ଖାଦ୍ୟ ଖାଇଲେନି ଅନ୍ତେବାସୀ, ନିମ୍ନମାନର ଅଭିଯୋଗ

କବିସୂର୍ଯ୍ୟନଗର,୧୭ା୫(ଡି.ଏନ୍‌.ଏ.)- ନିମ୍ନମାନର ଅଭିଯୋଗ ଆଣି ଖାଦ୍ୟ ଖାଇଲେ ନାହିଁ ସଙ୍ଗରୋଧରେ ଥିବା ପ୍ରବାସୀ ଓଡ଼ିଆ। ଏପରି ଘଟଣା ଘଟିଛି କବିସୂର୍ଯ୍ୟନଗର ବାଳିକା ହାଇସ୍କୁଲରେ। ଏଠାରେ ୭୮ ଜଣ ଅନ୍ତେବାସୀ ରହୁଛନ୍ତି। ସରକାରୀ ମେନୁ ପ୍ରକାରେ ଶନିବାର ମଧ୍ୟାହ୍ନ ଭୋଜନରେ ଭାତ, ଡ଼ାଲି ସହ ମିକ୍ସ ତରକାରି ଦିଆଯାଇଥିଲା। କିନ୍ତୁ ସମସ୍ତ ଅନ୍ତେବାସୀ ନିମ୍ନମାନର ଅଭିଯୋଗ କରି ଖାଇ ନଥିଲେ। ଫଳରେ ରାତିରେ ଏନ୍‌ଏସି ପକ୍ଷରୁ ଏହାକୁ ଫୋପାଡ଼ି ଦିଆଯାଇଥିଲା। ଏନେଇ ନିର୍ବାହୀ ଅଧିକାରୀ ବିବେକାନନ୍ଦ ନାୟକ କହିଛନ୍ତି ମୁଁ ନିଜେ ଉକ୍ତ ଖାଦ୍ୟର ମାନ ଯାଞ୍ଚ କରିଛି, ଠିକ୍‌ ଥିଲା। କିନ୍ତୁ କାହିଁକି ଅନ୍ତେବାସୀ ଖାଇଲେ ନାହିଁ, ମୁଁ ଜାଣିପାରୁନି। ଅନ୍ୟ ୪ଟି କେନ୍ଦ୍ରରେ ଅନ୍ତେବାସୀ ଖାଇଥିବାବେଳେ କାହା ଚାପରେ ଏମାନେ ଗ୍ରହଣ କଲେନି ମୁଁ ଜାଣିପାରୁନାହିଁ। ରବିବାର ଏକ ହୋଟେଲକୁ ସମ୍ପୃକ୍ତ କେନ୍ଦ୍ରକୁ ଖାଦ୍ୟ ଯୋଗାଣ ପାଇଁ ଅନୁମତି ଦିଆଯାଇଥିବା ନିର୍ବାହୀ ଅଧିକାରୀ କହିଛନ୍ତି।


All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଗଣ୍ଡଗୋଳ, ଜଣେ ଗିରଫ: କଲେଜ ଛାତ୍ର ସମେତ ୫ ଆହତ

ଗଞ୍ଜାମ,୯ା୨(ଡି.ଏନ.ଏ.)-ରମ୍ଭା ଥାନା ଅଧୀନ କାର୍ତ୍ତିକଢ଼ି ଗ୍ରାମର ଗୋଟିଏ ଗୋଷ୍ଠୀ ଓ ବେଣିଗୌରୀ ଗ୍ରାମବାସୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶନିବାର ଗଣ୍ଡଗୋଳ ଘଟିଛି। ଏହି ଘଟଣାରେ...

ମହାରାଜା ବସ୍‌ ଦୁର୍ଘଟଣାକୁ ୩ ବର୍ଷ: ସମୟ ବିତିଛି, ସୁଧୁରିନି କିଛି

(ମନୋଜ କୁମାର ପ୍ରଧାନ) ମାଧପୁର, ୯ା୯:  ଅନୁଗୋଳ ଜିଲା ଆଠମଲ୍ଲିକଠାରେ ଘଟିଥିବା ମହାରାଜା ବସ୍‌ ଦୁର୍ଘଟଣାକୁ ପୂରିଛି ୩ ବର୍ଷ। ୨୦୧୬ ସେପ୍ଟେମ୍ବର ୯ରେ ପୁରୁଣାମାଣତ୍ରୀ ପୋଲ...

