ଉପରମୁହାଁ ହେଉଛି ସଂକ୍ରମଣ: ଚିହ୍ନଟ ହେଲେ ୨୩୧ ପଜିଟିଭ୍‌

ଭୁବନେଶ୍ବର,୨।୭(ବ୍ୟୁରୋ): ରାଜ୍ୟରେ ଉପରମୁହାଁ ହେଉଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୫ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୯୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରିି ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୦୧୯୨କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୧୩, ଭଦ୍ରକରୁ ୫, ବଲାଙ୍ଗୀରରୁ ୧, କଟକରୁ ୩୫, ଦେବଗଡ଼ରୁ ୩, ଜଗତ୍‌ସିଂହପୁରରୁ ୨, ଯାଜପୁରରୁ ୨, ଝାରସୁଗୁଡାରୁ ୧, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୯୯, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ଜଣେ, ନୂଆପଡ଼ାରୁ ୮, ପୁରୀରୁ ୫, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୦, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୧୨ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୨୫ ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri