ହସ୍ପିଟାଲ ବେଡ୍‌ରେ ଟିକ୍‌ଟକ୍‌

ଝାରସୁଗୁଡା ଅଫିସ,୧୮।୫: ଟିକ୍‌ଟକ୍‌ ଭିଡିଓ କରିବାବେଳେ ଲୋକେ ନିଜ ହିତାହିତ ଜ୍ଞାନ ଭୁଲି ଯାଉଛନ୍ତି। କୌଣସି ସ୍ଥାନ କିମ୍ବା ପରିସ୍ଥିତିକୁ ମଧ୍ୟ ଦେଖୁନାହାନ୍ତି। ଝାରସୁଗୁଡାରେ ଏଭଳି ଏକ ଟିକ୍‌ଟକ୍‌ ଭିଡିଓ ରବିବାର ଭାଇରାଲ ହୋଇଛି, ଯେଉଁଥିରେ ଜଣେ ଯୁବକ ହସ୍ପିଟାଲର ବେଡ୍‌ରେ ଶୋଇ ଭିଡିଓ ତିଆରି କରିଛନ୍ତି। ତାହା ପୁଣି କରୋନା ରୋଗୀଙ୍କ ପାଇଁ ଉଦ୍ଧିଷ୍ଟ ଆଇସୋଲେସନ ୱାର୍ଡର ବେଡ୍‌ରେ। ସୂଚନା ମୁତାବକ, ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟରେ ନିୟୋଜିତ ଏକ ବେସରକାରୀ ସଂସ୍ଥାରେ କାର୍ଯ୍ୟରତ ଜଣେ ଯୁବକ ଆଇସୋଲେଶନ ୱାର୍ଡର ବେଡ୍‌ରେ ଶୋଇ ଏହି ଟିକ୍‌ଟକ୍‌ ଭିଡିଓ ତିଆରି କରିଛନ୍ତି। ଏହି ଭିଡିଓ ଭାଇରାଲ ହେବା ପରେ ସିଡିଏମ୍‌ଓ ଡା. ଜଗଦୀଶ ଚନ୍ଦ୍ର ବାରିକ ହସ୍ତକ୍ଷେପ କରିଛନ୍ତି। ସମ୍ପୃକ୍ତ ଯୁବକଙ୍କୁ କାର୍ଯ୍ୟରୁ ବାହାର କରିବା ପାଇଁ ଉକ୍ତ ବେସରକାରୀ ସଂସ୍ଥାର ମୁଖ୍ୟଙ୍କୁ ସିଡିଏମ୍‌ଓ ନିର୍ଦ୍ଦେଶ ଦେଇଛନ୍ତି।


All Right Reserved By Dharitri.Com

ଅଜଣା ଗାଡି ଧକ୍କାରେ ବାଇକ ଆରୋହୀ ମୃତ: କ୍ଷତି ପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାଜପଥ ଅବରୋଧ

ପାଟଣା,୧୩।୭(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ରେଙ୍ଗାଳବେଡା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଅଜଣା ଗାଡି...

ବାଇକ୍‌ ଧକ୍କାରେ ଜଣେ ମୃତ, ୩ ଗୁରୁତର

ଅତାବିରା/ଚିପିଲିମା/ଭେଡେନ,୧୦।୩(ଡି.ଏନ୍‌.ଏ.): ହୋଲିକୁ ନେଇ ଚାରିଆଡ ଉତ୍ସବମୁଖର ଥିବା ବେଳେ ବରଗଡ଼ ଜିଲା ଗୋଡ଼ଭଗା-ତୁରୁମ ୫୪ନଂ ଜାତୀୟ ରାଜପଥ ଭେଡେନ ଥାନା ତଥା ରୁଷୁଡ଼ା ଫାଣ୍ଡି ଅଧୀନ...

