍ରବେଶ କରାଯାଇଛି। ଆଇସିଏଟି ପ୍ରମାଣପତ୍ର ଲାଭ କରିବାର ମାତ୍ର...

ସେୟାର ବଜାରରେ ମୋଦି ଲହର୍‌ ଜାରି: ସେନସେକ୍ସ ୪୦ ହଜାର ଟପିଲା

ନୂଆଦିଲ୍ଲୀ, ୩୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ଟିମ୍‌ ଶପଥ ନେବାର ଦିନକ ପରେ ଭାରତୀୟ ଷ୍ଟକ୍‌ ବଜାରରେ ଖୁସିର ଲହରୀ ଖେଳିଯାଇଛି। ଶୁକ୍ରବାର...

ଜିଡିପି ପୂର୍ବାନୁମାନ ୪.୯%କୁ ଖସାଇଲା ମୁଡିସ୍‌

ନୂଆଦିଲ୍ଲୀ,୧୭-୧୨:ମୁଡିସ୍‌ ଇନଭେଷ୍ଟର୍ସ ସର୍ଭିସ ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି ଭାରତର ବିକାଶ ପୂର୍ବାନୁମାନକୁ ୪.୯%କୁ ଖସାଇଛି। ଚାହିଦାରେ ହ୍ରାସ ଯୋଗୁ ଅଭିବୃଦ୍ଧି ଖସିବାର ପ୍ରମୁଖ କାରଣ...

କମିଲା ରେପୋ ରେଟ୍‌;ଶସ୍ତା ହେବ ଇଏମ୍‌ଆଇ

ମୁମ୍ବାଇ,୭-୬: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗୁରୁବାର ଏହାର ଦ୍ୱିମାସିକ ମୁଦ୍ରା ନୀତି ଘୋଷଣା କରି ରେପୋ ରେଟ୍‌ ୦.୨୫% ହ୍ରାସ କରିଛି। ଫଳରେ ଏହା ହ୍ରାସ...

ଯାନ ଦର ବଢ଼ାଇବ ରେନୋ

ନୂଆଦିଲ୍ଳୀ,୨୦-୧୨: ପ୍ରମୁଖ ୟୁରୋପିଆନ ଅଟୋମୋବାଇଲ ବ୍ରାଣ୍ଡ ରେନୋ ପକ୍ଷରୁ ଭାରତ ବଜାର ଲାଗି ଏହାର ବିଭିନ୍ନ ମଡେଲ ଯାନ ଉପରେ ଦର ବୃଦ୍ଧି ସମ୍ପର୍କରେ ଘୋଷଣା...

ଟାଟା ମୋଟର୍ସର ଇଣ୍ଡିଆକୀ ଦୁସରୀ ଦିଓ୍ବାଲି ଅଭିଯାନ

ନୂଆଦିଲ୍ଲୀ,୧୪-୧୧: ଟାଟା ମୋଟର୍ସ ପକ୍ଷରୁ ଇଣ୍ଡିଆକୀ ଦୁସରୀ ଦିଓ୍ବାଲି ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଭିଯାନ ଅନ୍ତର୍ଗତ କ୍ଷୁଦ୍ର ବାଣିଜି୍ୟକ ଯାନ ଉପରେ ଗ୍ରାହକଙ୍କୁ...

Leave a comment

Your email address will not be published. Required fields are marked *