କିମ୍ଭିରିଆପାଳରେ ୨ କରୋନା ପଜିଟିଭ୍‌:  ଗୋବିନ୍ଦାବାଟି, ମିଳିମିଳାପୁର, ମାଳଦା ଗ୍ରାମ ୨୪ ଘଣ୍ଟାଆ ସର୍ଟଡାଉନ

ବରୀ(ସ୍ବ.ପ୍ର.)/ରତ୍ନଗିରି, ୧୪।୫ (ଡି.ଏନ୍‌.ଏ): ବରୀ ବ୍ଲକ ଅଧୀନ କିମ୍ଭିରିଆପାଳ ପଞ୍ଚାୟତ ଗୋବିନ୍ଦାବାଟି ଗ୍ରାମରୁ ଗୁରୁବାର ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଦ୍ୱୟ ଦୁଇ ଭାଇ ଓ ସେମାନଙ୍କ ବୟସ ଯଥାକ୍ରମେ ୬୦ ଓ ୩୫ ବର୍ଷ। କିଛି ଦିନ ପୂର୍ବରୁ ସେମାନେ କଲିକତାରୁ ଫେରି ଗୋବିନ୍ଦାବାଟି ପ୍ରାଥମିକ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ରହୁଥିଲେ। ସେମାନଙ୍କ ସ୍ବାବ୍‌ ରିପୋର୍ଟ ପଜିଟିଭ ଆସିଥିବା ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. କୌଶିକ ପାତ୍ର ସୂଚନା ଦେଇଛନ୍ତି। ଏହାପରେ କିମ୍ଭିରିଆପାଳ ସରପଞ୍ଚ ପ୍ରତିମା ସାହୁ ଗୋବିନ୍ଦାବାଟି, ମିଳିମିଳାପୁର, ମାଳଦା ଗ୍ରାମକୁ ଗୁରୁବାର ପୂର୍ବାହ୍ନ ୧୨ଟାରୁ ଶୁକ୍ରବାର ପୂର୍ବାହ୍ନ ୧୨ଟା ପର୍ଯ୍ୟନ୍ତ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି।


All Right Reserved By Dharitri.Com

ଶିଳପୁଆରେ ମାଡ଼ମାରି ମା’ଙ୍କୁ ହତ୍ୟା: ଅଭିଯୁକ୍ତ ପୁଅ ଗିରଫ

ବରଗଡ଼ ଅଫିସ,୨୩।୭: ନିଜର ମା’ଙ୍କୁ ହତ୍ୟାକରି ପୁଅ ଗିରଫ ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବରଗଡ଼ ସଦର ଥାନା ଅନ୍ତର୍ଗତ ଧାଙ୍ଗେର ଗ୍ରାମରେ।...

ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ: ପାଠ୍ୟ ପୁସ୍ତକ ସହ ଅନ୍ୟ ବହି ପଢ଼ିବାକୁ ପରାର୍ମଶ

ନୟାଗଡ଼ ଅଫିସ,୧୫।୧-ନୟାଗଡ଼ ସ୍ବୟଂଶାସିତ ଓ ଯୁକ୍ତ ୨ କନିଷ୍ଠ ମହାବିଦ୍ୟାଳୟର ୫୯ତମ ବାର୍ଷିକ ଉତ୍ସବ ଅଟୋ ପେଷ୍ଟ-୨୦୨୦ ମଙ୍ଗଳବାର ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ...

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର,୧୩।୧୦(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ ଭି.କେ.ପାଣ୍ଡିଆନ କେନ୍ଦୁଝର ଗସ୍ତରେ ଆସି ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀଙ୍କ ସହ ଆଲୋଚନା କରିଛନ୍ତି। ଡାକ୍ତରଖାନାର...

ବିଭିନ୍ନ ଦାବି ନେଇ ଧାରଣାରେ ବସିଲେ ସୁରକ୍ଷା କର୍ମୀ

ବ୍ରହ୍ମପୁର ଅଫିସ,୧ା୭-  ଏମ୍‌କେସିଜି ମେଡିକାଲରେ କାର୍ଯ୍ୟରତ ଶତାଧିକ ସୁରକ୍ଷା କର୍ମୀ ବିଭିନ୍ନ ଦାବି ନେଇ ରବିବାର ଅପରାହ୍ନରେ ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ।...

ବିଦ୍ୟୁତ ସଂଯୋଗ ନ ହେବାରୁ ଗ୍ରାମବାସୀ ଉପଜିଲାପାଳଙ୍କ ଦ୍ୱାରସ୍ଥ

ଚମ୍ପୁଆ,୩ା୧(ଡି.ଏନ.ଏ)- ଚମ୍ପୁଆ ବ୍ଲକ ଜାମୁଦଲକ ପଞ୍ଚାୟତ ହୁଡି ସାହି ଓ ସମା ସାହି ଖୁଣ୍ଟ, ତାର ଓ ଟ୍ରାନ୍ସଫର୍ମର ଲାଗିଥିଲେ ମଧ୍ୟ ବିଦ୍ୟୁତ ସଂଯୋଗ ଦିଆଯାଉ...

୧୦ବର୍ଷ ପରେ ବି ସ୍ବାସ୍ଥ୍ୟକେନ୍ଦ୍ର ଅଧାପନ୍ତରିଆ

କଟକସଦର,୧୩ା୫(ଡି.ଏନ.ଏ): କରୋନା ପାଇଁ ସ୍ବାସ୍ଥ୍ୟ ବିଭାଗର ପାରାମେଡିକାଲ ଷ୍ଟାଫ ଗ୍ରାମାଞ୍ଚଳରେ ବେଶ ସକ୍ରିୟ ରହିଛନ୍ତି। ହେଲେ କଟକସଦର ବ୍ଳକ ଅନ୍ତର୍ଗତ କନ୍ଦରପୁର ପଞ୍ଚାୟତର ବମ୍ବୁରୀ ସ୍ବାସ୍ଥ୍ୟକେନ୍ଦ୍ର...

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ଜଣଙ୍କ ମୃତ୍ୟୁ

ନୟାଗଡ଼ ଅଫିସ,୪।୯: ନୟାଗଡ଼ ଜିଲା ରଣପୁର ବ୍ଲକ ରଙ୍କଦେଉଳି ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଉକ୍ତ ଗ୍ରାମର...

ମହାବିଦ୍ୟାଳୟସ୍ତରୀୟ ଯୁବ ରେଡକ୍ରସ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭା ରହିଛି

ନୂଆପଡା ଅଫିସ,୪ା୧୦- ସ୍ଥାନୀୟ ମହାମାୟା କଲେଜରେ ଚାଲିଥିବା ମହାବିଦ୍ୟାଳୟସ୍ତରୀୟ ଯୁବ ରେଡକ୍ରସ ଶିବିର ଉଦ୍‌ଯାପିତ ହୋଇଯାଇଛି। ଗୁରୁବାର ମହାମାୟା କଲେଜରୁ ଛାତ୍ରୀଛାତ୍ରମାନଙ୍କ ଏକ ଶୋଭାଯାତ୍ରା ବାହାରି...

Leave a comment

Your email address will not be published. Required fields are marked *