ଫିଟ୍‌ନେସ ପାଇଁ ୨୩ ଘଣ୍ଟା ଉପାସରେ ରହିଲେ ହ୍ରିତିକ

ସାରାଦେଶରେ ଜାରି ରହିଛି ଲକଡାଉନ। ସାଧାରଣ ଲୋକଙ୍କ ପରି ବଲିଉଡ କଳାକାରମାନେ ମଧ୍ୟ ଲକଡାଉନରେ ଘରେ ରହି ସମୟ ବିତାଉଛନ୍ତି। ଏହି ସମୟରେ ଅଧିକାଂଶ କଳାକାର ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବାବେଳେ ନିଜ ଫଟୋ ଓ ଭିଡିଓ ପୋଷ୍ଟ କରି ପ୍ରଶଂସକଙ୍କୁ ନିଜ ବିଷୟରେ ସୂଚନା ଦେଉଛନ୍ତି। ଏଥିରୁ ବାଦ ପଡ଼ିନାହାନ୍ତି ଅଭିନେତା ହ୍ରିତିକ ରୋଶନ। ସେ ଲକଡାଉନର ସଦୁପଯୋଗ କରୁଛନ୍ତି। ନିଜ ଫିଟନେସ ପାଇଁ ସେ ୨୩ ଘଣ୍ଟା କିଛି ନ ଖାଇ ପିଇ ଉପବାସରେ ରହୁଛନ୍ତି। ଏ ନେଇ ହ୍ରିତକ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ପୋଷ୍ଟ କରି ସୂଚନା ଦେଇଛନ୍ତି।


All Right Reserved By Dharitri.Com

ଅଭିନୟରେ ସଫଳ ରହିଥିବା ସଲମାନ୍‌ ପ୍ରେମରେ ସବୁବେଳେ ବିଫଳ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ୍‌ ଖାଁଙ୍କର ଫିଲ୍ମ ଜୀବନ ପରି ବ୍ୟକ୍ତିଗତ ଜୀବନ ମଧ୍ୟ ରୋମାଞ୍ଚକର। ଜୀବନରେ ତାଙ୍କର ବହୁ ଅଭିନେତ୍ରୀଙ୍କ ସହିତ ପ୍ରେମ ସମ୍ପର୍କ...

ଅଭିନେତ୍ରୀ ପୂର୍ବରୁ ଯୋଗ ଶିଖାଉଥିଲେ ଅନୁଷ୍କା

ଫିଲ୍ମ ‘ବାହୁବଳୀ-୨’ ସୁପରହିଟ୍‌ ହେବା ପରେ ‘ଦେବସେନା’ ଅର୍ଥାତ୍‌ ଅନୁଷ୍କା ସେଟ୍ଟୀଙ୍କ ଅଭିନୟକୁ ପ୍ରଶଂସା କରାଯାଇଥିଲା। ହେଲେ ଫିଲ୍ମରେ ନାୟକ ସାଜିଥିବା ଅଭିନେତା ପ୍ରଭାସଙ୍କ ସହ...

ଏସିଡ୍‌ ପୀଡିତାଙ୍କ ସହ ଜନ୍ମଦିନ ପାଳିବେ ଦୀପିକା

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଛପାକ’ର ପ୍ରମୋଶନ୍‌ରେ ବ୍ୟସ୍ତ ଅଛନ୍ତି। ଫିଲ୍ମଟି ଜାନୁୟାରୀ ୧୦ରେ ପରଦାକୁ ଆସିବାକୁ ଥିବାବେଳେ ଏହାପୂର୍ବରୁ ଅର୍ଥାତ୍‌...

ମୋଦିଙ୍କ ସହ ସେଲ୍‌ଫି ନେବାକୁ ବ୍ୟଗ୍ର ବଲିଉଡ୍‌ ଷ୍ଟାର

ନୂଆଦିଲ୍ଲୀ,୨୦।୧୦: ପ୍ରଧାନମନ୍ତ୍ରୀ ମୋଦିଙ୍କର ବିଶ୍ୱରେ ଅନେକ ପ୍ରଶଂସକ ରହିଛନ୍ତି। ଟୁଇଟରରେ ସବୁଠାରୁ ଅଧିକ ଫଲୋ କରୁଥିବା ଭାରତୀୟ ଭାବେ ମୋଦିଙ୍କ ନାଁ ରହିଛି ଆଗରେ। ତେବେ...

କଙ୍ଗନାଙ୍କ ସ୍ବପ୍ନ ହେଲା ପୂରଣ

ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ବଲିଉଡ୍‌ର ଜଣେ ପ୍ରତିଭାସମ୍ପନ୍ନ ଅଭିନେତ୍ରୀଙ୍କ ମଧ୍ୟରୁ ଅନ୍ୟତମ। ନିଜ ଅଭିନୟ ଜରିଆରେ ସେ ଇଣ୍ଡଷ୍ଟ୍ରୀରେ ଏକ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି।...

କେଆଇଏଫ୍‌ଏଫ୍‌ରେ ପ୍ରଦର୍ଶିତ ହେବ ‘ପାଟଣାଗଡ଼’

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ବଲାଙ୍ଗୀର ଜିଲାର ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ଉପରେ ନିର୍ମିତ ବହୁଭାଷୀ ଫିଲ୍ମ ‘ପାଟଣାଗଡ଼’ ଆସନ୍ତା ନଭେମ୍ବର ୮ରେ ସମଗ୍ର...

ମାଆ ହେବାକୁ ଡରୁଛନ୍ତି ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ବୋଲ୍ଡ କୁଇନ୍‌ ମଲ୍ଲିକା ସେରାଓ୍ବତ ଏବେ ବଡ ପରଦାଠାରୁ ଦୂରେଇ ରହିଛନ୍ତି ସତ। ହେଲେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ଥିବା ଏହି...

ସଲମାନ୍‌ ଦୋଷମୁକ୍ତ

ଯୋଧପୁର,୧୮ା୬(ଆଇଏଏନ୍‌ଏସ୍‌): ଅଦାଲତରେ ମିଥ୍ୟା ସତ୍ୟପାଠ ଦାଖଲ ମାମଲାରେ ସ୍ଥାନୀୟ ଅଦାଲତ ସୋମବାର ଅଭିନେତା ସଲମାନ୍‌ ଖାନ୍‌ଙ୍କୁ ଦୋଷମୁକ୍ତ କରିଛନ୍ତି। ୨୦୦୬ରେ ରାଜସ୍ଥାନ ସରକାର ତାଙ୍କ ବିରୋଧରେ...

Leave a comment

Your email address will not be published. Required fields are marked *