କୁଆପଥର ବର୍ଷା, ବ୍ୟାପକ କ୍ଷୟକ୍ଷତି

ରାଇକିଆ,୧୩।୬(ଡ଼ି.ଏନ.ଏ)-ରାଇକିଆ ବ୍ଲକର ବିଭିନ୍ନ ଅଞ୍ଚଳରେ ବୁଧବାର ରାତ୍ରରେ ପ୍ରବଳ ବର୍ଷା ସହ କୁଆପଥର ପଡିଥିଲା। ଏଥିରେ ଅନେକ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ମାଣିକେଶ୍ୱର ପଞ୍ଚାୟତରେ ଅଧିକ କ୍ଷତି ହୋଇଛି। ବାଡ଼ାମାହା ଓ କଡ଼ିଙ୍ଗିଆ ଗ୍ରାମରେ ବଡ଼ ବଡ଼ କୁଆପଥର ପଡ଼ିବା ଯୋଗୁ ୨୦୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଘର ଆଜବେଷ୍ଟ ଭାଙ୍ଗିଯାଇଛି। ଚାଷ ଜମି ମଧ୍ୟ କ୍ଷୟକ୍ଷତି ହୋଇଛି। ବିନସ, ଫୁଲକୋବି ଆଦି ଚାଷ ପାଇଁ ପ୍ରସ୍ତୁତ କରାଯାଇଥିବା ଚାରା ନଷ୍ଟ ହୋଇଛି। ବାଡ଼ାମାହା ଗ୍ରାମର ମୋତି ପ୍ରଧାନଙ୍କ ଘର କାନ୍ଥ ସଂପୂର୍ଣ୍ଣ ଭାଙ୍ଗି ଯାଇଛି। ମାଣିକେଶ୍ୱର ସରପଞ୍ଚ ଭୂଷଣ ପ୍ରଧାନ କ୍ଷତିଗ୍ରସ୍ତ ପରିବାରକୁ ଭେଟିଛନ୍ତି। ରାଇକିଆ ଆରଆଇ ଦୀପା ପ୍ରଧାନ ଗ୍ରାମରେ ପହଞ୍ଚି କ୍ଷୟକ୍ଷତି ଆକଳନ କରିଛନ୍ତି।


All Right Reserved By

ଘର ମାଲିକଙ୍କୁ ମରଣାନ୍ତକ ଆକ୍ରମଣ, ୪ ଗିରଫ

ବ୍ରହ୍ମପୁର ଅଫିସ,୨୨ା୫- ଘରଭଡ଼ାକୁ କେନ୍ଦ୍ରକରି ଘର ମାଲିକଙ୍କୁ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାରେ ଗୋଷାଣୀନୂଆଗଁା ପୋଲିସ ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଗୋଷାଣୀନୂଆଗଁା...

ଆବାସ ଯୋଜନା ବାଟବନା:ପଲିଥିନ୍‌ ଢପା ଭଂଗା ଘରେ ଗରିବ ପରିବାର

ଖପ୍ରାଖୋଲ, ୨୮ା୬(ଡି.ଏନ.ଏ.): ଗରବ୍‌ ଦୁଖି ପରିବାର ଲାଗି ମୁଡ଼ ଗୁଁଜ୍‌ବାକେ ପ୍ରଧାନମନ୍ତ୍ରୀ ଆବାସ, ବିଜୁ ପକାଘର, ଇନ୍ଦିରା ଆବାସ, ମୋ କୁଡ଼ିଆ ଲେଖେଁ ଅନେକ ଆବାସ...

ଭାଜପା ପ୍ରାର୍ଥୀଙ୍କ କାରରୁ ଲକ୍ଷାଧିକ ଟଙ୍କା ଜବତ

ହିନ୍ଦୋଳ,୧୮।୪(ଡି.ଏନ.ଏ): ଢ଼େଙ୍କାନାଳ ଜିଲା ହିନ୍ଦୋଳର ମଙ୍ଗଳପୁରରୁ ଗୁରୁବାର ଭାଜପା ପ୍ରାର୍ଥୀଙ୍କ କାରରୁ ଲକ୍ଷାଧିକ ଟଙ୍କା ଜବତ କରାଯାଇଛି। ଭାଜପା ପ୍ରାର୍ଥୀ ଆଶୋକ ନାୟକଙ୍କ ଗାଡ଼ିରୁ ଷ୍ଟାଟିକ୍‌...

