ଲକ୍‌ଡାଉନ ଯୋଗୁ ରାତିରେ ଶୋଇ ପାରୁ ନାହାନ୍ତି ଏହି ଅଭିନେତ୍ରୀ

ମୁମ୍ବାଇ: କରୋନା ସଂକ୍ରମଣ ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ଲକ୍‌ଡାଉନ ୩.୦ ମେ’ ୧୭ ପର୍ଯ୍ୟନ୍ତ ଲାଗୁ କରାଯାଇଛି। ଲକ୍‌ଡାଉନ ଯୋଗୁ ଅଧିକାଂଶ ଲୋକେ ଘରେ ବନ୍ଦ ହୋଇ ରହିଥିବା ବେଳେ ବଲିଉଡ୍‌ ସେଲବ୍ରିଟିମାନେ ମଧ୍ୟ ଏଥିରୁ ବାଦ୍‌ ପଡି ନାହାନ୍ତି। ଏହି ସମୟରେ ବଲିଉଡ୍‌ ଅଭିନେତ୍ରୀ ମନିଷା କୋଇରାଲା ଏବେ ଇନଷ୍ଟାଗ୍ରାମ ପୋଷ୍ଟରେ ଲେଖିଛନ୍ତି କି ଲକ୍‌ଡାଉନ ତାଙ୍କ ନିଦରେ ବ୍ୟାଘାତ ସୃଷ୍ଟି କରିଛି। ଅଧା ରାତିରେ ସେ ଉଠି ବସି ପଡୁଛନ୍ତି। ତାଙ୍କ ଆଖିରେ ନିଦ ଆସୁନାହିଁ। ଏମିତି ଏକ ପୋଷ୍ଟ ସୋସିଆଲ ମିଡିଆରେ ଦେଖିବା ପରେ ତାଙ୍କ ପ୍ରଶଂସକମାନେ ଏ ସମ୍ପର୍କରେ ନିଜ ନିଜ ମତ ରଖିଛନ୍ତି। କେହି କେହି ଏହାର ସମାଧାନ କରିବାକୁ ମଧ୍ୟ ଚେଷ୍ଟା କରିଛନ୍ତି। ଆଉ କେହି କେହି ମନିଷାଙ୍କ ସହ ଏକମତ ମଧ୍ୟ ହୋଇଛନ୍ତି। ଆଉ କେତେଜଣ ନିଦ ଲାଗିବା ପାଇଁ ଛୋଟ ମୋଟ ଔଷଧକୁ ନେଇ ମଧ୍ୟ ଆଲୋଚନା କରିଥିବା ଦେଖାଯାଇଛି।


All Right Reserved By Dharitri.Com

୩୦ ବର୍ଷ ପରେ କେମିତି ଦେଖାଯାଉଛନ୍ତି ‘ଆଶିକ’ ନାୟକ

ମୁମ୍ବାଇ: ମହେଶ ଭଟ୍ଟଙ୍କ ନିର୍ଦ୍ଦେଶିତ ମୁଭି ’ଆଶିକ’ର ନାୟକ ରାହୁଲ ରୟ ଆଉ ଲାଇମ ଲାଇଟରେ ନାହାନ୍ତି। ସେ ସମୟର ଏହି ହିଟ୍‌ ନାୟକଙ୍କୁ ଦେଖିଲେ...

ରିଲିଜ୍‌ ହେଲା ‘ଛପାକ’ର ନୂଆ ପୋଷ୍ଟର

ମୁମ୍ବାଇ: ନିର୍ଦ୍ଦେଶକ ମେଘନା ଗୁଲଜାର ତାଙ୍କ ଅଗାମୀ ଫିଲ୍ମ ‘ଛପାକ’ ମାଧ୍ୟମରେ ଦର୍ଶକଙ୍କୁ ଜଣେ ଏସିଡ୍‌ ଆଟାକ୍‌ ସର୍ଭାଇଭରଙ୍କ ପ୍ରେରଣାଦାୟୀ କାହାଣୀ ସହ ପରିଚିତ କରାଇବାକୁ...

