ହେୟାର କଟ୍‌ କଲେ ଆଲିୟା

ମୁମ୍ବାଇ: କରୋନା ଭାଇରସ୍‌ ସଂକ୍ରମଣ ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ବଲିଉଡ୍‌ ତାରକାମାନେ। ଘରେ ସେମାନେ ଏକ ପ୍ରକାର ବନ୍ଦ ଥିବାରୁ ବିଭିନ୍ନ ପ୍ରକାର କାର୍ଯ୍ୟରେ ନିଜକୁ ନିୟୋଜିତ ରଖୁଛନ୍ତି। ବଲିଉଡ ଅଭିନେତ୍ରୀ ଆଲିୟା ଭଟ୍ଟ ରବିବାର ସକାଳେ ନିଜ ଓ୍ବାର୍କଆଉଟ୍‌ ସାରିବା ପରେ ଏକ ସେଲ୍‌ଫି ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ସେ ତାଙ୍କର ବର୍ତ୍ତମାନର ଫିଟନେସ୍‌ ସ୍ଥିତି ଉପରେ ଫ୍ୟାନ୍‌ମାନଙ୍କୁ ଜଣାଇଥିଲେ। ସେଲ୍‌ଫି ଶେୟାର କରି ସେ ଲେଖିଛନ୍ତି ଯେ, ୬୦ ଦିନ ପରେ ମୁଁ ନିଜେ ମୋ ହେୟାର କଟ୍‌ କରିଛି। ମୁଁ କେବେ ଭାବି ନ ଥିଲି ମୁଁ ହେୟାର କଟ୍‌ କରିପାରିବି। କିନ୍ତୁ ଭଲ କାଟିପାରିଥିବାରୁ ମୁଁ ବହୁତ ଖୁସି। ଏହା ଷ୍ଟାଇଲିଶ୍‌ ଲୁକ୍‌ ମଧ୍ୟ ଦେଉଛି। ଏହି ଲକ୍‌ଡାଉନ୍‌ରେ ମୁଁ ବହୁତ ଫିଟ୍‌ ଅଛି। ପ୍ରତିଦିନ ସ୍କିପିଂ, ଯୋଗ, ରନିଂ, ପୁଶ୍‌ ଅପ୍‌ ମଧ୍ୟ କରୁଛି। ଘରେ ଥାଇ ମୁଁ ନିଜ ପ୍ରତି ବହୁତ ଧ୍ୟାନ ରଖିପାରିଛି ବୋଲି ଆଲିୟା କହିଛନ୍ତି। ତେବେ ମୋତେ ଯିଏ ଯେଉଁ ଚ୍ୟାଲେଞ୍ଜ ଦେବେ ମୁଁ ତାକୁ ପୂରଣ କରିପାରିବି ବୋଲି ସେ କହିଛନ୍ତି।


All Right Reserved By Dharitri.Com

କରୋନା ଯୋଦ୍ଧାଙ୍କ ଲାଗି ମାକ୍ସ, ସାନିଟାଇଜର ପ୍ରଦାନ

ଖପ୍ରାଖୋଲ, ୭ା୫(ଡି.ଏନ.ଏ.): ସାରା ଦେଶରେ କରୋନା ମୁକାବିଲା ପାଇଁ ପ୍ରଶାସନ, ସ୍ବାସ୍ଥ୍ୟ ବିଭାଗ, ପୋଲିସ ସଜାଗ ରହି ଯୋଦ୍ଧା ସାଜିଛନ୍ତି। ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ...

କରୋନା ସଙ୍କଟ: ୪୦,୦୦୦ କଏଦୀଙ୍କୁ ମିଳିଛି ଅସ୍ଥାୟୀ ଜାମିନ

ନୂଆଦିଲ୍ଲୀ,୧୮।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ଦେଖାଦେଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ବଜାୟ ରଖିବା ଲାଗି ଦେଶରେ ଲକ୍‌ଡାଉନ୍‌...

