ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଅନୁଗୋଳ ଅଫିସ, ୧୯।୫- ଅନୁଗୋଳ ସେସୁ ଅଧୀନ ଠିକା ସଂସ୍ଥା ଏନ୍‌ଜେନ୍‌ ଜରିଆରେ କାମ କରୁଥିବା କର୍ମଚାରୀଙ୍କୁ ଛଟେଇ, ନୂତନ କର୍ମଚାରୀଙ୍କୁ କାର୍ଯ୍ୟରେ ଲଗାଯିବା ପ୍ରତିବାଦରେ ବାବା ଚମ୍ପେଶ୍ୱର ବିଦ୍ୟୁତ୍‌ କର୍ମଚାରୀ ସଂଘ ପକ୍ଷରୁ ସୋମବାର ସେସୁ ଅଫିସ୍‌ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପରେ ଉପଜିଲାପାଳଙ୍କ ପ୍ରକୋଷ୍ଠରେ ଅନୁଗୋଳ ଥାନା ଅଧିକାରୀଙ୍କ ଉପସ୍ଥିତିରେ ସଂଘ ପ୍ରତିନିଧିଙ୍କ ସହ ଏକ ବୈଠକ ବସିଥିଲା। ଜିଲାପାଳ ଓ ସେସୁ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରି ତୁରନ୍ତ ପଦକ୍ଷେପ ନିଆଯିବ ବୋଲି ଉପଜିଲାପାଳ ବାସୁଦେବ ଶତପଥୀ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଥିବା ସଂଘ ପକ୍ଷରୁ କୁହାଯାଇଛି।


All Right Reserved By Dharitri.Com

ଫାଇଲ ତଳେ କହ୍ନେଇଜେନା ଇକୋ ଟୁରିଜିମ ପ୍ରକଳ୍ପ ଭାଗ୍ୟ: ନାହିଁ ଆନ୍ତରିକତା, ଆଗଉନି କାମ

ତାଳଚେର, ୬ା୯ (ନି.ପ୍ର.) – ଫାଇଲ ତଳେ ତାଳଚେର ସମଲ ବ୍ୟାରେଜଠାରେ ପ୍ରସ୍ତାବିତ କହ୍ନେଇଜେନା ଇକୋ ଟୁରିଜିମ ପ୍ରକଳ୍ପର ଭାଗ୍ୟ। କାଗଜକଲମରେ ସରିଛି ବ୍ୟୟ ଅଟକଳ,...

‘ଇତିହାସରୁ ଉଦାହରଣ ସୃଷ୍ଟି କରିଆସୁଛି ନାରୀ’

ଅନୁଗୋଳ ଅଫିସ୍‌, ୯।୩ : ମହିଳାମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଥିବା ସେମାନଙ୍କର ଅଧିକାରକୁ ସାବ୍ୟସ୍ତ କରିବା ପାଇଁ ପୂର୍ବାହ୍ନରେ ଜିଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲାସ୍ତରୀୟ...

ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ୫ଟି ସଚିବ

ଅନୁଗୋଳ ଅଫିସ,୨୯।୧୦: ୫ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିୟାନ ମଙ୍ଗଳବାର ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ସେ ମେଡିକାଲରେ ରୋଗୀ ଓ ତାଙ୍କ...

ଜିଲାସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା: ବାଳିକା ବିଭାଗରେ ଦେସ୍ନା, ବାଳକରେ ଆୟୁଷ ଫାଇନାଲକୁ ପ୍ରବେଶ

ବଅଁରପାଳ,୧୦।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ୟୁନାଇଟେଡ ବ୍ୟାଡମିଣ୍ଟନ ଆସୋସିଏଶନ ପକ୍ଷରୁ ନାଲ୍‌କୋ ବ୍ୟାଡମିଣ୍ଟନ ହଲ୍‌ରେ ଆଯୋଜିତ ଜିଲାସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତାର ଶନିବାର ଫାଇନାଲ ଦିବସ। ତେବେ ଏଥିରେ...

ଦେବଦୂତ ସାଜିଛନ୍ତି ଘନଶ୍ୟାମ

ପାଲଲହଡ଼ା, ୯ା୪(ଡି.ଏନ.ଏ.) କରୋନା ସଂକ୍ରମଣ ଭୟରେ ଲୋକେ ଘରୁ ବାହାରୁ ନ ଥିବାବେଳେ ପଶୁ ପକ୍ଷୀ ଓ ଅସହାୟଙ୍କ ପାଇଁ ଦେବଦୂତ ସାଜିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା...

ନାହାନ୍ତି ବିଶେଷଜ୍ଞ ଡାକ୍ତର

ବଅଁରପାଳ, ୨୬ା୨(ଡି.ଏନ.ଏ.) – ସ୍ବାସ୍ଥ୍ୟକେନ୍ଦ୍ର ଥିଲେ ବି ଉପଯୁକ୍ତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି ଅନୁଗୋଳ ଜିଲା ବଅଁରପାଳ ଅଞ୍ଚଳବାସୀ। ଡାକ୍ତର ଅଭାବ ସହ...

ଗୋଟିଏ ରାତିରେ ୩ଟି ଘରୁ ଲୁଟ୍‌

ପାଲଲହଡା,୩।୯(ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ସଦର ମହାକୁମାସ୍ଥିତ ଉଦୟପୁର ଗ୍ରାମର ଦୁର୍ଯ୍ୟୋଧନ ଗଡନାୟକ, ଚିନ୍ମୟ କୁମାର ସାହୁ ଏବଂ ଗୁରୁଚରଣ ବେହେରାଙ୍କ ଘରୁ ସୋମବାର ରାତିରେ...

ଅନୁଗୋଳ ଆସିଥିଲେ ନିଜାମୁଦ୍ଦିନ ଧର୍ମଗୁରୁ

ଅନୁଗୋଳ ଅଫିସ୍‌/ତାଳଚେର, ୩ା୪ – ଦିଲ୍ଲୀର ନିଜାମୁଦ୍ଦିନ ମରକଜ୍‌ଠାରେ ଯୋଗ ଦେଇଥିବା ମୁସଲିମ ସମ୍ପ୍ରଦାୟର ଧର୍ମଗୁରୁଙ୍କ ମଧ୍ୟରୁ ୫ଜଣ ମହିଳା ଓ ପୁରୁଷ ନିକଟରେ ଅନୁଗୋଳ...

Leave a comment

Your email address will not be published. Required fields are marked *