ଜ୍ୟାକଲିନଙ୍କ ସହ ମନଖୋଲି ନାଚିଲେ ଭାଇଜାନ୍‌

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ଏବେ ତାଙ୍କ ଡ୍ୟାନ୍ସ ପାଇଁ ଅଛନ୍ତି ଚର୍ଚ୍ଚାରେ। ଏବେ ସେ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ଦବଙ୍ଗ ୩ର...

ସମୟାନୁବର୍ତ୍ତୀ ଜାହ୍ନବୀ

ଜାହ୍ନବୀ କପୁରଙ୍କ ପାଖରେ ଏବେ ବିଶ୍ରାମ ନେବାକୁ ଟାଇମ ନାହିଁ। କାରଣ ଏକାଥରେ ତାଙ୍କର ଦୁଇଟି ଫିଲ୍ମ- ‘ଗୁଞ୍ଜନ ସାକ୍‌ସେନା-ଦ କାର୍‌ଗିଲ ଗର୍ଲ’ ଏବଂ ‘ତକ୍‌ତ’ର...

ଘରକୁ ଫେରିଲେ ଆହତ ରଣଦୀପ

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣଦୀପ ହୁଡ୍ଡା ହସ୍ପିଟାଲରୁ ସୁସ୍ଥ ହୋଇ ଏବେ ଘରକୁ ଫେରିଛନ୍ତି। ସଲମାନଙ୍କ ଅପ୍‌ କମିଂ ଫିଲ୍ମ ‘ରାଧେ: ଇୟୋର ମୋଷ୍ଟ ଓ୍ବାଣ୍ଟଟେଡ୍‌...

ବିବାହ ବିଚ୍ଛେଦର ୧୬ ବର୍ଷ ପରେ ଦୁଃଖ ପ୍ରକାଶ କଲେ ଶୈଫ

ମୁମ୍ବାଇ: ଛୋଟେ ନବାବ ଶୈଫ ଅଲି ଖାଁ ତାଙ୍କ ଅପ୍‌ କମିଂ ଫିଲ୍ମ ‘ତାନାଜୀ-ଅ ଅନସଙ୍ଗ ଓ୍ବାରିୟର’ର ପମୋଶନରେ ଏବେ ବ୍ୟସ୍ତ ଅଛନ୍ତି। ନିକଟରେ ସେ...

ଡ୍ରାଇଭରଙ୍କଠାରୁ ଜାହ୍ନବୀ ଧାରନେଲେ ଟଙ୍କା

ବିନା ଟଙ୍କାରେ ଅଭିନେତ୍ରୀ ଜାହ୍ନବୀ କପୁର ଘରୁ ବାହାରିଥିଲେ। କିନ୍ତୁ ରାସ୍ତାରେ ଏମିତି ଘଟିଲା ସେ ବାଧ୍ୟ ହୋଇ ତାଙ୍କ ଡ୍ରାଇଭରଙ୍କଠାରୁ ଧାର ନେଲେ। ଜାଣିଲେ...

ଦବଙ୍ଗ-୩ରେ ବିନା ଶାର୍ଟରେ ନଜର ଆସିବେ ସଲମାନ

ବଲିଉଡ୍‌ ସୁପରଷ୍ଟାର୍‌ ସଲମାନ ଖାନ୍‌ ପରଦାରେ ପୁଣି ବିନା ଶାର୍ଟରେ ନଜର ଆସିବେ। ନିଜ ଆଗାମୀ ସିନେମା ‘ଦବଙ୍ଗ-୩’ର କିଛି ସିନ୍‌ରେ ସେ ଶାର୍ଟ ଲେସ୍‌...

Leave a comment

Your email address will not be published. Required fields are marked *