ଦିନକୁ ତିନିଥର ଉଷୁମ ପାଣି ପିିଏ

ଶୋଭନା ମିଶ୍ର। ଟେଲି ଜଗତରେ ଜଣେ ସୁପରିଚିତ ନାଁ। ଟେଲିଭିଜନରେ ପ୍ରସାରିତ ବିଭିନ୍ନ କାର୍ଯ୍ୟକ୍ରମରେ ଆଙ୍କରିଂ କରନ୍ତି। ନିଜ କଥାର ଯାଦୁରେ ସେ ଦୀର୍ଘ ସମୟ...

ଚର୍ଚ୍ଚାରେ ରାଜକୁମାରଙ୍କ ‘ଲୁଡୋ’ ଲୁକ୍‌, ଲୋକେ କହିଲେ ଆଲିଆଙ୍କ ନକଲ

ବମ୍ବେ: କଳାକାରଟିଏ ନିଜକୁ ଚରିତ୍ରରେ ଢାଳିବା ଲାଗି କିଛି ବି କରିଥାଏ। ବେଶପୋଷାକ ହେଉ ଅବା ଶରୀର ଗଠନ ସବୁ ପରିବର୍ତ୍ତନ କରିବାକୁ ପଡ଼ିଥାଏ। ଏଭଳି...

ରାଜଧାନୀରେ ଡ୍ରୋନ ଯୋଗେ ପରୀକ୍ଷାମୂଳକ ଭାବେ ବିଶୋଧନ ଆରମ୍ଭ

ଭୁବନେଶ୍ୱର, ୧୪।୪ (ବ୍ୟୁରୋ): ରାଜଧାନୀ ଭୁବନେଶ୍ବରରେ ଡ୍ରୋନ୍‌ ଯୋଗେ ବିଶୋଧନ କାର୍ଯ୍ୟ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ଏହାକୁ ପରୀକ୍ଷାମୂଳକ ଭାବେ ଭୁବନେଶ୍ୱର ମହାନଗର...

ହୋଟେଲର ଓ୍ବେଟର ଭାବେ କାମ କରୁଥିଲେ ଏହି କଳାକାର

ମୁମ୍ବାଇ: ଫିଲ୍ମ ‘ମେଁ ହୁଁ ନା’, ‘ଲଗେ ରହୋ ମୁନ୍ନାଭାଇ’, ‘ବୀର ଜାରା’ ଓ ‘ଦୋସ୍ତାନା’ ସମେତ ବହୁ ହିଟ୍‌ ଫିଲ୍ମରେ ନିଜର ଦମ୍‌ଦାର ଅଭିନୟ...

ଏୟାର ଫୋର୍ସ ପାଇଲଟ ଭୂମିକାରେ ନଜର ଆସିବେ କଙ୍ଗନା

ମୁମ୍ବାଇ: ଏଥର ଫ୍ରାଇଡେ ରିଲିଜରେ ସାମିଲ ହୋଇଛି କଙ୍ଗନା ରାନାଓ୍ବତଙ୍କ ଫିଲ୍ମ ‘ପଙ୍ଗା’। ଏହା ବକ୍ସ ଅଫିସରେ ହିଟ୍‌ ହେବ ବୋଲି ମେକର୍ସ ଆଶା ରଖିଛନ୍ତି।...

ପୋଲିସ ହାବୁଡରେ ଅମାନିଆ ବାଇକ ଚାଳକ

ସମ୍ବଲପୁର, ୯।୪ (ବ୍ୟୁରୋ): କରୋନା କଟକଣା ନେଇ ଜିଲା ପ୍ରଶାସନ ଓ ପୋଲିସ ଗୁରୁବାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦ୍ୱିତୀୟ ଦିନରେ ପହଞ୍ଚତ୍ଛି ।...

Leave a comment

Your email address will not be published. Required fields are marked *