ଘଷିପୁରାରେ ବଦ୍ରି ୭୦୬୪ ଭୋଟ ଆଗରେ

ଆନନ୍ଦପୁର/ ହାଟଡିହୀ(ସ୍ବ.ପ୍ର/ଡି.ଏନ.ଏ),୨୩।୫: କେନ୍ଦୁଝର ଜିଲାର ବହୁ ଚର୍ଚ୍ଚିତ ଘଷିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ଦ୍ୱାଦଶ ପର୍ଯ୍ୟାୟ ଭୋଟ ଗଣତି ସରିଛି। ବିଜେଡିର ବଆନନ୍ଦପୁର/ ହାଟଡିହୀ(ସ୍ବ.ପ୍ର/ଡି.ଏନ.ଏ),୨୩।୫: କେନ୍ଦୁଝର...

ବେଆଇନ ଶ୍ରମିକ ଚାଲାଣ: ଗୋଟିଏ ଦିନରେ ୪୧ ମଧ୍ୟସ୍ଥ, ଦଲାଲ ଗିରଫ

କଟକ ଅଫିସ,୧୩।୧୦: ବେଆଇନ ଶ୍ରମିକ ଚାଲାଣ କରୁଥିବା ଅଭିଯୋଗରେ ୪୧ ଜଣ ମଧ୍ୟସ୍ଥ ଓ ଦଲାଲଙ୍କୁ ବଲାଙ୍ଗୀର, ନୂଆପଡ଼ା ଜିଲା ପୋଲିସ ଗିରଫ କରି ଶନିବାର...

ଦେବଗଡ଼ରେ କାଳବୈଶାଖୀ, ବ୍ୟାପକ କ୍ଷୟକ୍ଷତି

ଦେବଗଡ଼,୧୩।୫(ଡି.ଏନ.ଏ.)-ବୁଧବାର ଅପରାହ୍ନରେ ଦେବଗଡ଼ ପୌରାଞ୍ଚଳ ସମେତ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ବଡବଡ ଗଛ ଭାଙ୍ଗି ପଡିଛି। ବିଦ୍ୟୁତ୍‌ ଖୁଣ୍ଟ...

ଅସମ୍ପୂର୍ଣ୍ଣ ଜାତୀୟ ରାଜପଥକୁ ସମ୍ପୂର୍ଣ୍ଣ କରିବା ଦାବି: ଭାଜପା ପକ୍ଷରୁ ଘଣ୍ଟିକିଆ ରାସ୍ତାରୋକୋ

ଆନନ୍ଦପୁର,୧୩।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ସୁଡୁସୁଡିଆ ବାଇପାସ୍‌ ଛକଠାରେ ଶୁକ୍ରବାର ଭାଜପା ପକ୍ଷରୁ ଘଣ୍ଟିକିଆ ରାସ୍ତାରୋକୋ ହୋଇଛି। ୨୦ ନଂ.ଜାତୀୟ ରାଜପଥ ଶାଳପଡାଠାରୁ ଖପରାଖାଇ ପର୍ଯ୍ୟନ୍ତ...

ଚେନ୍‌ ଛିଣ୍ଡାଇ ଟ୍ରକ୍‌ ଭାଙ୍ଗିଲା ନରହନ୍ତା ଦନ୍ତା: କପିଳାସ ପଠାଇ ପାରିଲାନି ବନ ବିଭାଗ

ତାଳଚେର,୨୧।୧(ନି.ପ୍ର.): ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ କପିଳାସ ଚିଡ଼ିଆଖାନା ପଠାଇବାକୁ ବନ ବିଭାଗ ସଫଳ ହୋଇପାରି ନାହିଁ।...

ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ବିବୁଧେନ୍ଦ୍ରଙ୍କ ପ୍ରତିମୂର୍ତ୍ତି

କଟକ ଅଫିସ,୧୨ା୩: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଘନିଷ୍ଠ ସହଯୋଗୀ, କ୍ରାନ୍ତିକାରୀ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିବୁଧେନ୍ଦ୍ର ମିଶ୍ରଙ୍କ ପ୍ରତିମୂର୍ତ୍ତି ବାରବାଟୀ ଷ୍ଟାଡିୟମସ୍ଥିତ ବିବୁଧେନ୍ଦ୍ର...

Leave a comment

Your email address will not be published. Required fields are marked *