୫ ଦିନରେ ରାଜଧାନୀ ସ୍ପେଶାଲ ଟ୍ରେନ୍‌ରେ ୩ ଲକ୍ଷରୁ ଅଧିକ ଯାତ୍ରୀ କଲେ ଯାତ୍ରା: ୬୯ କୋଟି ରାଜସ୍ବ ସଂଗ୍ରହ

ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ବହୁଲୋକ ଘରଠାରୁ ଦୂରରେ ଅଟକି ରହିଛନ୍ତି। ସେମାନଙ୍କ ସୁବିଧା ପାଇଁ ରେଳ ବିଭାଗ ପକ୍ଷରୁ ରାଜଧାନୀ ସ୍ପେଶାଲ ଟ୍ରେନ୍‌ ଚଳାଚଳ କରାଯାଉଛିି। ୧୨ ମେଠାରୁ ଗତ ୫ଦିନ ମଧ୍ୟରେ ଏସବୁ ଟ୍ରେନ୍‌ରେ ୩ ଲକ୍ଷ ୩୮ ହଜାର ୬୩୪ ଜଣ ଯାତ୍ରୀ ଯାତ୍ରା କରିଛନ୍ତି। ଏହାଦ୍ୱାରା ୬୯ କୋଟି ୩୩ ଲକ୍ଷ ୬୭ ହଜାର ୭୩୫ ଟଙ୍କାର ରାଜସ୍ବ ସଂଗ୍ରହ ହୋଇଥିବା ରେଳ ବିଭାଗ ପକ୍ଷରୁ କୁହାଯାଇଛି। ପ୍ରବାସୀଙ୍କ ସୁବିଧା ପାଇଁ ସ୍ପେଶାଲ ଟ୍ରେନ୍‌ ଚଳାଚଳ ମେ ୨୭ ପର୍ଯ୍ୟନ୍ତ ଜାରି ରହିବ ବୋଲି ରେଳ ବିଭାଗ କହିଛି।


All Right Reserved By Dharitri.Com

ଲକ୍‌ଡାଉନ ପାଇଁ ଦୈନିକ କ୍ଷତି ୪.୬୪ ବିଲିୟନ ଡଲାର

ନୂଆଦିଲ୍ଲୀ, ୩।୪: କୋଭିଡ-୧୯ ବ୍ୟାପିବାରୁ ରୋକିବା ଲାଗି ସାରା ଦେଶରେ ଏବେ ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହା ଦ୍ୱାରା ବାଣିଜ୍ୟ କାରବାର ଠପ୍‌...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ୪ଶହ ୧୮ ପ୍ରାର୍ଥୀଙ୍କ ନାମରେ ଆପରାଧୀକ ମାମଲା

ନୂଆଦିଲ୍ଲୀ,୧୭।୪: ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନରେ ଏପ୍ରିଲ୍‌ ୧୮ରେ ୧୩ ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳର ୯୭ ଲୋକ ସଭା ଆସନରେ ମତଦାନ...

ଅରୁଣାଚଳରେ ପୁଣି ଖଣ୍ଡୁ ସରକାର

ଇଟାନଗର, ୩୦ା୫(ପି.ଟି.): ଅରୁଣାଚଳ ପ୍ରଦେଶର ଦଶମ ମୁଖ୍ୟମନ୍ତ୍ରୀ ଭାବେ ବରିଷ୍ଠ ଭାଜପା ନେତା ପେମା ଖଣ୍ଡୁ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଦୋର୍ଜି ଖଣ୍ଡୁ କନ୍‌ଭେନଶନ...

ଏକ୍‌ଜିଟ୍‌ ପୋଲ ବାସ୍ତବିକ ପରିଣାମ ନୁହେଁ: ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୦।୫: ରବିବାର ପ୍ରକାଶ ପାଇଥିବା ଏକ୍‌ଜିଟ୍‌ ପୋଲ ବାସ୍ତବିକ ପରିଣାମ ନୁହେଁ ବୋଲି ଉପରାଷ୍ଟ୍ରପତି ଭେଙ୍କିଆ ନାଇଡ଼ୁ। ‘ଆମକୁ ବୁଝିବା ଦରକାର ଯେ, ଏକ୍‌ଜିଟ୍‌ ପୋଲ...

ତନିଷ୍କର ଅହଲ୍ୟା କଲେକ୍ସନ ପ୍ରଦର୍ଶିତ

ଭୁବନେଶ୍ୱର, ୨୦-୭(ବ୍ୟୁରୋ): ତନିଷ୍କ ପକ୍ଷରୁ ନୂଆ ଅହଲ୍ୟା କଲେକ୍ସନ ଓଡ଼ିଶାରେ ବଜାର ପ୍ରବେଶ କରିଛି। କମ୍ପାନୀର ଏଭିପି ଏବଂ ରିଟେଲ ମୁଖ୍ୟ ଅରୁଣ ନାରାୟଣ, ଆଞ୍ଚଳିକ...

ଭୁବନେଶ୍ୱରରେ ବିଗ୍‌ ବଜାରର ୬ ନମ୍ବର ଷ୍ଟୋର

ଭୁବନେଶ୍ୱର,୨୯-୬-ପ୍ରମୁଖ ସୁପରମାର୍କେଟ ଚେନ୍‌ ବିଗ୍‌ ବଜାର ପକ୍ଷରୁ ସ୍ଥାନୀୟ ପାହାଳ, ରୁଦ୍ରପୁରସ୍ଥିତ ସିମ୍ଫୋନୀ ମଲ୍‌ଠାରେ ନୂଆ ବିଗ୍‌ ବଜାର ଷ୍ଟୋର ଶୁଭାରମ୍ଭ ହୋଇଛି। ଏହା ସହରରେ...

ବଡ଼ୋଦରାରେ ପ୍ରବଳ ବର୍ଷା: ରାସ୍ତାରେ ମୋଟର ବୋଟ୍‌; ବେଡ଼୍‌ ରୁମ୍‌ରେ ପାଣି

ଅହମ୍ମଦାବାଦ୍‌,୧।୮: ଗୁଜରାଟ ବଡ଼ୋଦରାରେ ପ୍ରବଳ ବର୍ଷା ଯୋଗୁ ଲୋକେ ବ୍ୟତିବ୍ୟସ୍ତ ହୋଇପଡ଼ିଛନ୍ତି। ଏଠାରେ ୧୮ ଇଞ୍ଚ ବର୍ଷା ରେକର୍ଡ କରାଯାଇଛି। ପ୍ରବଳ ବର୍ଷା ଯୋଗୁ ରାସ୍ତାରେ...

୫ ଦେଶର ନାଗରିକଙ୍କ ଭିଜା ରଦ୍ଦ

ନୂଆଦିଲ୍ଲୀ,୪ା୩: ଚାଇନା ପରେ ସର୍ବାଧିକ କରୋନା ଆକ୍ରାନ୍ତ ଦକ୍ଷିଣ କୋରିଆ, ଇରାନ, ଇଟାଲି ଓ ଜାପାନର ନାଗରିକଙ୍କୁ ମିଳିଥିବା ନିୟମିତ ଭିଜାଗୁଡିକୁ ସରକାର ମଙ୍ଗଳବାର ରଦ୍ଦ...

Leave a comment

Your email address will not be published. Required fields are marked *