ଭୀମସାରରେ ପୁଣି ୪ କରୋନା ସନ୍ଦିଗ୍ଧ

ସମ୍ବଲପୁର,୧।୪ (ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଭିମସାରରେ ବୁଧବାର ପୁଣି ୪ଜଣ କରୋନା ସନ୍ଦିଗ୍ଧ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ବୁର୍ଲା ଥାନା ଓ...

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୯ ଜୁଆଡ଼ି ଗିରଫ, ୮୫ ହଜାର ୫୦୦ ଟଙ୍କା ଜବତ

ଛତ୍ରପୁର, ୨।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ମାଣ୍ଡିଆପଲ୍ଲୀ ଟାଟା ପ୍ରକଳ୍ପ ନିକଟ ଏକ ଜଙ୍ଗଲରେ ଜୁଆ ଖେଳ ଚାଲିଥିବା ନେଇ ଚମାଖଣ୍ଡି ଥାନା ପୋଲିସକୁ ଶୁକ୍ରବାର ସନ୍ଧ୍ୟାରେ...

ଗନ୍ଧମାର୍ଦ୍ଦନକୁ ବନ୍ୟଜନ୍ତୁ ସଂରକ୍ଷିତ ଅଞ୍ଚଳ ପ୍ରସ୍ତାବର ବିରୋଧ

ଖପ୍ରାଖୋଲ, ୧୬ା୬(ଡି.ଏନ.ଏ.):ବଲାଙ୍ଗୀର-ବରଗଡ ସୀମାନ୍ତରେ ଥିବା ଜୈବ ବିବିଧତା ଭରା ଐତିହାସିକ ତଥା ଆଧ୍ୟାମତ୍ିକ ପ୍ରାଣକେନ୍ଦ୍ର ଗନ୍ଧମାର୍ଦ୍ଦନ ପର୍ବତକୁ ବନ୍ୟଜନ୍ତୁ ସଂରକ୍ଷିତ ଅଞ୍ଚଳ ଭାବେ ଘୋଷଣା କରାଯିବ।...

ସାକ୍ଷୀଗୋପାଳ ଠାକୁରଙ୍କ ଘୋଡ଼ଲାଗି ବେଶ

ସାକ୍ଷୀଗୋପାଳ,୩ା୧୨(ଡି.ଏନ୍‌.ଏ.): ଶୀତ ଆସିଛି। ଠାକୁର ଶୀତ ଦାଉରୁ ରକ୍ଷା ପାଇବାକୁ ଶୀତବସ୍ତ୍ର ପରିଧାନ କରିଛନ୍ତି। ଏଥିପାଇଁ ସାକ୍ଷୀଗୋପାଳ ମନ୍ଦିରରେ ସୋମବାର ଓଢ଼ଣଷଷ୍ଠୀ ପର୍ବ ପାଳିତ ହୋଇଛି।...

କରୋନା ପ୍ରଭାବିତ ସହରାଞ୍ଚଳ ନିରାଶ୍ରୟଙ୍କୁ ରନ୍ଧାଖାଦ୍ୟ : ୨୦୪୮୩୫ ଜଣ ଉପକୃତ

ଭୁବନେଶ୍ୱର , ୪ା୪(ବ୍ୟୁରୋ)- କରୋନା ଯୋଗୁଁ ପ୍ରଭାବିତ ସହରାଞ୍ଚଳ ନିରାଶ୍ରୟ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ଗତ ୨୭ ତାରିଖରୁ ପୌରାଞ୍ଚଳମାନଙ୍କରେ ଏହି ମାଗଣା ରନ୍ଧା...

ରାଜ୍ୟରେ ବନ୍ଦ ହେବ ଓଏସ୍‌ଟିଏଫ୍‌

କଟକ ଅଫିସ, ୯ା୧: ଓଡ଼ିଶା ରାଜ୍ୟ ଚିକିତ୍ସା ପାଣ୍ଠି (ଓଏସ୍‌ଟିଏଫ୍‌) ବନ୍ଦ ହେବାକୁ ଯାଉଛି। ଫେବୃୟାରୀ ମାସ ଅଧାରୁ ଏହି ଯୋଜନାକୁ ବନ୍ଦ କରାଯିବ। ଓଏସ୍‌ଟିଏଫ୍‌କୁ...

Leave a comment

Your email address will not be published. Required fields are marked *