୨୩୧ ବର୍ଷର ବନ୍ଧୁକ ସଂସ୍କୃତି, ନିୟନ୍ତ୍ରଣ କରିବାରେ ସରକାର ବିଫଳ…

ଓ୍ବାଶିଂଟନ,୧୮।୭ : ଆମେରିକାରେ ଗୁଳିକାଣ୍ଡ ଥମିବାର ନା ଧରୁନି। ଦେଶରେ ଜାରି ରହିଥିବା ବନ୍ଧୁକ ସଂସ୍କୃତି ଯୋଗୁ ଏଭଳି ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ସମୟରେ ଏଭଳି ଘଟଣାରେ ବହୁ ଧନ ଜୀବନର ହାନି ଘଟୁଛି। ରାଷ୍ଟ୍ରପତି ଜୋ ବାଇଡେନ୍‌ ଏନେଇ ଆଇନ ଆଣିବାର ପ୍ରୟାସ କରିଛନ୍ତି। ମାତ୍ର ଏଭଳି ଘଣଟାରେ ନିୟନ୍ତ୍ରଣ ଆଣିବାରେ ସରକାର ବିଫଳ ରହିଛନ୍ତି।

ଦେଶରେ ବନ୍ଧୁକ ସଂସ୍କୃତିର ଇତିହାସ ପ୍ରାୟ ୨୩୧ ବର୍ଷ ପୁରୁଣା। ୧୭୯୧ରେ ସମ୍ବିଧାନର ଦ୍ୱିତୀୟ ସଂଶୋଧନରେ ଆମେରିକୀୟ ନାଗରିକମାନଙ୍କୁ ଅସ୍ତ୍ରଶସ୍ତ୍ର ରଖିବା ଏବଂ କ୍ରୟ କରିବାର ଅଧିକାର ଦିଆଯାଇଥିଲା। ଏହି ସଂସ୍କୃତି ଆମେରିକାରେ ଆରମ୍ଭ ହୋଇଥିଲା ଯେତେବେଳେ ବ୍ରିଟିଶମାନେ ସେଠାରେ ଶାସନ କରୁଥିଲେ। ସେତେବେଳେ କୌଣସି ସ୍ଥାୟୀ ସୁରକ୍ଷା ବଳଙ୍କର ବ୍ୟବସ୍ଥା ନ ଥିଲା। ସେଥିପାଇଁ ଲୋକଙ୍କୁ ନିଜ ତଥା ପରିବାରର ସୁରକ୍ଷା ପାଇଁ ଅସ୍ତ୍ରଶସ୍ତ୍ର ରଖିବାର ଅଧିକାର ଦିଆଯାଇଥିଲା।

କିନ୍ତୁ ଆମେରିକାର ଜାରି ରହିଥିବା ଏହି ନିୟମ ଯୋଗୁ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଛି। ଆମେରିକାରେ ଶହ ଶହ ଷ୍ଟୋର, ଶପିଂ ଆଉଟଲେଟ ଏବଂ ଛୋଟ ଦୋକାନ ଅଛି ଯେଉଁଠାରେ ବନ୍ଧୁକ ବିକ୍ରି ହୁଏ। ଆମେରିକାରେ ପ୍ରତ୍ୟେକ ସପ୍ତାହରେ ବିଭିନ୍ନ ସ୍ଥାନରେ ବନ୍ଧୁକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥାଏ। ସେଠାରେ ୱାଲମାର୍ଟ ପରି ବଡ କମ୍ପାନୀର ଷ୍ଟୋରରୁ ଆରମ୍ଭ କରି ଛୋଟ ଦୋକାନ ପର୍ଯ୍ୟନ୍ତ ସବୁଠାରେ ବନ୍ଧୁକ ବିକ୍ରି ହୋଇଥାଏ। ଦେଶରେ ଯେକୌଣସି ସାଧାରଣ ବ୍ୟକ୍ତି ସହଜରେ ବନ୍ଧୁକ କିଣି ପାରିବେ।

ଅସ୍ତ୍ରଶସ୍ତ୍ରର ଏହି ଖୋଲା କାରବାରରେ କୌଣସି ଅନୁସନ୍ଧାନ କରାଯାଏ ନାହିଁ। ଦୋକାନରୁ ବନ୍ଧୁକ କିଣିବା ପରେ ହିଁ ଯାଞ୍ଚ୍‌ କରାଯାଏ। ବନ୍ଧୁକ କିଣିବା ସମୟରେ କ୍ରେତାଙ୍କୁ ଏକ ଫର୍ମରେ ନାମ, ଠିକଣା, ଜନ୍ମ ତାରିଖ ଏବଂ ନାଗରିକତା ପ୍ରଦାନ କରିବାକୁ ପଡିଥାଏ। ଆମେରିକାର ଗୁପ୍ତଚର ଏଜେନ୍ସି ବନ୍ଧୁକ ବିକ୍ରେତାଙ୍କ କ୍ରେତାଙ୍କ ସୂଚନା ଫେଡେରାଲ ବ୍ୟୁରୋ ଅଫ ଇନଭେଷ୍ଟିଗେଶନ (ଏଫବିଆଇ)କୁ ପ୍ରଦାନ କରିଥାଏ, ଯାହା ବନ୍ଧୁକ କ୍ରେତାଙ୍କ ପୃଷ୍ଠଭୂମି ଯାଞ୍ଚ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri