Posted inରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ୨୩୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨ା୧- ରାଜ୍ୟରେ ଶନିବାର ୨୩୨ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫,୯୬୫ରେ ପହଞ୍ଚିଛି। ଅନୁଗୁଳୁ ଜିଲାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୩୨ ଜଣ। ସେହିଭଳି ବଲାଙ୍ଗିରରୁ ୨୬, କଟକରୁ ୨୫, ସୁନ୍ଦରଗଡ଼ରୁ ୧୯, ବାଲେଶ୍ୱରରୁ ୧୬, ଯାଜପୁରରୁ ୧୫, କେନ୍ଦ୍ରପଡ଼ା ଓ ମୟୁରଭଞ୍ଜରୁ ୧୪, ଝାରୁସୁଗୁଡ଼ା ଓ ନୂଆପଡ଼ାରୁ ୧୧, କେନ୍ଦୁଝର ଓ ଖୋର୍ଦ୍ଧାରୁ ୧୦, ଭଦ୍ରକ ଓ କଳାହାଣ୍ଡିରୁ ୫, ଗଞ୍ଜାମ ଓ ସମ୍ବଲପୁରରୁ ୪, ବରଗଡ଼, ଜଗତ୍‌ସିଂହପୁର ଓ ପୁରୀରୁ ୨, ଦେଓଗଡ଼ ଓ ଗଜପତିରୁ ୧ ଜଣେ ଲେଖାଏ ଏବଂ ଷ୍ଟେଟ ପୁଲରୁ ୩ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଙ୍ଗାଗଲା ଏମାର ମଠର ଅବଶିଷ୍ଟ ପୁରୁଣା-ଦୁର୍ବଳ କୋଠା

ପୁରୀ ଅଫିସ, ୨୫ା୨: ଏମାର ମଠର ଉଚ୍ଛେଦ ପୁଣି ଆରମ୍ଭ ହୋଇଛି। ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ କାର୍ଯ୍ୟ ନିମନ୍ତେ ଶୁକ୍ରବାର ପୁରୀ ଜିଲା ପ୍ରଶାସନ...

ଦୁର୍ବଳ ହେଉଛି ଲଘୁଚାପ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହୋଇଥିବାବେଳେ ଏହା ଘୂର୍ଣ୍ଣିବଳୟରେ ପରିଣତ ହୋଇ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଏବଂ...

ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ

ଝାରସୁଗୁଡ଼ା ଅଫିସ,୩୦।୧୨: ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ଗୁରୁବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ହୃଦଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି।...

ଭୁବନେଶ୍ୱରରେ ପୁଣି ୩୧୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୩।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ରବିବାର ପୁଣି ୩୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୧୭ ଜଣଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୨୦୬ ଜଣ ଚିହ୍ନଟ ହୋଇଥିବାବେଳେ ୧୧୧ ଲୋକାଲ...

ଆଳୁ ୧୦, ପିଆଜ କିଲୋ ୫୦

କଟକ ସଦର,୨୮ା୧୨(ଡି.ଏନ୍‌.ଏ.): ରାଜ୍ୟରେ ଆଳୁ ଓ ପିଆଜ ଦର ଆକାଶଛୁଅଁ। ଥିବା ବେଳେ ଶୁକ୍ରବାର କଟକ ସଦର ବ୍ଲକ ଅନ୍ତର୍ଗତ କିଶୋରନଗର ହାଟରେ ଜଣେ ବେପାରୀ...

ସେକ୍ସ ର଼୍ୟାକେଟ ଠାବ: ଦମ୍ପତିଙ୍କ ସହ ୨ ଯୁବକ ଗିରଫ,୨ ଯୁବତୀ ଉଦ୍ଧାର

ରାୟଗଡ଼ା ଅଫିସ,୨୩।୯- ରାୟଗଡ଼ା ପୋଲିସ ସୋମବାର ସ୍ଥାନୀୟ ଗାୟତ୍ରୀ ନଗର ୪ର୍ଥ ଲାଇନରେ ଚାଲିଥିବା ସେକ୍ସ ର଼୍ୟାକେଟକୁ ଠାବ କରିଛି। ଘର ମାଲିକଙ୍କ ସହ ୨...

ଲୋକ ସଭା ବାଚସ୍ପତି ନିର୍ବାଚନ: ଚର୍ଚ୍ଚାରେ ଜୁଏଲ

ଭୁବନେଶ୍ୱର, ୪।୬(ବ୍ୟୁରୋ): ଭାଜପା ପରିଚାଳିତ ଏନ୍‌ଡିଏ ଲଗାତର ଦ୍ୱିତୀୟ ଥର ପାଇଁ କ୍ଷମତାକୁ ଫେରିଛି। ଆସନ୍ତା ୧୭ ତାରିଖରେ ନୂଆ ଲୋକ ସଭାର ପ୍ରଥମ ଅଧିବେଶନ...

ବରିଷ୍ଠ ଅଭିନେତା ରବି ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର, ୨୦।୧(ବ୍ୟୁରୋ): ଓଡ଼ିଆ ସିନେ ଜଗତ ପାଇଁ ଆଉ ଏକ ଦୁଃଖ ଖବର। ବରିଷ୍ଠ ଅଭିନେତା ରବି ମିଶ୍ରଙ୍କର ବୁଧବାର ସକାଳେ ହୃଦ୍‌ଘାତରେ ପରଲୋକ ଘଟିଛି।...

Advertisement
Archives

Model This Week