କ୍ୱାରାଣ୍ଟାଇନ ସେଣ୍ଟରରେ ଟଳିପଡ଼ିଲେ ପ୍ରବାସୀ

ନୟାଗଡ ଅଫିସ/ଓଡ଼ଗାଁ,୨୦।୫(ସ୍ବ.ପ୍ର.): ନୟାଗଡ଼ ଜିଲା ବାହାଡ଼ାଝୋଲା ବାଳିକା ଉଚ୍ଚ ବିଦ୍ୟାଳୟ କ୍ବାରାଣ୍ଟାଇନ ସେଣ୍ଟରରେ ବୁଧବାର ସକାଳେ ଜଣେ ପ୍ରବାସୀ ଗାଧୋଇବା ପାଇଁ ତେଲ ଲଗାଉଥିବା ବେଳେ ହଠାତ୍‌ ଟଳି ପଡିଥିଲେ। ସେ ହେଲେ ନୂଆଗାଁ ବ୍ଲକ ହରିପୁର ଅଞ୍ଚଳର ଭଜକୃଷ୍ଣ ବେହେରା (୩୨)। ଗୁରୁତର ଅବସ୍ଥାରେ ତାଙ୍କୁ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ତେବେ ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣାପଡ଼ିବ। ଭଜକୃଷ୍ଣ ତାମିଲନାଡୁରୁ ଆସି ଏହି କ୍ୱାରାଣ୍ଟାଇନ ସେଣ୍ଟରରେରହୁଥିଲେ।


All Right Reserved By Dharitri.Com

ନ୍ୟାୟ ପାଇଁ ଛାତ୍ରୀଛାତ୍ରଙ୍କ ୧୬ କି.ମି. ପଦଯାତ୍ରା

ସମ୍ବଲପୁର,୬ା୧୧(ବ୍ୟୁରୋ):ସମନ୍ବିତ ବା ଇଣ୍ଟିଗ୍ରେଟେଡ୍‌ ପାଠ୍ୟକ୍ରମରେ ଉତ୍ତୀର୍ଣ୍ଣ ଯୁବତୀ ଯୁବକଙ୍କୁ ସରକାର ଚାକିରି ଦେବା ପାଇଁ କୌଣସି ସୁବିଧା କରି ନାହାନ୍ତି। କିଛି ଦିନ ତଳେ ଶିକ୍ଷକ...

କମୁଛି ସାମୁଦ୍ରିକ ମାଛ ଉତ୍ପାଦନ

ବାସୁଦେବପୁର,୨୮।୨(ଡି.ଏନ.ଏ.)-ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ। ଏହି ବ୍ଲକର ୩୬ ପଞ୍ଚାୟତ ମଧ୍ୟରୁ ୧୫ରୁ ଊର୍ଦ୍ଧ୍ୱ ପଞ୍ଚାୟତ ଓ ପୌରପାଳିକାର ୨ଟି ୱାର୍ଡ...

ଆନନ୍ଦପୁର ଷ୍ଟାଡିୟମରେ ଖୋଲିଲା ପରିବା ବଜାର

ଆନନ୍ଦପୁର,୩୦।୩(ସ୍ବ.ପ୍ର.)-କରୋନା ଭାଇରସର ସଫଳ ମୁକାବିଲା ପାଇଁ ପ୍ରଶାସନିକସ୍ତରରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ପୌରପରିଷଦ ପକ୍ଷରୁ ଆନନ୍ଦପୁର ଅଞ୍ଚଳର ବିଭିନ୍ନ ସ୍ଥାନରେ ବୃଦ୍ଧି ପାଇଥିବା ପରିବା...

କଳାହାଣ୍ଡି ଜିଲା ଯୋଜନା କମିଟି ବୈଠକ: କୃଷି, ଉଦ୍ୟାନ ବିଭାଗ ଉପରେ ଗୁରୁତ୍ୱ

ଭବାନୀପାଟଣା,୨୮।୨ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ପ୍ଲାନିଂ ୱିଙ୍ଗ୍‌ କନ୍‌ଫେରେନି୍ଂସ ହଲ୍‌ଠାରେ ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟିର ଅଧ୍ୟକ୍ଷ ତଥା ରାଜ୍ୟ ସରକାରଙ୍କ...

କରୋନା ସଂକ୍ରମଣ: ବ୍ରିଟେନରେ ଭାରତୀୟ ଡାକ୍ତରଙ୍କ ମୃତ୍ୟୁ

ଲଣ୍ଡନ,୭।୪: ବ୍ରିଟେନରେ କାର୍ଯ୍ୟରତ ଜଣେ ଭାରତୀୟ ଡାକ୍ତର ଜିତେନ୍ଦ୍ର କୁମାର ରାଥୋଡଙ୍କର କରୋନା ସଂକ୍ରମଣରେ ସୋମବାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଡାକ୍ତର ରାଥୋଡ ୧୯୭୭ରେ...

ଗୋଟିଏ ବାଇକ୍‌କୁ ଲିଟରେ ପେଟ୍ରୋଲ

ଭଦ୍ରକ ଅଫିସ, ୨୬ା୩- ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ପେଟ୍ରୋଲ ପମ୍ପଗୁଡ଼ିକ ଲାଗି ଏକ ନୂଆ ନିର୍ଦ୍ଦେଶନାମା ଜାରି କରାଯାଇଛି। ଗୋଟିଏ...

ଡ୍ରେନ୍‌ ସମ୍ପ୍ରସାରଣ ପାଇଁ ନକ୍‌ସା ପ୍ରସ୍ତୁତ ଅନୁଦାନ ଆସିଲେ ଜମି ଅଧିଗ୍ରହଣ ହେବ

ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ଅସରାଏ ବର୍ଷା ହେଲେ ରାଜଧାନୀ ହୋଇଯାଏ ଜଳମଗ୍ନ। ଜଳ ନିଷ୍କାସନର ସୁବ୍ୟବସ୍ଥା ନ ଥିବାରୁ ପ୍ରତିବର୍ଷ ଜଳବନ୍ଦି ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି ରାଜଧାନୀବାସୀ।...

ଜାତୀୟ କନ୍ୟାସନ୍ତାନ ଦିବସ କନ୍ୟା ଏକ ଉଜ୍ଜ୍ୱଳ ତାରକା

ଗଣିଆ,୨୬ା୧(ଡି.ଏନ୍‌.ଏ.): ପୁଅଟିଏ ଜନ୍ମହେଲେ ରୋଜଗାର କରି ପୋଷିବ ଓ ବଂଶ ରକ୍ଷା କରିବ ା କନ୍ୟା ସନ୍ତାନ ଜନ୍ମ ହେଲେ ପରଘରକୁ ଚାଲିଯିବ ଏବଂ ବିବାହ...

Leave a comment

Your email address will not be published. Required fields are marked *