କୁଶଭଦ୍ରାରେ ଚାପ ଖେଳିଲେ ରାଧାମାଧବ

ବାଲିଅନ୍ତା,୧୪ା୫(ଡି.ଏନ୍‌.ଏ.): ଲକଡାଉନ ସତ୍ତ୍ୱେ ସାମାଜିକ ଦୂରତ୍ୱକୁ ମାନି ବାଲିଅନ୍ତାରେ ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ବୁଧବାର ଦ୍ୱିତୀୟ ଦିବସ ଥିବାବେଳେ କରୋନା କଟକଣା ପାଇଁ ହଂସପାଳ ଗ୍ରାମର ଆରାଧ୍ୟ ଠାକୁର ରାଧାମାଧବଙ୍କ ଚଳନ୍ତି ପ୍ରତିମାକୁ ସ୍ଥାନୀୟ କୁଶଭଦ୍ରା ନଦୀଜଳରେ ଚାପ କ୍ରୀଡ଼ା କରାଯାଇଥିଲା। ନୌକା ବଦଳରେ ପିତ୍ତଳ କୁଣ୍ଡରେ ରାଧାମାଧବ ବିଗ୍ରହଙ୍କୁ ୩ ଘେରା ଭଉଁରି କରାଯାଇଥିଲା। ଲକଡାଉନ ଯୋଗୁ ଚଳିତବର୍ଷ ଯାତ୍ରା ପରିବେଷଣକୁ ବାଦ୍‌ ରଖାଯାଇଛି। ରାତି ପରିବର୍ତ୍ତେ ଅପରାହ୍ନ ୫ଟାରେ ଚାପକ୍ରୀଡ଼ା କରାଯାଇଥିଲା। ଶ୍ରୀ ନିକୁଞ୍ଜବିହାରୀ ମନ୍ଦିର ଟ୍ରଷ୍ଟି ବୋର୍ଡ ଓ ହଂସପାଳ ଗ୍ରାମବାସୀ ମିଳିତ ଭାବେ ଚନ୍ଦନଯାତ୍ରାଙ୍କୁ ପରିଚାଳନା କରୁଛନ୍ତି। ଏହି ଯାତ୍ରା ୫ ଦିନ ଧରି ଚାଲିବ।


All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ଯନ୍ତ୍ରୀ

ଘସିପୁରା,୨୧।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବଳ ପଣ୍ଡା ଶନିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭୋର ସମୟରୁ ପଣ୍ଡାଙ୍କ...

ଆମେରିକା, ଚାଇନାଠାରୁ ଭାରତରେ କରୋନା ମୃତ୍ୟୁହାର ଅଧିକ !

ନୂଆଦିଲ୍ଲୀ,୧୨।୪: କରୋନା ଭାଇରସ ଏବେ ୨ଶହରୁ ଊର୍ଦ୍ଧ୍ୱ ଦେଶକୁ ତା’ କବଳକୁ ନେଇ ସାରିଥିବା ବେଳେ ଭାରତ ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ। ଚାଇନାରୁ ଆରମ୍ଭ...

ଡାକ୍ତରଙ୍କଠାରୁ ଲାଞ୍ଚ ନେଇ କିରାଣି ଗିରଫ

ସୁନ୍ଦରଗଡ଼, ୧୮।୨ (ଡି.ଏନ୍‌.ଏ.) -ସୁନ୍ଦରଗଡ଼ ଜିଲା କିଞ୍ଜିରିକେଲା ସ୍ବାସ୍ଥ୍ୟକେନ୍ଦ୍ରର ଜଣେ କିରାଣି ଜଣେ ଡାକ୍ତରଙ୍କଠାରୁ ୧୦ହଜାର ଟଙ୍କା ଲାଞ୍ଚ ନେଇ ସୋମବାର ଅପରାହ୍ନରେ ଭିଜିଲାନ୍ସ ବିଭାଗ...

ବରାହ, ନୃସିଂହ ବେଶରେ ଶ୍ରୀଜୀଉ

ନୀଳଗିରି, ୯।୭(ଡି.ଏନ.ଏ.)-ନୀଳଗିରିସ୍ଥିତ ମାଉସୀମା’ ମନ୍ଦିରରେ ବିଜେ ଶ୍ରୀଜୀଉ ମଙ୍ଗଳବାର ବରାହ ଓ ନୃସିଂହ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଶ୍ରୀଗୁଣ୍ଡିଚା ଯାତ୍ରାରେ ଭକ୍ତଙ୍କ ଗହଳରେ ରଥରେ...

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ: ଜଳିଗଲା ୫ ବଖରା

ସାକ୍ଷୀଗୋପାଳ,୧୯ା୪(ଡି.ଏନ୍‌.ଏ.) : ପୁରୀ ଜିଲା ସତ୍ୟବାଦୀ ବ୍ଲକ ସାଣ୍ଢରା ପଞ୍ଚାୟତ ସାମନ୍ତରାପୁରରେ ରବିବାର ଗ୍ୟାସ ସିଲିଣ୍ଡର ଲିକ୍‌ରୁ ଅଗ୍ନିକାଣ୍ଡ ଘଟି ୫ବଖରା ସହ ଆସବାବପତ୍ର ପୋଡ଼ି...

ଗତ ୨୪ ଘଣ୍ଟାରେ ସୁସ୍ଥ ହେଲେ ୨,୩୫୦ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ କିନ୍ତୁ ୨,୩୫୦ ରୋଗୀ ସୁସ୍ଥ ହେବା...

ଛତିଶଗଡ଼, ଓଡ଼ିଶା ସୀମାନ୍ତରେ ସୁରକ୍ଷାକୁ ନେଇ ଉଚ୍ଚସ୍ତରୀୟ ବୈଠକ

ଭବାନୀପାଟଣା,୪।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାଠାରେ ଜାତୀୟ ନିରାପତ୍ତା ପରାର୍ମଶଦାତା କେ. ବିଜୟ କୁମାରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଛତିଶଗଡ଼ ଏବଂ...

କୋଲ୍‌ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶକୁ ବିରୋଧ: ୨୪ରେ ବନ୍ଦ ଡାକରା

ଝାରସୁଗୁଡା ଅଫିସ/ଲଖନପୁର,୨୩।୧୯(ଡି.ଏନ୍‌.ଏ.): କେନ୍ଦ୍ର ସରକାର କୋଲ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିଭିନ୍ନ ଟ୍ରେଡ୍‌ ଯୁନିୟନ ବିରୋଧ କରିଆସୁଛନ୍ତି। ଏହି ପରିପ୍ରେକ୍ଷୀରେ...

Leave a comment

Your email address will not be published. Required fields are marked *