୧୨୭୧ ସ୍ବାବ୍‌ ନମୁନା ରିପୋର୍ଟ ନେଗେଟିଭ୍‌

ବରଗଡ଼ ଅଫିସ୍‌,୧୬।୫: ବରଗଡ଼ ଜିଲାକୁ ବର୍ତ୍ତମାନ ସୁଦ୍ଧା କରୋନା(କୋଭିଡ୍‌-୧୯) ଭୂତାଣୁ ମାଡ଼ି ପାରି ନାହିଁ। ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ସୁଦ୍ଧା ୧୪୩୮ଜଣଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ସେଥି ମଧ୍ୟରୁ ଶନିବାର ସୁଦ୍ଧା ୧୨୭୧ଟି ନମୁନାର ରିପୋର୍ଟ ମିଳିଛି ଏବଂ ସେହିସବୁ ନେଗେଟିଭ୍‌ ବୋଲି ସୂଚନା ଦିଆଯାଇଛି ।


All Right Reserved By Dharitri.Com

ଶ୍ରାଦ୍ଧ ଦିବସରେ ଅସମ୍ମାନ: ବିଜୁଙ୍କ ପ୍ରତିମୂର୍ତ୍ତିରେ ପଡିଲାନି ଫୁଲମାଳ

ଗୁଣପୁର,୧୭।୪(ଡି.ଏନ୍‌.ଏ.)-ରାୟଗଡା ଜିଲା ଗୁଣପୁର ବିଜେଡିରେ ଥିବା ମତଭେଦ ଯୋଗୁ ଶ୍ରାଦ୍ଧ ଦିବସରେ ପ୍ରବାଦ ପୁରୁଷଙ୍କ ପ୍ରତି ଅସମ୍ମାନ ହେଲାଭଳି ଘଟଣା ଦେଖିବାକୁ ମିଳିଛି। ବୁଧବାର ନୂତନ...

ହତ୍ୟାକାରୀ ପୁତୁରା ଗିରଫ

ବାରିପଦା ଅଫିସ/ବାଙ୍ଗିରିପୋଷି,୨ା୨(ଡ଼ି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଉପର ଉଚ୍ଚଡିହା ଗ୍ରାମରେ ଗତ ୨୭ ତାରିଖ ରାତିରେ ବନ୍ଦ କୋଠରିରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ଘଟଣାର...

ଗଞ୍ଜେଇ ସହ କାର ଜବତ, ଜଣେ ଗିରଫ

ବାଲିଗୁଡା,୯ା୬(ଡି.ଏନ୍‌.ଏ.) -ବାଲିଗୁଡା ସ୍ଥିତ ଖଜୁରୀନାଳଠାରେ ଶୁକ୍ରବାର ରାତିରେ ପୋଲିସ ପାଟ୍ରୋଲିଂ କରୁଥିବାବେଳେ ଏକ କାରରୁ ଗଞ୍ଜେଇ ଜବତ କରିବା ସହ ଗାଡି ଚଲାଉଥିବା ମାଲିକଙ୍କୁ ଗିରଫ...

ତାତି ବଢ଼ାଉଛି ବେଆଇନ ଇଟାଭାଟି

ପାଟପୁର,୨୭ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଶତାଧିକ ବେଆଇନ ଇଟାଭାଟି ପୋଡ଼ା ଚାଲିଛି। ସେଥିରୁ ନିର୍ଗତ ନିଆଁ ପ୍ରକୋପରେ ଅସ୍ବାଭାବିକ ଭାବେ ସ୍ଥାନୀୟ ଅଞ୍ଚଳରେ ତାପମାତ୍ରା ବୃଦ୍ଧି...

ବରୀରେ ୧୭୩ ସ୍ବାବ୍‌ ସଂଗ୍ରହ

ରତ୍ନଗିରି,୧୨।୫(ଡି.ଏନ.ଏ)-ବରୀ ବ୍ଲକରେ କାର୍ଯ୍ୟରତ ସ୍ବାସ୍ଥ୍ୟବିଭାଗର ଅଧିକାରୀଙ୍କଠାରୁ ଆରମ୍ଭ କରି ବିଭିନ୍ନ ପଦ ପଦବୀ ଦାୟିତ୍ୱରେ ଥିବା ବିଭିନ୍ନ କର୍ମଚାରୀଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଛି। ସ୍ବାସ୍ଥ୍ୟକର୍ମୀ ମନୋରଞ୍ଜନ...

ରତ୍ନଭଣ୍ଡାର ଖୋଲିବା ଦାବିରେ ଗଣଧାରଣା

ଛତିଆ,୨୬ା୮(ଡି.ଏନ୍‌.ଏ.): ରତ୍ନଭଣ୍ଡାର ସୁରକ୍ଷା ସମିତି ତରଫରୁ ରବିବାର ସକାଳେ ଛତିଆ ପାନ୍ଥଶାଳା ସମ୍ମୁଖରେ ରତ୍ନଭଣ୍ଡାରର ସୁରକ୍ଷା ଓ ତାଲା ଭାଙ୍ଗିବା ଦାବିରେ ଏକ ଶାନ୍ତିପୂର୍ଣ୍ଣ ଗଣଧାରଣା...

ପୁରୀ ଜିଲା ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ତାଲା ପକାଇ ଯୁବକଂଗ୍ରେସର ଧାରଣା

ପୁରୀ ଅଫିସ,୭ା୧୧ : ପୁରୀ ଜିଲା ଚିକିତ୍ସାଳୟରେ ବୁଧବାର ଚିକିତ୍ସା ଅବହେଳା ଯୋଗୁ ଜଣେ ୫ମାସର ଶିଶୁକନ୍ୟାର ମୃତ୍ୟୁକୁ ଜିଲା ଯୁବ କଂଗ୍ରେସ ତିବ୍ର ପ୍ରତିବାଦ...

୩୨୮ ବର୍ଷ ପରେ ଇତିହାସର ପୁନରାବୃତ୍ତି: ଭଗବାନ୍‌ଙ୍କଠାରୁ ଭକ୍ତ ଅଲଗା

ପୁରୀ ଅଫିସ,୨୦ା୩: ଭକ୍ତ ପାଇଁ ଭଗବାନ। ଏମାନଙ୍କୁ କେହି ଅଲଗା କରିପାରିବେ ନାହିଁ। ଏମିତି ଆସ୍ଥା ଓ ବିଶ୍ୱାସ ନେଇ ପ୍ରତିଦିନ ଶ୍ରୀକ୍ଷେତ୍ରକୁ ହଜାର ହଜାର...

Leave a comment

Your email address will not be published. Required fields are marked *