ଋଣ, ଚାରା ଦେବା ନଁ।ରେ ଠକେଇ, ଜଣେ ଗିରଫ

ବାଲିଗୁଡା,୧୬ା୫(ଡି.ଏନ୍‌.ଏ.)- ବାଲିଗୁଡା ଉପଖଣ୍ଡ କୋଟଗଡ଼ ପୋଲିସ ଜଣେ ଠକକୁ ଗିରଫ କରିଛି । ଠକ ଜଣକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ଗ୍ରାମର ଭିମରାଜ ନାୟକ। ଭିମରାଜ ନିଜକୁ ଆଇଟିଡିଏ (ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା)ର କର୍ମଚାରୀ କହି ଦୀର୍ଘଦିନ ହେଲା କୋଟଗଡ଼ ଅଞ୍ଚଳବାସୀଙ୍କୁ ଠକି ଆସୁଥିଲା। ଲୋକଙ୍କୁ କାଜୁ ଚାରା ଓ ଛେଳିଚାଷ ପାଇଁ ଋଣ ଦେବା ନଁ।ରେ ଲକ୍ଷାଧିକ ଟଙ୍କା ଠକି ନେଇଥିଲା। କିଛିଦିନ ପରେ ଲୋକେ ଚାରା କିମ୍ବା କୌଣସି ଋଣ ନପାଇ ବାଲିଗୁଡ଼ା ଆଇଟିଡିଏ କାର୍ଯ୍ୟାଳୟକୁ ଯାଇଥିଲେ। ଭିମରାଜ ନାୟକ ନାମରେ କୌଣସି କର୍ମଚାରୀ ନାହାନ୍ତି ବୋଲି କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଥିଲା। ପରେ ଭିମରାଜ ପାରିଗଡ଼ ଗ୍ରାମକୁ ଯାଇଥିବାବେଳେ ଗ୍ରାମବାସୀ ଧରି ପୋଲିସ ଜିମା ଦେଇଛନ୍ତି। କୋଟଗଡ ପୋଲିସ ନଂ.୩୧/୨୦ରେ ଏକ ମାମଲା ରୁଜୁ କରି ଭିମରାଜଙ୍କୁ କୋର୍ଟ ଚାଲାଣ କରିଥିବା କୋଟଗଡ଼ ଆଇଆଇସି ହରମୋହନ ନାୟକ ସୂଚନା ଦେଇଛନ୍ତି।


All Right Reserved By Dharitri.Com

ଅଭିଭାବକ, ଶିକ୍ଷକ ଏକ ମୁଦ୍ରାର ଦୁଇପାର୍ଶ୍ୱ

ନୂଆପଡା ଅଫିସ,୨୮ା୬: ବିଦ୍ୟାଳୟଗୁଡିକରେ ଗୁଣାତ୍ମକ ଶିକ୍ଷାର ବିକାଶ ସକାଶେ ଅଭିଭାବକ ଏବଂ ଶିକ୍ଷକମାନଙ୍କ ଅବଦାନ ରହିବା ବାନଛନୀୟ। ଏମାନେ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ। ଶିକ୍ଷାଦାନକୁ...

ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ପାଣ୍ଠି: ସେବାୟତଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ପୁରୀ ଅଫିସ,୧୦ା୧: ମହାପ୍ରଭୁଙ୍କ କର୍ପସ ପାଣ୍ଠିକୁ ଘରୋଇ ବ୍ୟାଙ୍କରେ ରଖାଯିବାକୁ ନେଇ ଆରମ୍ଭ ହୋଇଛି ଘଣ୍ଟାଚକଟା। ଶ୍ରୀମନ୍ଦିର ପରିଚାଳନା କମିଟି ଏବଂ ଅର୍ଥ ସବ୍‌ କମିଟିକୁ...

ନକଲି ମଦ କାରଖାନା ଠାବ, ୨ ଗିରଫ

ସିମୁଳିଆ, ୩୦।୧(ଡି.ଏନ.ଏ.)-କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଦ୍ୱାରା ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ ସାହୁଖର୍ଦ୍ଦା ଅଞ୍ଚଳରେ ଚାଲିଥିବା ନକଲି ମଦ କାରଖାନା ଉପରେ ଚଢାଉ...

ଗଣିତରେ କପି କରି ଧରାପଡ଼ିଲେ ୬ ପରୀକ୍ଷାର୍ଥୀ

ହାଟଡିହୀ,୨୬।୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଚଳିତବର୍ଷ ୧୩ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଚାଲୁରହିଛି। ବୁଧବାର ଗଣିତ ପରୀକ୍ଷାରେ କପି କରି କେନ୍ଦୁଝର ଓ ବାଲେଶ୍ୱର...

ଛାନୁଆରେ ମଦ ବିକ୍ରିକୁ ବିରୋଧ: ଜିଲାପାଳଙ୍କୁ ଭେଟିଲେ ମହିଳା

ବାଲେଶ୍ୱର ଅଫିସ, ୨୨।୧୦- ବାଲେଶ୍ୱର ଜିଲା ବସ୍ତା ବ୍ଲକ ଛାନୁଆ ପଞ୍ଚାୟତରେ ୩୦ରୁ ଊର୍ଦ୍ଧ୍ୱ ସ୍ଥାନରେ ନିଶାଦ୍ରବ୍ୟ କାରବାର ଚାଲିଛି। ଏହାକୁ ରୋକିବା ଲାଗି ସ୍ଥାନୀୟ...

ପରିଚଏ, ଜୀବ୍‌କା ଦେଇଛେ ଜହ୍ନି ଚାଷ୍‌

ସୋହେଲା,୨୯ା୮(ଡି.ଏନ୍‌.ଏ.):  ଓଡ଼ିଶା ଗୁଟେ କୃଷି ପରଧାନ ରାଏଜ୍‌। ଇ ରାଏଜ୍‌ର ବଡ଼ଭାଗି ଲୋକ୍‌ ଚାଷ୍‌ବାସ ଉପରେ ନିରଭର କରି ନିଜର ଜୀବନ୍‌ ଜୀବ୍‌କା ଚଲଉଛନ୍‌। ସେନ୍‌ତା...

ଜିଲାପାଳଙ୍କ ମିଳିତ ଜନଶୁଣାଣି:୧୧୬ ଅଭିଯୋଗରୁ ୪୪ ତୁରନ୍ତ ସମାଧାନ

ବିଞ୍ଝାରପୁର,୧୪|୮(ଡି.ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ କାର୍ଯ୍ୟାଳୟ ପରିସର ସଭାଗୃହରେ ମଙ୍ଗଳବାର ଜିଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ା ଏଥିରେ ଜିଲାପାଳ ରଞ୍ଜନ କୁମାର ଦାସଙ୍କ...

ପଡିଆପଶି-ବନ୍ଧାଣୀ ପୋଲ ଧସିଲା : ବ୍ୟାପକ ଫସଲ ନଷ୍ଟ

ତେଲକୋଇ, ୧।୯(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ କରମଙ୍ଗୀ ପଞ୍ଚାୟତ ଅଧୀନର ପଡିଆପଶି-ବନ୍ଧାଣୀଆ ରାସ୍ତା ମଝିରେ ପୋଲ ଭୁଶୁଡ଼ି ପଡିଛି। ଏଥଯୋଗୁ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିବା ବେଳେ...

Leave a comment

Your email address will not be published. Required fields are marked *