ରାୟଗଡ଼ାର ୬୬୭ ସ୍ବାବ୍‌ ନମୁନା ନେଗେଟିଭ୍‌

ରାୟଗଡ଼ା ଅଫିସ,୨୦ା୫: ରାୟଗଡ଼ା ଜିଲାରୁ ଗତ ୧୫ ତାରିଖରେ ୧୩ତମ ପର୍ଯ୍ୟାୟରେ ୮୬ଜଣଙ୍କର ସ୍ବାବ୍‌ ନମୁନା ପରୀକ୍ଷା ନିମନ୍ତେ ଆର୍‌ଏମ୍‌ଆରସି ଭୁବନେଶ୍ୱର ପଠାଯାଇଥିଲା। ସେଥିରୁ ସମସ୍ତ ନମୁନା ନେଗେଟିଭ୍‌ ଆସିଛି। ଜିଲାରୁ ବର୍ତ୍ତମାନ ସୁଦ୍ଧା ୬୬୭ଜଣଙ୍କର ସ୍ବାବ୍‌ ନମୁନା ପରୀକ୍ଷା ପାଇଁ ଯାଇଥିଲା। ସେଥିରୁ ଆଜି ପର୍ଯ୍ୟନ୍ତ ସମସ୍ତଙ୍କର ନେଗେଟିଭ୍‌ ରିପୋର୍ଟ ଆସିଥିବା ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଆର୍ତ୍ତବନ୍ଧୁ ନାୟକ ଜଣାଇଛନ୍ତି।


All Right Reserved By Dharitri.Com

ଗୋମେଧ ରତ୍ନପଥର ଖଣ୍ଡି ଖଖନ ନେଇ ଜିଲା ପ୍ରଶାସନର ଜନଶୁଣାଣି: ଜୀବନ ଦେବୁ, ହେଲେ ଖଣ୍ଡି ଖୋଲିବାକୁ ଦେବୁ ନାହିଁ; ଘାଟପଡାବାସୀଙ୍କ ଚେତାବନୀ

କେସିଙ୍ଗା,୩୦।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କଶୃପଡା ଗ୍ରାମପଞ୍ଚାୟତସ୍ଥିତ ସିଙ୍ଗଝରଣ ଗ୍ରାମରେ ଗାର୍ନେଟ ମାଇନ୍‌ ପ୍ରସ୍ତାବିତ ଖଣି ଉତ୍ପାଦନ ପାଇଁ ରାଜ୍ୟ ପ୍ରଦୂର୍ଷଣ ନିୟନ୍ତ୍ରଣ ବୋର୍ଡ, ଆଞ୍ଚଳିକ...

ପ୍ରେମିକାଙ୍କୁ ଭେଟିବାକୁ ଆସିଥିଲେ, ବାହାହୋଇ ଫେରିଲେ

ଅମରପାଲି,୨୪ା୫(ଡି.ଏନ.ଏ.): କୋଭିଡ୍‌-୧୯ କଟକଣା ଯୋଗୁ ଯାନବାହନ ଚଳାଚଳ ବନ୍ଦ ରହିଛି। ଏପରି ପରିସ୍ଥିତି ଯୋଗୁ ଜଣେ ଯୁବକ ନିଜ ପ୍ରେମିକାଙ୍କୁ ବହୁ କଷ୍ଟରେ ଦେଖା କରିବାକୁ...

ବାପାଙ୍କୁ କୋଦାଳରେ ଛେଚି ହତ୍ୟାକଲେ ପୁଅ, ଅଭିଯୁକ୍ତଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

କେନ୍ଦୁଝର, ୩।୧୦(ସ୍ବ.ପ୍ର.): ବୃଦ୍ଧ ବାପାଙ୍କୁ ଅତି ନିର୍ମମ ଭାବେ ଛେଚି ହତ୍ୟା କଲେ ପୁଅ। ଗୁରୁବାର ମଧ୍ୟାହ୍ନରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର...

ପୋଲିସ ଗାଡ଼ି ଧକ୍କାରେ ଜଣେ ଗୁରୁତର: ଭଞ୍ଜନଗର-ଆସିକା ରାସ୍ତା ଅବରୋଧ

ଭଞ୍ଜନଗର,୨୧।୬(ଡି.ଏନ.ଏ)- ଗଞ୍ଜାମ ଜିଲା ଭଞ୍ଜନଗର ଦମକଳ କେନ୍ଦ୍ର ନିକଟରେ ଶୁକ୍ରବାର ଅପରାହ୍ନରେ ପୋଲିସ ଗାଡି (କୋର୍ଟ ଭ୍ୟାନ୍‌) ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ...

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: ସିଲ୍‌ ହେଲା ମଦ ଦୋକାନ

ଡେରାବିଶ, ୯।୪ (ସ୍ବ.ପ୍ର.)-ମହାମାରୀ କରୋନାକୁ ସାରାଦେଶରେ ଲକ୍‌ଡାଉନ୍‌ କରାଯାଇଥିବା ବେଳେ ରାଜ୍ୟରେ ଏହାକୁ କଡ଼ାକଡ଼ି କରାଯାଇଛି। ଲକ୍‌ଡାଉନ୍‌ ସମୟରେ ସମସ୍ତ ମଦ ଦୋକନ ବନ୍ଦ ରହିବ...

ଅନୁଗୋଳରେ ପୁଣି ୫ କରୋନା ପଜିଟିଭ୍‌ ଚିହ୍ନଟ: ୨୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଅନୁଗୋଳ ଅଫିସ,୨୪ା୫: ଅନୁଗୋଳ ଜିଲାରେ ପୁଣି ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୫ଜଣଙ୍କୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି।...

ଖୋଲିଲା ପଞ୍ଚାୟତସ୍ତରୀୟ ଟିଏମ୍‌ସି ସେଣ୍ଟର

ରସାଳପୁର,୩୧।୩(ଡି.ଏନ୍‌.ଏ.)-ମହାମାରୀ କରୋନାକୁ ନେଇ ଏବେ ସାରା ବିଶ୍ୱ ଆତଙ୍କିତ। ଏଭଳି ପରିସ୍ଥିତିରେ କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ...

ବୈତରଣୀରେ ଜଳସ୍ତର ହ୍ରାସ: ଟଳିଲା ବନ୍ୟା ଆଶଙ୍କା

ଭଣ୍ଡାରିପୋଖରୀ,୮।୯(ଡ଼ି.ଏନ୍‌.ଏ): ଭଦ୍ରକଦେଇ ପ୍ରବାହିତ ବୈତରଣୀ ନଦୀରେ ଶନିବାର ପ୍ରଥମ ବନ୍ୟା ଜଳ ପ୍ରବେଶ କରିଥିଲା। ଆଖୁଆପଦାଠାରେ ବିପଦ ସଂକେତ ଅତିକ୍ରମ କରି ରାତି ୧୧ଟା ସୁଦ୍ଧା...

Leave a comment

Your email address will not be published. Required fields are marked *