Posted inରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ୨୩୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨ା୧- ରାଜ୍ୟରେ ଶନିବାର ୨୩୨ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫,୯୬୫ରେ ପହଞ୍ଚିଛି। ଅନୁଗୁଳୁ ଜିଲାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୩୨ ଜଣ। ସେହିଭଳି ବଲାଙ୍ଗିରରୁ ୨୬, କଟକରୁ ୨୫, ସୁନ୍ଦରଗଡ଼ରୁ ୧୯, ବାଲେଶ୍ୱରରୁ ୧୬, ଯାଜପୁରରୁ ୧୫, କେନ୍ଦ୍ରପଡ଼ା ଓ ମୟୁରଭଞ୍ଜରୁ ୧୪, ଝାରୁସୁଗୁଡ଼ା ଓ ନୂଆପଡ଼ାରୁ ୧୧, କେନ୍ଦୁଝର ଓ ଖୋର୍ଦ୍ଧାରୁ ୧୦, ଭଦ୍ରକ ଓ କଳାହାଣ୍ଡିରୁ ୫, ଗଞ୍ଜାମ ଓ ସମ୍ବଲପୁରରୁ ୪, ବରଗଡ଼, ଜଗତ୍‌ସିଂହପୁର ଓ ପୁରୀରୁ ୨, ଦେଓଗଡ଼ ଓ ଗଜପତିରୁ ୧ ଜଣେ ଲେଖାଏ ଏବଂ ଷ୍ଟେଟ ପୁଲରୁ ୩ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଶିଶୁ ଅପପୁଷ୍ଟିର ଶିକାର

କଳିଙ୍ଗନଗର,୧୬।୭(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ସଂସାଇଲୋ ପଞ୍ଚାୟତ ଅଧୀନ ନାକଦେଇ ଗ୍ରାମ। ସେହି ଗ୍ରାମର ୪ ଆଦିବାସୀ ଭାଇଭଉଣୀ ଏବେ ଅପପୁଷ୍ଟିର ଶିକାର ହୋଇଛନ୍ତି।...

ଗଣତନ୍ତ୍ରରେ ଜନତା ହିଁ ପ୍ରକୃତ ମାଲିକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୩(ବ୍ୟୁରୋ): ସାଧାରଣ ଜନତା ନିଜକୁ ସଶକ୍ତ ମନେକରିବା ଉଚିତ। ସାଧାରଣ ଜନତା ହିଁ ଗଣତନ୍ତ୍ରରେ ମାଲିକ ଏକଥା ସେମାନେ ସବୁବେଳେ ଅନୁଭବ କରିବା ଉଚିତ। ଜନତା...

ପିକ୍‌ନିକ୍‌ କରିବାକୁ ଯାଇଥିଲେ ୩ ସାଙ୍ଗ: ଶହେ ଫୁଟ୍‌ ତଳକୁ ଖସିଲା କାର

ଜୟପୁର,୧୭ା୧: ୩ଜଣ ସାଙ୍ଗ ଏକ କାର ନେଇ କୋରାପୁଟ ଜିଲା ଲମତାପୁଟ ଅଞ୍ଚଳକୁ ପିକ୍‌ନିକ୍‌ କରିବାକୁ ଯାଇଥିଲେ। ଫେରିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। କାରଟି...

ଝାରସୁଗୁଡ଼ା ବ୍ଲଡ୍‌ବ୍ୟାଙ୍କ୍‌ରେ ରକ୍ତ ଅଭାବ

ଝାରସୁଗୁଡ଼ା ଅଫିସ,୨୭।୩: କରୋନା ଭୂତାଣୁ ସଂକ୍ରମଣରୁ ଲୋକଙ୍କୁ ରକ୍ଷା କରିବା ପାଇଁ ସମଗ୍ର ଭାରତରେ ୨୧ ଦିନ ପାଇଁ ଲକ୍‌ ଡାଉନ ଘୋଷଣା କରାଯାଇଛି। କୌଣସି...

ଦିନକରେ ଆଦାୟ ହେଲା ୨୪ ଲକ୍ଷ ୯୧ ହଜାରରୁ ଊର୍ଦ୍ଧ୍ୱ ଟଙ୍କା

ଭୁବନେଶ୍ୱର, ୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ପ୍ରଶାସନ ପକ୍ଷରୁ ନିୟମ କଡ଼ାକଡି କରାଯାଇଥିବା ବେଳେ କଟକଣା...

ପରଲୋକରେ ଜଷ୍ଟିସ ଦେବପ୍ରିୟ ମହାପାତ୍ର

କଟକ ଅଫିସ, ୩୧।୮: ସୁର୍ପିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ ବୁଧବାର କଟକର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ...

ଜିଲାରେ ବଢୁଛି ସମସ୍ୟା, ସମାଧାନ ନାହିଁ

କେନ୍ଦ୍ରାପଡ଼ା ଅଫିସ, ୨।୧୦: କେନ୍ଦ୍ରାପଡ଼ା ଜିଲା ଗଠନକୁ ଇତିମଧ୍ୟରେ ୨୭ ବର୍ଷ ପୂରିଛି। ଖଣି, ଶିଳ୍ପ ବିହୀନ ଜିଲାରେ ଚାଷ ଓ ମାଛ ଜୀବନ ଜୀବିକା...

ଗୁପ୍‌ଚୁପ୍‌ ବ୍ୟବସାୟୀଙ୍କ ମହାନତା: ୨୧ ହଜାର ଟଙ୍କା ଫେରାଇଦେଲେ

ଫୁଲନଖରା,୧।୮(ଡି.ଏନ.ଏ.): ଅର୍ଥସର୍ବସ୍ବ ସମାଜରେ ଜଣେ ଗୁପ୍‌ଚୁପ୍‌ ବ୍ୟବସାୟୀ ଜଣେ ମହିଳାଙ୍କ ୨୧ ହଜାର ଟଙ୍କା ଫେରସ୍ତ କରି ମହାନତା ଦେଖାଇଛନ୍ତି। ସେ ହେଲେ କଟକ ଜିଲା...

Advertisement
Archives

Model This Week