ଫନୀରେ ଧ୍ୱସ୍ତ ବିଧ୍ୱସ୍ତ ରତ୍ନବଟ ଆଶ୍ରମ: ଆଜି ପ୍ରାଚୀ ଉପତ୍ୟକାରେ ବାରଗାଦି ମେଳଣ

କାକଟପୁର, ୧୭।୫(ଡି.ଏନ୍‌.ଏ.):ପବିତ୍ର ବୁଦ୍ଧ ପୂର୍ଣ୍ଣମୀ ଅର୍ଥାତ୍‌ ବୈଶାଖ ପୂର୍ଣ୍ଣୀମାରେ ଶନିବାର କାକଟପୁରର ରତ୍ନବଟ ଆଶ୍ରମରେ ଅନୁଷ୍ଠିତ ହେବ ବାରଗାଦି ମେଳଣ। ଦିନକ ପାଇଁ ଉତ୍ସବ ମୁଖର...

ନାବାଳିକା ଛାତ୍ରୀ ବଳାତ୍କାର ଘଟଣା: ଛାତ୍ରୀନିବାସରେ ନୁହେଁ ପଡ଼ୋଶୀଙ୍କ ଦ୍ୱାରା ଛାତ୍ରୀ ଗର୍ଭବତୀ ହୋଇଥିବା କହିଲେ ମନ୍ତ୍ରୀ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ଅନୁସୂଚିତ ଜାତି ଏବଂ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ହେଉଥିବା ସରକାରୀ ଛାତ୍ରୀନିବାସରେ ରହୁଥିବା ଆଦିବାସୀ ଛାତ୍ରୀମାନେ ସୁରକ୍ଷିତ ନାହାନ୍ତି। ବିଭିନ୍ନ...

ଭତ୍ତାକୁ ଚାହିଁଛନ୍ତି ଉତ୍ତରା: ୩୦କେଜି ଚାଉଳରେ ଚଳୁଛନ୍ତି ୪ ପ୍ରାଣୀ

ଭାପୁର,୨୬।୬(ଡି.ଏନ.ଏ.)- ଦୁଇବର୍ଷ ହେଲା ଆରପାରିରେ ସ୍ବାମୀ। ଘରେ ୨ ଝିଅ, ଜଣେ ପୁଅ। ମୂଲମଜୁରି ଲାଗିଲେ ସେମାନଙ୍କ ପେଟକୁ ଦାନା ଯୋଗାଡ଼ ହେଉଛି। ଭଙ୍ଗା କୁଡ଼ିଆରେ...

ଠେଙ୍ଗାରେ ପିଟି ଯୁବକଙ୍କୁ ହତ୍ୟା

ଆସିକା,୧୭।୫(ଡି.ଏନ୍‌.ଏ.)- ଆସିକା ଥାନା ସିଦ୍ଧନଈ ପଞ୍ଚାୟତ ବଣବାଲି ଗ୍ରାମରେ ଶୁକ୍ରବାର ଅପରାହ୍ନ ପ୍ରାୟ ୩ଟାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ଜଣକ ସେହି ଗ୍ରାମର...

ବାସ୍କେଟବଲ୍‌ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ବ୍ରହ୍ମପୁର ଅଫିସ୍‌,୭ା୬- ମଡର୍ଣ୍ଣ ୟୁଥ୍‌ କ୍ଲବ ତରଫରୁ ତଥା ବିଏମ୍‌ସି ସହଯୋଗରେ ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ଚାଲିଥିବା ଗ୍ରୀଷ୍ମକାଳୀନ ବାସ୍କେଟବଲ୍‌ ପ୍ରଶିକ୍ଷଣ ଶିବିର ଗୁରୁବାର ଉଦ୍‌ଯାପିତ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *