Posted inବୌଦ୍ଧ

ରାଜ୍ୟ ବାହାର ଲୋକଙ୍କୁ ଖାଇବାକୁ ଦେଇ ସଙ୍ଗରୋଧ କେନ୍ଦ୍ରକୁ ଗଲେ ହୋଟେଲ ମାଲିକ

ବୌଦ୍ଧ,୧୯ା୫(ସ୍ବ.ପ୍ର.)- ବାହାର ରାଜ୍ୟର କେତେଜଣ ବ୍ୟକ୍ତିଙ୍କୁ ହୋଟେଲରେ ବସାଇ ଖାଇବାକୂୁ ଦେବାରୁ ବୌଦ୍ଧ ସହରର ଏକ ହୋଟେଲ ମାଲିକ ଓ ତାଙ୍କ ଭାଇଙ୍କୁ ସଙ୍ଗରୋଧ କେନ୍ଦ୍ରକୁ ଯିବାକୁ ପଡିଛି ା
ମିଳିଥିବା ସୂଚନା ଅନୁଯାୟୀ, ସହରର ପୁରୁଣା ବ୍ଲକ ଛକଠାରେ ଥିବା ଏକ ହୋଟେଲରେ ରାଜ୍ୟ ବାହାରର ଲୋକ ଖାଦ୍ୟ ଖାଉଥିବା ନେଇ କୌଣସି ସୂତ୍ରରୁ ଖବର ପାଇ ବୌଦ୍ଧ ପୋଲିସ ପକ୍ଷରୁ ଉକ୍ତ ହୋଟେଲ ଉପରେ ଚଢାଉ କରାଯାଇଥିଲା ା ପୋଲିସ ହୋଟେଲ ସିଲ୍‌ କରିବା ସହ ମାଲିକ ଓ ତାଙ୍କ ଭାଇକୁ ବୌଦ୍ଧ ମହାବିଦ୍ୟାଳୟଠାରେ ଥିବା ସଙ୍ଗରୋଧ କେନ୍ଦ୍ରକୂୁ ପଠାଇ ଦେଇଛି ା ଏନେଇ ବୌଦ୍ଧ ଏନଏସି କାର୍ଯ୍ୟନିବାହୀ ଅଧିକାରୀ ମନୋରଞ୍ଜନ ପଣ୍ଡାଙ୍କୁ ପଚାରିବାରେ ସେମାନଙ୍କୁ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଥିବା ପ୍ରକାଶ କରିଛନ୍ତି ା


All Right Reserved By Dharitri.Com

ବୌଦ୍ଧରେ ୭୧ତମ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ଜିଲାପାଳ

ବୌଦ୍ଧ,୨୬।୧(ସ୍ବ.ପ୍ର.): ବୌଦ୍ଧ ସହରର କଚେରୀ ପଡ଼ିଆଠାରେ ଜିଲାସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲାପାଳ ଲଲାଟେନ୍ଦୁ ମିଶ୍ର ମୁଖ୍ୟ...

ଦାଦନ୍‌ ଦୁଖ: ଆପ୍‌ନେ ଆରପାରେ, ପଲିଥିନ୍‌ ତଲେ ପରିବାର

ପୁରୁଣାକଟକ,୧୭।୧୦(ଡି.ଏନ୍‌.ଏ.)-  ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ପଁଚେତ୍‌ ଅଧୀନ କମଳପୁର ଗଁାର ଭିକୁ ହଂସ(୩୪)। ସେ ବାଙ୍ଗାଲୋରକେ ଦାଦନ୍‌ ଖଟିଯାଇ ଶୋଭା ଲିମିଟେଡ୍‌ କମ୍ପାନୀରେ...

ବୌଦ୍ଧ ଇଷ୍ଟଦେବୀ ମା’ ଭୈରବୀଙ୍କ ପୀଠରେ ନବାନ୍ନ ଲାଗି

ବୌଦ୍ଧ,୩।୯(ସ୍ବ.ପ୍ର.): ପଶ୍ଚିମ ଓଡ଼ିଶାର ଭାଇଚାରାର ପର୍ବ ତଥା କୃଷିଭିତ୍ତିକ ପର୍ବ ନୂଆଁଖାଇ ପାଇଁ ଚଳଚଞ୍ଚଳ ହୋଇଉଠିଛି ବୌଦ୍ଧ ସହର। ମଙ୍ଗଳବାର ସକାଳ ୯ଟା ସମୟରେ ବିରାଟ...

ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ

ଜହ୍ନାପଙ୍କ, ୨୦।୩ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ନିଅଁ।ସି, ଦିବ୍ୟାଙ୍ଗମାନକୁ ପ୍ରଧାନମନ୍ତ୍ରୀ ଆବାସ, ଇନ୍ଦିରା ଆବାସ, ବିଜୁ ପକାଘର ଯୋଜନାରେ...

ମୟୂରଭଞ୍ଜର ୭ ଶ୍ରମିକଙ୍କୁ ନିଜ ଗାଁକୁ ପଠାଇଲା ପ୍ରଶାସନ

ବୌଦ୍ଧ,୧୬।୫ (ସ୍ବ.ପ୍ର.): ମହାମାରୀ କରୋନାର ମୁକାବିଲା ପାଇଁ ସାରା ଦେଶ ଲକ୍‌ ଡାଉନ୍‌ ରହିଛି। ଏଣୁ ଜନଜୀବନ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ରହି କାମଧନ୍ଦା...

ଲକ୍‌ଡାଉନ କଟକଣାରେ ମଦ ଦେକାନ ଖୋଲା

ବୌଦ୍ଧ, ୩୦ା୩(ସ୍ବପ୍ର): ସାରାଦେଶ ଲକଡାଉନରେ ରହିଥିବାବେଳେ କେବଳ ଜରୁରୀ ସାମଗ୍ରୀ ଦୋକାନଗୁଡିକ ନିର୍ଦ୍ଦିଷ୍ଟ ସମୟ ପର୍ଯ୍ୟନ୍ତ ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଛି। ହେଲେ ସୋମବାର ବୌଦ୍ଧ...

ଉପରେ ପିଆଜ ବସ୍ତା, ତଳେ ଗଞ୍ଜେଇ

ମନମୁଣ୍ଡା, ୧୯।୫ (ଡି.ଏନ.ଏ.)-ବୌଦ୍ଧ ଜିଲା ଅଧୀନ କଣ୍ଟାମାଳରୁ ଏକ ଟ୍ରକ ଯୋଗେ ମନମୁଣ୍ଡା ଦେଇ ଚୋରାଚାଲାଣ ହେଉଥିବା ୧୧ କୁଇଣ୍ଟାଲ ଗଞ୍ଜେଇ ଓ ୩୫ ବସ୍ତା...

ପୁଣି ଜିଲାକୁ ଫେରିଲେ ୫୮ ପ୍ରବାସୀ

ବୌଦ୍ଧ,୧୬।୫(ସ୍ବପ୍ର): ବୌଦ୍ଧ ଜିଲାକୁ ପ୍ରତିଦିନ ପ୍ରବାସୀ ଶ୍ରମିକଙ୍କ ଆଗମନ ହେଉଛି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କୁ ବିଭିନ୍ନ ସ୍ଥାନର କ୍ୱାରାଣ୍ଟାଇନ ସେଣ୍ଟର ଗୁଡିକରେ ରଖାଯାଉଛି। ଶୁକ୍ରବାର...

Leave a comment

Your email address will not be published. Required fields are marked *