ଶିମିଳିପାଳରୁ ୨ ଶିକାରୀ ଗିରଫ 

ଖୁଣ୍ଟା,୧୮ା୫(ଡି.ଏନ୍‌.ଏ.)- ଶିମିଳିପାଳ ଅଭୟାରଣ୍ୟର ଡୁକୁରା ୱାଇଲ୍ଡ ଲାଇଫ୍‌ ରେଞ୍ଜ ଅଞ୍ଚଳରୁ ରବିବାର ରାତିରେ ୨ ଶିକାରୀଙ୍କୁ ବନ ବିଭାଗ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ଭୋଳାଗଡ଼ିଆ ଗ୍ରାମର ନରେନ୍ଦ୍ର ହେମ୍ବ୍ରମ ଓ ହାତିକୋଟ ଗ୍ରାମର କିରଣ ବିଶ୍ୱାଳ। ଉଭୟଙ୍କଠାରୁ ଏକ ଦେଶୀ ବନ୍ଧୁକ, ବାରୁଦ, ୨ କେ.ଜିରୁ ଊଦ୍ଧର୍‌ବ କୁଟାରୀ ମାଂସ, ଗୋଟିଏ ଧନୁ, ତୀର, କୁରାଢ଼ୀ, କଟୁରି ଜବତ ହୋଇଛି। ଡୁକୁରା ରେଞ୍ଜ ଅଧିକାରୀ ଅନନ୍ତ କୁମାର ଜେନାଙ୍କ ନିର୍ଦ୍ଦେଶ କ୍ରମେ ଶିମିଳିପାଳ ସଂରକ୍ଷିତ ଜଙ୍ଗଲର ସଞ୍ଜ ୧୮ ବ୍ୟାଘ୍ର ପ୍ରକଳ୍ପ ଅଞ୍ଚଳରେ ପାଟ୍ରୋଲିଂ ଜାରି ରହିଥିବାବେଳେ ରାତି ପ୍ରାୟ ୧୦ ଟା ୪୦ ସମୟରେ ଶିକାରୀ ଦ୍ୱୟ ବନ କର୍ମଚାରୀଙ୍କ ହାବୁଡ଼ରେ ପଡ଼ିଥିଲେ।


All Right Reserved By Dharitri.Com

ବାରିପଦା ରଥଯାତ୍ରା ସମୟରେ ଯାନବାହନ ଚଳାଚଳରେ କଟକଣା

ବାରିପଦା ଅଫିସ,୨।୭- ପବିତ୍ର ରଥଯାତ୍ରା ସମୟରେ ବାରିପଦା ସହରରେ ପ୍ରବଳ ଜନସମାଗମ ପରିଲକ୍ଷିତ ହେଉଥିବାରୁ ସହର ମଧ୍ୟରେ ଯାନବାହନ ଚଳାଚଳ ଉପରେ ଜିଲା ପୋଲିସ ପ୍ରଶାସନ...

ପାଟଣାଗଡ଼ ଜେଇଙ୍କୁ ବିଧାୟକ ଉଠ୍‌ବସ କରିବା ଘଟଣା; ଜୀବନପ୍ରତି ବିପଦ ଅଛି: ଜେଇଙ୍କ ସ୍ତ୍ରୀ

ଭୁବନେଶ୍ୱର, ୮।୬(ବ୍ୟୁରୋ): ପାଟଣାପଡ଼ ଜେଇଙ୍କୁ ବିଧାୟକ ଉଠ୍‌ବସ କରିବା ଘଟଣାରେ ସମ୍ପୃକ୍ତ ଜେଇଙ୍କ ସ୍ତ୍ରୀ ପ୍ରବୀଣା ରାଜସିଂହ କହିଛନ୍ତି ଯେ, ନିଜର ଏବଂ ତାଙ୍କ ସ୍ବାମୀଙ୍କ...

ସାଧନା ଓ ଆତ୍ମବିଶ୍ୱାସ ଆଣିଦିଏ ସଫଳତା

ବନ୍ତ,୧୧।୯ (ସ୍ବ.ପ୍ର.)-ପିଲାଦିନୁ ଅଭିନୟ କଳା ପ୍ରତି ଥିବା ରୁଚି ତାଙ୍କୁ ଲକ୍ଷ୍ୟପଥରେ ଆଗେଇ ନେଇ ଚାଲିଛି। ପ୍ରଥମେ ରଙ୍ଗମଞ୍ଚରେ ଅଭିନୟ ଓ ନୃତ୍ୟ ପରିବେଷଣ କରି...

ସରକାର ଦେଉଛନ୍ତି, ପ୍ରଶାସନ ଦେଉନି

ଅନୁଗୋଳ ଅଫିସ, ୨୨।୫ କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବହୁ ପୂର୍ବରୁ ପ୍ରସ୍ତୁତି କରାଯାଇଥିଲା। ଘନ ଘନ ବୈଠକ ସହ କି...

କୋଭିଡ ଦାୟିତ୍ୱରେ ଥିବା ପୋଲିସକୁ ଆକ୍ରମଣ: ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ହାଟଡିହୀ, ୨୭।୪(ଡି.ଏନ୍‌.ଏ.): କରୋନା ମୁକାବିଲା ନେଇ ସରକାରୀ ଅଧିକାରୀମାନେ ଦିନ ରାତି ଏକ କରିଦେଇଛନ୍ତି। କିନ୍ତୁ କେତେକ ଅମାନିଆଙ୍କ ପାଇଁ ପରିସ୍ଥିତି ଜଟିଳ ହେଉଛ। ଏମିତି...

ଅଦିନିଆ ବର୍ଷାରେ ଯୋଡା ବେହାଲ

ଯୋଡ଼ା, ୯।୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରରେ ଅଦିନିଆ ବର୍ଷା ଫଳରେ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଯୋଡା ସହରରେ ଥିବା ପିଚୁ...

ଧାନବସ୍ତା ରଖି ଜାତୀୟ ରାଜପଥ ଅବରୋଧ: ଜିଲାପାଳଙ୍କ ଅଫିସ ଘେରାଉ କଲେ ଚାଷୀ

ନୂଆପଡା ଅଫିସ,୩ା୭: ନୂଆପଡା ଜିଲାରେ ରବି ଧାନକିଣାରେ ଅଚଳାବସ୍ଥା ଲାଗିରହିଛି । ଚାଷୀମାନେ ବାରମ୍ବାର ବ୍ଲକରୁ ଜିଲା ଅଫିସ ଦୌଡି ନୟାନ୍ତ ହେବା ପରେ ଜିଲାପାଳଙ୍କ...

ଅଭିଭାବକ ଛାତ୍ରୀଛାତ୍ରଙ୍କ ବିକାଶର ମୂଳଦୁଆ

ଭୁବନ, ୧୪।୯(ଡି.ଏନ.ଏ.)- ଅଭିଭାବକ ହେଉଛନ୍ତି ଛାତ୍ରୀଛାତ୍ରଙ୍କ ବିକାଶର ମୂଳଦୁଆ। ଶିକ୍ଷାର ଅଭିବୃଦ୍ଧିରେ ପିଲାମାନଙ୍କ ଯେତିକି ଭୂମିକା ତା’ଠାରୁ ଢେର ବେଶି ମା’ବାପାଙ୍କର। ଶିକ୍ଷାର୍ଥୀ, ଅଭିଭାବକ ଏବଂ...

Leave a comment

Your email address will not be published. Required fields are marked *