ବିଦ୍ୟୁତ୍‌ ବିତରଣ କମ୍ପାନୀଙ୍କ ଲାଗି ୯୦ ହଜାର କୋଟି

ନୂଆଦିଲ୍ଲୀ,୧୪।୫: ସରକାର କ୍ଷତିରେ ଚାଲୁଥିବା ଦେଶର ବିଦ୍ୟୁତ୍‌ ବିତରଣ କମ୍ପାନୀଗୁଡିକ ଲାଗି ୯୦ ହଜାର କୋଟି ଟଙ୍କାର ନଗଦ ସହାୟତା ସମ୍ପର୍କରେ ଘୋଷଣା କରିଛନ୍ତି। ସରକାରଙ୍କ ମେଗା ପ୍ୟାକେଜ ଅଧୀନରେ ଏହି ରାଶି ବ୍ୟବସ୍ଥା କରାଯାଇଛି। ବର୍ତ୍ତମାନ କମ୍ପାନୀଗୁଡିକ କ୍ଷତିରେ ଚାଲୁଥିବାରୁ ଏଭଳି ସହାୟତା ରାଶି କମ୍ପାନୀଗୁଡିକର ବିକାଶ କ୍ଷେତ୍ରରେ ସହାୟକ ହେବ ବୋଲି କୁହାଯାଉଛି।


All Right Reserved By Dharitri.Com

୮ କୋର୍‌ ସେକ୍ଟର ଅଭିବୃଦ୍ଧି ୫.୫%

ନୂଆଦିଲ୍ଲୀ,୧। ୪: ଦେଶର ୮ କୋର ସେକ୍ଟର ଅଭିବୃଦ୍ଧି ଚଳିତ ବର୍ଷ ଫେବୃୟାରୀ ମାସରେ ୫.୫% ରହିଛି। ଏହା ୧୧ ମାସର ସର୍ବୋଚ୍ଚ ସ୍ତର ବୋଲି...

କମର୍ସିଆଲ କୋଲ୍‌ ମାଇନିଂକୁ ଅନୁମତି

ନୂଆଦିଲ୍ଲୀ,୧୭।୫: ବର୍ତ୍ତମାନ ପର୍ଯ୍ୟନ୍ତ କୋଇଲା ଖଣି ଖନନ କ୍ଷେତ୍ରରେ ସରକାରଙ୍କ ଆଧିପତ୍ୟ ରହି ଆସିଥିଲା। ଘରୋଇ କ୍ଷେତ୍ରକୁ ଏହି ବର୍ଗରେ କାମ କରିବା ଲାଗି ଅନୁମତି...

ସାଲୁ ଜିନ୍ଦଲଙ୍କୁ ମହାତ୍ମା ପୁରସ୍କାର

ନୂଆଦିଲ୍ଲୀ,୨-୧୦: ଜେଏସ୍‌ପିଏଲ୍‌ ଫାଉଣ୍ଡେଶନ ସହଅଧ୍ୟକ୍ଷା ସାଲୁ ଜିନ୍ଦଲଙ୍କୁ ମହାତ୍ମା ଆଓ୍ବାର୍ଡ ଫର ଲିଡରଶିପ ଇନ୍‌ କର୍ପୋରେଟ ସୋସିଆଲ ରେସପନ୍ସବିଲିଟି ସମ୍ମାନରେ ସମ୍ମାନୀତ କରାଯାଇଛି। ଗୁରୁଗ୍ରାମଠାରେ ଅନୁଷ୍ଠିତ...

ଭାରତରେ ୧୦୦ ବିଲିୟନ ଡଲାର ନିବେଶ କରିବ ଅଷ୍ଟ୍ରେଲିଆ

ଭୁବନେଶ୍ୱର, ୨୧-୮(ବ୍ୟୁରୋ): ଘରୋଇ ବଜାର ବିଦେଶୀ ପୁଞ୍ଜି ଆକୃଷ୍ଟ କରିବାରେ ଏକ ପ୍ରମୁଖ ସ୍ଥଳ ପାଲଟିଛି। ଅଷ୍ଟ୍ରେଲିଆ ପାଇଁ ଭାରତ ନିବେଶର ଏକ ପସନ୍ଦଯୋଗ୍ୟ ସ୍ଥାନ...

ରିଟେଲ ବ୍ୟବସାୟୀଙ୍କୁ ୯ ଲକ୍ଷ କୋଟି ଟଙ୍କା କ୍ଷତି

ନୂଆଦିଲ୍ଲୀ,୨୬।୫: କରୋନା ମହାମାରୀକୁ ରୋକିବା ଲାଗି ସାରା ଦେଶକୁ ଲକ୍‌ଡାଉନ ଘୋଷଣା କରାଯାଇଛି। କଟକଣା ଧୀରେ ଧୀରେ କୋହଳ ହେଉଥିବା ବେଳେ ବଜାର କିନ୍ତୁ କ୍ଷତିଗ୍ରସ୍ତ...

ଭୂତ କମ୍ପାନୀ ସହ ରାଣାଙ୍କ ଲିଙ୍କ୍‌

ମୁମ୍ବାଇ,୯ା୩: ୟେସ୍‌ ବ୍ୟାଙ୍କର ପ୍ରତିଷ୍ଠାତା ରାଣା କପୁରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବେଆଇନ ଅର୍ଥ କାରବାର ନିରୋଧି ଆଇନ(ପିଏମ୍‌ଏଲ୍‌ଏ) ଅଧୀନରେ ରବିବାର ଗିରଫ କରିଛି। ୨୦ ଭୂତ କମ୍ପାନୀଙ୍କ...

ବିଶ୍ୱ ସ୍ତରରେ ବଢିବେ ୨୫ ଲକ୍ଷ ବେକାରୀ

ଜାତିସଂଘ,୨୨-୧: ସାରା ବିଶ୍ୱରେ ବେକାରୀ ସମସ୍ୟା ଏବେ ଉତ୍କଟ ହେଉଛି। ୨୦୨୦ରେ ବେକାରୀ ହାର ବଢିବା ସହ ଏହି ସଂଖ୍ୟାରେ ଆଉ ୨୫ ଲକ୍ଷ ବେକରୀ...

ବିଓଆଇର ନୂଆ ଆଞ୍ଚଳିକ ପ୍ରବନ୍ଧକ

ଭୁବନେଶ୍ୱର,୨-୧୧: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ) କେନ୍ଦୁଝର ଆଞ୍ଚଳିକ କାର୍ଯ୍ୟାଳୟର ଆଞ୍ଚଳିକ ପ୍ରବନ୍ଧକ ଭାବେ ଉପମହାପ୍ରବନ୍ଧକ ସୌନ୍ଦର୍ଯ୍ୟ ଭୂଷଣ ସାହାଣୀ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

Leave a comment

Your email address will not be published. Required fields are marked *